ଯାକୁବଙ୍କ ପତ୍ର 5:9 - ପବିତ୍ର ବାଇବଲ9 ଭାଇ ଓ ଭଉଣୀମାନେ, ପରସ୍ପର ବିରୁଦ୍ଧରେ ଅଭିଯୋଗ କର ନାହିଁ। ତୁମ୍ଭେ ଅଭିଯୋଗ କରିବା ବନ୍ଦ ନ କଲେ, ନିଜେ ଦୋଷୀ ବୋଲି ବିଗ୍ଭରିତ ହେବ। ବିଗ୍ଭରପତି ଆସିବାକୁ ପ୍ରସ୍ତୁତ ଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)9 ହେ ଭାଇମାନେ, ତୁମ୍ଭେମାନେ ଯେପରି ଦଣ୍ତପ୍ରାପ୍ତ ନ ହୁଅ, ଏଥିନିମନ୍ତେ ପରସ୍ପର ବିରୁଦ୍ଧରେ ବଚସା ନ କର, ଦେଖ, ବିଚାରକର୍ତ୍ତା ଦ୍ଵାର ନିକଟରେ ଦଣ୍ତାୟମାନ ହୋଇଅଛନ୍ତି। Gade chapit laଓଡିଆ ବାଇବେଲ9 ହେ ଭାଇମାନେ, ତୁମ୍ଭେମାନେ ଯେପରି ଦଣ୍ଡପ୍ରାପ୍ତ ନ ହୁଅ, ଏଥି ନିମନ୍ତେ ପରସ୍ପର ବିରୁଦ୍ଧରେ ବଚସା ନ କର, ଦେଖ, ବିଚାରକର୍ତ୍ତା ଦ୍ୱାର ନିକଟରେ ଦଣ୍ଡାୟମାନ ହୋଇଅଛନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)9 ଭାଇମାନେ, ପରସ୍ପରର ଦୋଷ ଧର ନାହିଁ, ତାହାହେଲେ ଈଶ୍ୱର ତୁମର ବିଚାର କରିବେ ନାହିଁ। ଦେଖ! ମହାବିଚାରକର୍ତ୍ତା ଦ୍ୱାରା ନିକଟେ ଉପସ୍ଥିତ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ହେ ଭାଇମାନେ, ତୁମ୍ଭେମାନେ ଯେପରି ଦଣ୍ଡପ୍ରାପ୍ତ ନ ହୁଅ, ଏଥିନିମନ୍ତେ ପରସ୍ପର ବିରୁଦ୍ଧରେ ବଚସା ନ କର, ଦେଖ, ବିଚାରକର୍ତ୍ତା ଦ୍ୱାର ନିକଟରେ ଦଣ୍ଡାୟମାନ ହୋଇଅଛନ୍ତି। Gade chapit la |
ଭାଇ ଓ ଭଉଣୀମାନେ! ପରସ୍ପର ବିରୁଦ୍ଧରେ କିଛି କୁହ ନାହଁ। ତୁମ୍ଭେ ଯଦି ଖ୍ରୀଷ୍ଟଙ୍କଠାରେ ଥିବା ତୁମ୍ଭର କୌଣସି ଭାଇର ସମାଲୋଚନା କରୁଛ ବା ବିଗ୍ଭର କରୁଛ; ତା'ହେଲେ ସେ ଯେଉଁ ବ୍ୟବସ୍ଥା ପାଳନ କରୁଛି, ତୁମ୍ଭେ ତା'ର ସମାଲୋଚନା କରୁଛ। ଯଦି ତୁମ୍ଭେ ଖ୍ରୀଷ୍ଟରେ ଥିବା ଜଣେ ଭାଇର ବିଗ୍ଭର କର, ତେବେ ତୁମ୍ଭେ ପ୍ରକୃତରେ ସେ ପାଳନ କରୁଥିବା ବ୍ୟବସ୍ଥାର ବିଗ୍ଭର କରୁଛ। ଏବଂ ତୁମ୍ଭେ ଯଦି ବ୍ୟବସ୍ଥାର ବିଗ୍ଭର କରୁଛ, ତେବେ ତୁମ୍ଭେ ବ୍ୟବସ୍ଥାର ପାଳନ କରୁ ନାହଁ। ତୁମ୍ଭେ ନିଜେ ତାହାର ବିଗ୍ଭରପତି ହୋଇଗଲ।