ବିଚାରକର୍ତ୍ତା 1:4 - ପବିତ୍ର ବାଇବଲ4 ତା'ପରେ ଯିହୁଦାର ଲୋକମାନେ ଆକ୍ରମଣ କରିବାକୁ ଗଲେ। କିଣାନୀୟ ଓ ପିରିଷୀୟମାନଙ୍କୁ ସଦାପ୍ରଭୁ ଯିହୁଦାର ଲୋକମାନଙ୍କୁ ସମର୍ପଣ କଲେ। ଏବଂ ଯିହୁଦାର ଲୋକମାନେ 10,000 ଲୋକଙ୍କୁ ବେଷକରେ ହତ୍ୟା କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)4 ଏଉତ୍ତାରେ ଯିହୁଦା ଯାତ୍ରା କଲା; ପୁଣି ସଦାପ୍ରଭୁ ସେମାନଙ୍କ ହସ୍ତରେ; କିଣାନୀୟ ଓ ପିରିଷୀୟମାନଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ବେଷକରେ ସେମାନଙ୍କର ଦଶ ହଜାର ଲୋକଙ୍କୁ ବଧ କଲେ। Gade chapit laଓଡିଆ ବାଇବେଲ4 ଏଥିଉତ୍ତାରେ ଯିହୁଦା ଯାତ୍ରା କଲା; ପୁଣି ସଦାପ୍ରଭୁ ସେମାନଙ୍କ ହସ୍ତରେ କିଣାନୀୟ ଓ ପରିଷୀୟମାନଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ବେଷକରେ ସେମାନଙ୍କର ଦଶ ହଜାର ଲୋକଙ୍କୁ ବଧ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଥିଉତ୍ତାରେ ଯିହୁଦା ଯାତ୍ରା କଲା; ପୁଣି ସଦାପ୍ରଭୁ ସେମାନଙ୍କ ହସ୍ତରେ କିଣାନୀୟ ଓ ପରିଷୀୟମାନଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ବେଷକରେ ସେମାନଙ୍କର ଦଶ ହଜାର ଲୋକଙ୍କୁ ବଧ କଲେ। Gade chapit la |
ଯିହୁଦାର ପରିବାରବର୍ଗ ସେମାନଙ୍କର ଭାଇମାନେ ଶିମିୟୋନର ପରିବାରବର୍ଗକୁ ସାହାଯ୍ୟ ମାଗିଲେ। ଯିହୁଦା ଲୋକମାନେ କହିଲେ, “ଭାଇମାନେ, ସଦାପ୍ରଭୁ ଆମ୍ଭକୁ କିଛି ଭୂମି ଦେବାକୁ ପ୍ରତିଜ୍ଞା କରିଅଛନ୍ତି। ଯଦି ତୁମ୍ଭେ ଆମ୍ଭର ଭୂମି ପାଇଁ ଆମ୍ଭର ଯୁଦ୍ଧରେ ସାହାଯ୍ୟ କରିବା ପାଇଁ ଆଗେଇ ଆସିବ, ଆମ୍ଭେ ତୁମ୍ଭମାନଙ୍କ ପାଇଁ ତୁମ୍ଭକୁ ସାହାଯ୍ୟ କରିବୁ।” ଶିମିୟୋନର ଲୋକମାନେ ସେମାନଙ୍କର ଭୂମି ପାଇଁ ସେମାନଙ୍କୁ ଯୁଦ୍ଧରେ ସାହାଯ୍ୟ କରିବାକୁ ରାଜି ହେଲେ।