Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 1:8 - ପବିତ୍ର ବାଇବଲ

8 ଯିହୁଦାର ଲୋକମାନେ ଯିରୁଶାଲମର ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ ଓ ଯିରୁଶାଲମକୁ ଅଧିକାର କଲେ। ଯିହୁଦାର ଲୋକମାନେ ସେମାନଙ୍କୁ ଖଣ୍ତା ଦ୍ୱାରା ହତ୍ୟା କଲେ ଓ ସହରକୁ ପୋଡ଼ି ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଅନନ୍ତର ଯିହୁଦା-ସନ୍ତାନମାନେ ଯିରୂଶାଲମ ପ୍ରତିକୂଳରେ ଯୁଦ୍ଧ କରି ତାହା ହସ୍ତଗତ କଲେ ଓ ଖଡ଼୍‍ଗଧାରରେ ସମସ୍ତଙ୍କୁ ଆଘାତ କରି ଅଗ୍ନିରେ ନଗର ଦଗ୍ଧ କଲେ।

Gade chapit la Kopi

ଓଡିଆ ବାଇବେଲ

8 ଏଥିଉତ୍ତାରେ ଯିହୁଦା ସନ୍ତାନମାନେ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କଲେ ଓ ଖଡ୍ଗଧାରରେ ସମସ୍ତଙ୍କୁ ଆଘାତ କରି ଅଗ୍ନିରେ ନଗର ଦଗ୍ଧ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଥିଉତ୍ତାରେ ଯିହୁଦା-ସନ୍ତାନମାନେ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କଲେ ଓ ଖଡ୍ଗଧାରରେ ସମସ୍ତଙ୍କୁ ଆଘାତ କରି ଅଗ୍ନିରେ ନଗର ଦଗ୍ଧ କଲେ।

Gade chapit la Kopi




ବିଚାରକର୍ତ୍ତା 1:8
3 Referans Kwoze  

ମାତ୍ର ଯିହୁଦା ସନ୍ତାନଗଣ ଯିରୁଶାଲମ ନିବାସୀମାନଙ୍କୁ ତଡ଼ିଦେଇ ପାରିଲେ ନାହିଁ। ଏହି ହେତୁ ଯିବୂଷୀୟମାନେ ଆଜି ପର୍ଯ୍ୟନ୍ତ ଯିହୁଦା ସନ୍ତାନଗଣ ସହିତ ଯିରୁଶାଲମରେ ବାସ କରୁଛନ୍ତି।


ବିନ୍ୟାମୀନର ପରିବାରବର୍ଗମାନେ ଯିରୁଶାଲମ ନିବାସୀ ଯିବୂଷୀୟମାନଙ୍କୁ ତଡ଼ି ଦେଲେ ନାହିଁ। ତେଣୁ ଆଜିଯାଏ ମଧ୍ୟ ବିନ୍ୟାମୀନ ସନ୍ତାନଗଣ ସହିତ ବାସ କରୁଛନ୍ତି।


ଏହା ପରେ ଯିହୁଦାର ଲୋକମାନେ କିଣାନୀୟ ବିରୁଦ୍ଧରେ ଯୁଦ୍ଧ କଲେ, ଯେଉଁମାନେ ପର୍ବତମୟ ଦେଶରେ ନେଗେଭରେ ଏବଂ ପାଶ୍ଚାତ୍ ମାଳଭୂମିରେ ବସବାସ କରୁଥିଲେ।


Swiv nou:

Piblisite


Piblisite