ଯାକୁବଙ୍କ ପତ୍ର 5:2 - ପବିତ୍ର ବାଇବଲ2 ତୁମ୍ଭର ଧନସବୁ ନଷ୍ଟ ହୋଇଯାଇଛି ଓ ମୂଲ୍ୟହୀନ ହୋଇ ପଡ଼ିଛି। ତୁମ୍ଭର ପୋଷାକ ପୋକ ଖାଇ ଯାଇଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭମାନଙ୍କର ସମ୍ପତ୍ତି କ୍ଷୟ ପାଇଲାଣି, ତୁମ୍ଭମାନଙ୍କର ବସ୍ତ୍ର ପୋକ ଖାଇଲାଣି, Gade chapit laଓଡିଆ ବାଇବେଲ2 ତୁମ୍ଭମାନଙ୍କର ସମ୍ପତ୍ତି କ୍ଷୟ ପାଇଲାଣି, ତୁମ୍ଭମାନଙ୍କର ବସ୍ତ୍ର ପୋକ ଖାଇଲାଣି, Gade chapit laପବିତ୍ର ବାଇବଲ (CL) NT (BSI)2 ତମ ଧନ ସମ୍ପଦ କ୍ଷୟ ପାଇଲାଣି ଏବଂ ପୋଷାକ ପରିଚ୍ଛଦ କୀଟଦ୍ରଂଷ୍ଟ ହେଲାଣି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତୁମ୍ଭମାନଙ୍କର ସମ୍ପତ୍ତି କ୍ଷୟ ପାଇଲାଣି, ତୁମ୍ଭମାନଙ୍କର ବସ୍ତ୍ର ପୋକ ଖାଇଲାଣି, Gade chapit la |
ତେଣୁ ତୁମ୍ଭେମାନେ ନିଜର ସମସ୍ତ ସମ୍ପତ୍ତି ବିକି ଦେଇ ସେହି ଟଙ୍କା ଗରିବ ଲୋକଙ୍କ ମଧ୍ୟ ବାଣ୍ଟିଦିଅ। ଏ ସଂସାରର ଧନସମ୍ପତ୍ତି ସବୁଦିନ ପାଇଁ ରହିବ ନାହିଁ। ତେଣୁ ସବୁଦିନ ରହି ପାରୁଥିବା ଧନସମ୍ପତ୍ତି ସଂଗ୍ରହ କରା ନିଜ ପାଇଁ ସ୍ୱର୍ଗରେ ଧନସମ୍ପତ୍ତି ସଂଗ୍ରହ କର। ଏହା ଚିରକାଳ ରହିବ। ସ୍ୱର୍ଗରେ ତୁମ୍ଭମାନଙ୍କ ସମ୍ପତ୍ତିକୁ କେହି ଗ୍ଭେରେଇ ନେଇ ପାରିବ ନାହିଁ କି ତାକୁ କୀଟ ନଷ୍ଟ କରି ପାରିବ ନାହିଁ।