ଯାକୁବଙ୍କ ପତ୍ର 4:9 - ପବିତ୍ର ବାଇବଲ9 ଦୁଃଖୀ ହୁଅ, ଦୁଃଖ ପ୍ରକାଶ କର ଓ କ୍ରନ୍ଦନ କର! ତୁମ୍ଭର ହାସ୍ୟକୁ କ୍ରନ୍ଦନରେ ବଦଳାଇ ଦିଅ। ତୁମ୍ଭର ପ୍ରଫୁଲ୍ଲତାକୁ ଦୁଃଖରେ ବଦଳାଅ। Gade chapit laପବିତ୍ର ବାଇବଲ (Re-edited) - (BSI)9 ଖେଦଯୁକ୍ତ ଓ ଶୋକାର୍ତ୍ତ ହୋଇ ରୋଦନ କର; ତୁମ୍ଭମାନଙ୍କ ହାସ୍ୟ ଶୋକରେ ଓ ତୁମ୍ଭମାନଙ୍କ ଆନନ୍ଦ ବିଷାଦରେ ପରିଣତ ହେଉ। Gade chapit laଓଡିଆ ବାଇବେଲ9 ଖେଦଯୁକ୍ତ ଓ ଶୋକାର୍ତ୍ତ ହୋଇ ରୋଦନ କର; ତୁମ୍ଭମାନଙ୍କ ହାସ୍ୟ ଶୋକରେ ଓ ତୁମ୍ଭମାନଙ୍କ ଆନନ୍ଦ ବିଷାଦରେ ପରିଣତ ହେଉ । Gade chapit laପବିତ୍ର ବାଇବଲ (CL) NT (BSI)9 ତୁମ୍ଭମାନଭ୍କ ହର୍ଷ ବିଷାଦରେ ପରିଣତ ହେଉ; ତୁମ୍ଭମାନଙ୍କ ଆନନ୍ଦ ନିରାନ୍ଦରେ ପରିଣତ ହେଉ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଖେଦଯୁକ୍ତ ଓ ଶୋକାର୍ତ୍ତ ହୋଇ ରୋଦନ କର; ତୁମ୍ଭମାନଙ୍କ ହାସ୍ୟ ଶୋକରେ ଓ ତୁମ୍ଭମାନଙ୍କ ଆନନ୍ଦ ବିଷାଦରେ ପରିଣତ ହେଉ। Gade chapit la |