Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 4:17 - ପବିତ୍ର ବାଇବଲ

17 ଯଦି ଜଣେ ଲୋକ ଭଲ କାମ କରିବାକୁ ଜାଣି ସୁଦ୍ଧା ତାହା କରେ ନାହିଁ, ତା'ହେଲେ ସେ ପାପ କରିଥାଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଅତଏବ, ଯେ ସତ୍କର୍ମ କରିବାକୁ ଜାଣି ତାହା କରେ ନାହିଁ, ତାହାର ପାପ ହୁଏ।

Gade chapit la Kopi

ଓଡିଆ ବାଇବେଲ

17 ଅତଏବ, ଯେ ସତ୍କର୍ମ କରିବାକୁ ଜାଣି ତାହା କରେ ନାହିଁ, ତାହାର ପାପ ହୁଏ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 ଅତଏବ, ଯେଉଁ ବ୍ୟକ୍ତି କୌଣସି ସତ୍କର୍ମ କରିବା ଉଚିତ ବୋଲି ଜାଣି ସୁଦ୍ଧା ତାହା କରେ ନାହିଁ, ସେ ପାପ କରେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଅତଏବ, ଯେ ସତ୍କର୍ମ କରିବାକୁ ଜାଣି ତାହା କରେ ନାହିଁ, ତାହାର ପାପ ହୁଏ।

Gade chapit la Kopi




ଯାକୁବଙ୍କ ପତ୍ର 4:17
9 Referans Kwoze  

ଯୀଶୁ କହିଲେ, “ତୁମ୍ଭେ ଯଦି ପ୍ରକୃତରେ ଅନ୍ଧ ହୋଇଥା'ନ୍ତ, ତେବେ ଦୋଷୀ ବିବେଚିତ ହୁଅନ୍ତ ନାହିଁ। କିନ୍ତୁ ତୁମ୍ଭେ କହୁଛ ଯେ ତୁମ୍ଭେ ଦେଖି ପାରୁଛ, ତେଣୁ ତୁମ୍ଭେ ଦୋଷୀ।”


ଯଦି ତୁମ୍ଭେ ଏହା ସବୁ ଜାଣ ତେବେ ତୁମ୍ଭେ ଏହି କାର୍ଯ୍ୟ କରି ଖୁସୀ ହେବ।


ମୁଁ ଯଦି ଆସି ନ ଥା'ନ୍ତି ଓ ଏଜଗତର ଲୋକମାନଙ୍କୁ କହି ନ ଥା'ନ୍ତି, ତେବେ ସେମାନେ ପାପରେ ଦୋଷୀ ବୋଲି ବିବେଚିତ ହୁଅନ୍ତେ ନାହିଁ। କିନ୍ତୁ ମୁଁ ବର୍ତ୍ତମାନ ସେମାନଙ୍କୁ କହିଛି। ତେଣୁ ତାହାଙ୍କ ପାପ ପାଇଁ ସେମାନଙ୍କ ପାଖରେ କୌଣସି ଆଳ ନାହିଁ।


ଯଦି ସେମାନେ ମୂଳରୁ ଠିକ୍ ରାସ୍ତା ଜାଣି ନ ଥା’ନ୍ତେ, ସେମାନଙ୍କ ପକ୍ଷେ ଭଲ ହୋଇଥା’ନ୍ତା। ଉତ୍ତମ ମାର୍ଗ ଜାଣି, ପବିତ୍ର ଶାସ୍ତ୍ରର ଶିକ୍ଷାରୁ ବିମୁଖ ହେବା ଅପେକ୍ଷା ତାହା ନ ଜାଣିଥିଲେ, ଅଧିକ ଭଲ ହୋଇଥା’ନ୍ତା।


ସେମାନେ ପରମେଶ୍ୱରଙ୍କ ବ୍ୟବସ୍ଥା ଜାଣନ୍ତି। ସେମାନେ ଜାଣନ୍ତି ଯେ ପରମେଶ୍ୱରଙ୍କ ବ୍ୟବସ୍ଥା କୁହେ, ଯେଉଁ ଲୋକ ଏହିଭଳି ଜୀବନଯାପନ କରୁଛି, ସେ ମରିବା ଉଚିତ୍। କିନ୍ତୁ ସେମାନେ ଏହି ମନ୍ଦକାର୍ଯ୍ୟ ଗୁଡ଼ିକ କରି ଗ୍ଭଲନ୍ତି। ଯେଉଁ ଲୋକମାନେ ଏହିଭଳି କାମ କରନ୍ତି, ସେମାନଙ୍କୁ ମଧ୍ୟ ସେମାନେ ସମର୍ଥନ କରନ୍ତି।


ଏହାର କ’ଣ ଏହି ଅର୍ଥ ଯେ ଯାହା ଭଲ, ତାହା ହିଁ ମୋ’ ପାଇଁ ମୃତ୍ୟୁ ଆଣିଲା? କିନ୍ତୁ ଯାହା ଭଲ ପାପ ତାହାକୁ ହିଁ ବ୍ୟବହାର କରି ମୋ’ ପାଇଁ ମୃତ୍ୟୁ ଆଣିଲା। ଏହା ହେଲା, ଯେପରି ମୁଁ ଜାଣି ପାରିବି ପାପ କ’ଣ? ପାପ ହେଉଛି ଅତିଶୟ ମନ୍ଦ, ଏହା ଜଣାଇବା ପାଇଁ ଏପରି ଘଟିଲା ଓ ଆଜ୍ଞାର ବ୍ୟବହାର ମଧ୍ୟ ଏହା ହିଁ ଦେଖାଇବା ପାଇଁ ହେଲା।


Swiv nou:

Piblisite


Piblisite