Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 1:5 - ପବିତ୍ର ବାଇବଲ

5 ଯିହୁଦାର ଲୋକମାନେ ବେଷକର ଶାସକଙ୍କୁ ବେଷକ ସହରରେ ପାଇଲେ ଏବଂ ତାଙ୍କ ବିରୁଦ୍ଧରେ ଯୁଦ୍ଧ କଲେ ଏବଂ ସେମାନେ କିଣାନୀୟ ଏବଂ ପିରିଷୀୟଙ୍କୁ ପରାସ୍ତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ପୁଣି ସେମାନେ ବେଷକରେ ଅଦୋନୀବେଷକକୁ ପାଇ ତାହା ସଙ୍ଗେ ଯୁଦ୍ଧ କରି କିଣାନୀୟ ଓ ପରିଷୀୟମାନଙ୍କୁ ବଧ କଲେ।

Gade chapit la Kopi

ଓଡିଆ ବାଇବେଲ

5 ପୁଣି ସେମାନେ ବେଷକରେ ଅଦୋନୀବେଷକ୍‌ ରାଜାଙ୍କୁ ପାଇ ତାହା ସଙ୍ଗେ ଯୁଦ୍ଧ କରି କିଣାନୀୟ ଓ ପରିଷୀୟମାନଙ୍କୁ ବଧ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି ସେମାନେ ବେଷକରେ ଅଦୋନୀବେଷକ୍‌ ରାଜାଙ୍କୁ ପାଇ ତାହା ସଙ୍ଗେ ଯୁଦ୍ଧ କରି କିଣାନୀୟ ଓ ପରିଷୀୟମାନଙ୍କୁ ବଧ କଲେ।

Gade chapit la Kopi




ବିଚାରକର୍ତ୍ତା 1:5
5 Referans Kwoze  

ସେହି ସମୟରେ ସେଠାରେ କିଣାନୀୟ ଓ ପିରିଜୀୟ ଲୋକମାନେ ବାସ କରୁଥିଲେ। ଅବ୍ରାମଙ୍କର ଓ ଲୋଟଙ୍କର ମେଷପାଳକମାନଙ୍କ ମଧ୍ୟରେ ଝଗଡ଼ା ହେଲା।


ତା'ପରେ ଯିହୁଦାର ଲୋକମାନେ ଆକ୍ରମଣ କରିବାକୁ ଗଲେ। କିଣାନୀୟ ଓ ପିରିଷୀୟମାନଙ୍କୁ ସଦାପ୍ରଭୁ ଯିହୁଦାର ଲୋକମାନଙ୍କୁ ସମର୍ପଣ କଲେ। ଏବଂ ଯିହୁଦାର ଲୋକମାନେ 10,000 ଲୋକଙ୍କୁ ବେଷକରେ ହତ୍ୟା କଲେ।


ବେଷକର ଶାସକ ଖସି ପଳାଇବାକୁ ଚେଷ୍ଟା କରିଥିଲେ, କିନ୍ତୁ ଯିହୁଦାର ଲୋକମାନେ ତାଙ୍କୁ ଗୋଡ଼େଇଲେ ଏବଂ ତାଙ୍କୁ ଧରି ଥିଲେ। ଯେତେବେଳେ ସେମାନେ ତାଙ୍କୁ ଧରିଲେ, ସେମାନେ ତାଙ୍କର ବୁଢ଼ା ଅଙ୍ଗୁଳିକୁ ଏବଂ ପାଦର ବୁଢ଼ା ଅଙ୍ଗୁଳିକୁ କାଟି ନେଇଥିଲେ।


ଶାଉଲ ବେସକରେ ଲୋକମାନଙ୍କୁ ଏକାଠି କଲେ। ସେଠାରେ ଇସ୍ରାଏଲରୁ 300,000 ଲୋକ ଯିହୁଦାରୁ 30,000 ଲୋକ ଉପସ୍ଥିତ ହେଲେ।


ଇସ୍ରାଏଲୀୟ କିଣାନୀୟ, ହିତ୍ତୀୟ, ଇମୋରୀୟ, ପିରିଷୀୟ, ହିବ୍ବୀୟ, ଏବଂ ଯିବୂଷୀୟ ସହିତ ବାସ କଲେ।


Swiv nou:

Piblisite


Piblisite