Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 1:11 - ପବିତ୍ର ବାଇବଲ

11 ଯିହୁଦାର ଲୋକମାନେ ସେ ସ୍ଥାନକୁ ପରିତ୍ୟାଗ କଲେ। ସେମାନେ ଦବୀର ସହର ଅଭିମୁଖେ ସେମାନଙ୍କର ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲେ। ଅତୀତ କାଳରେ ଦବୀର ନାମ ଥିଲା କିରିୟଥ ସେଫର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଆଉ ସେ ସେଠାରୁ ଦବୀର-ନିବାସୀମାନଙ୍କ ପ୍ରତିକୂଳରେ ଗଲା। ପୂର୍ବେ ଏହି ଦବୀରର ନାମ କିରୀୟଥ୍-ସେଫର ଥିଲା।

Gade chapit la Kopi

ଓଡିଆ ବାଇବେଲ

11 ଆଉ ସେ ସେଠାରୁ ଦବୀର-ନିବାସୀମାନଙ୍କ ବିରୁଦ୍ଧରେ ଗଲା। ପୂର୍ବେ ଏହି ଦବୀରର ନାମ କିରୀୟଥ୍‍-ସେଫର ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆଉ ସେ ସେଠାରୁ ଦବୀର ନିବାସୀମାନଙ୍କ ବିରୁଦ୍ଧରେ ଗଲା। ପୂର୍ବେ ଏହି ଦବୀରର ନାମ କିରୀୟଥ୍‍-ସେଫର ଥିଲା।

Gade chapit la Kopi




ବିଚାରକର୍ତ୍ତା 1:11
3 Referans Kwoze  

ଏହା ପରେ କାଲେବ୍ ଦବୀର ନିବାସୀମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ। ପୂର୍ବକାଳରେ ସେହି କିରିୟଥ ସେଫର ନାମରେ ବିଖ୍ୟାତ ଥିଲା।


ଯିହୁଦାର ଲୋକମାନେ ଯୁଦ୍ଧ ଆରମ୍ଭ କଲା ପୂର୍ବରୁ, କାଲେବ୍ ସେମାନଙ୍କୁ ଗୋଟିଏ ପ୍ରତିଜ୍ଞା କରିଥିଲେ। କାଲେବ କହିଲା, “ମୁଁ କିରିୟଥ ସେଫର ବିରୁଦ୍ଧରେ ଯୁଦ୍ଧ କରିବାକୁ ଗ୍ଭହେଁ। ଯେଉଁ ଲୋକ ସେ ସହରକୁ ପରାସ୍ତ କରିବ, ମୁଁ ତା’ ସହିତ ମୋର କନ୍ୟା ଅ‌କ୍‌ଷାରକୁ ବିବାହ ଦେବି।”


Swiv nou:

Piblisite


Piblisite