Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 1:9 - ପବିତ୍ର ବାଇବଲ

9 ଏହା ପରେ ଯିହୁଦାର ଲୋକମାନେ କିଣାନୀୟ ବିରୁଦ୍ଧରେ ଯୁଦ୍ଧ କଲେ, ଯେଉଁମାନେ ପର୍ବତମୟ ଦେଶରେ ନେଗେଭରେ ଏବଂ ପାଶ୍ଚାତ୍ ମାଳଭୂମିରେ ବସବାସ କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଏଉତ୍ତାରେ ଯିହୁଦା-ସନ୍ତାନମାନେ ପର୍ବତମୟ ଦେଶ ଓ ଦକ୍ଷିଣ ଦିଗ ଓ ତଳଭୂମିରେ ବାସକାରୀ କିଣାନୀୟମାନଙ୍କ ପ୍ରତିକୂଳରେ ଯୁଦ୍ଧ କରିବାକୁ ଗଲେ।

Gade chapit la Kopi

ଓଡିଆ ବାଇବେଲ

9 ଏଥିଉତ୍ତାରେ ଯିହୁଦା-ସନ୍ତାନମାନେ ପର୍ବତମୟ ଦେଶ ଓ ଦକ୍ଷିଣ ଦିଗ ଓ ତଳଭୂମିରେ ବାସକାରୀ କିଣାନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଥିଉତ୍ତାରେ ଯିହୁଦା-ସନ୍ତାନମାନେ ପର୍ବତମୟ ଦେଶ ଓ ଦକ୍ଷିଣ ଦିଗ ଓ ତଳଭୂମିରେ ବାସକାରୀ କିଣାନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲେ।

Gade chapit la Kopi




ବିଚାରକର୍ତ୍ତା 1:9
7 Referans Kwoze  

ସେହି ସମୟରେ ଯିହୋଶୂୟ ଆସି ପର୍ବତମୟ ଦେଶରୁ, ହିବ୍ରୋଣରୁ, ଦବୀରରୁ, ଅନାବରୁ, ଓ ଯିହୁଦାର ସମସ୍ତ ପର୍ବତମୟ ଦେଶରୁ ଓ ଇସ୍ରାଏଲର ସମସ୍ତ ପର୍ବତମୟ ଦେଶରୁ ଅନାକୀୟମାନଙ୍କୁ ହତ୍ୟା କଲେ। ଯିହୋଶୂୟ ସେମାନଙ୍କ ନଗର ସମେତ ସେମାନଙ୍କୁ ବର୍ଜିତ ରୂପେ ନିବାସ କଲେ।


ଏହା ପରେ ଯିହୋଶୂୟ ଏବଂ ଇସ୍ରାଏଲର ସମସ୍ତ ଲୋକମାନେ ଇଗ୍ଲୋ‌ନ୍‌ରୁ ହିବ୍ରୋଣକୁ ଗଲେ। ତା'ପରେ ସେମାନେ ହିବ୍ରୋଣକୁ ଆକ୍ରମଣ କଲେ।


ଏହା ପରେ ଅବ୍ରାମ ଭ୍ରମଣ କରୁ କରୁ ଦକ୍ଷିଣ ଦିଗକୁ ଗଲେ।


ଯିହୁଦାର ଲୋକମାନେ ଯିରୁଶାଲମର ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ ଓ ଯିରୁଶାଲମକୁ ଅଧିକାର କଲେ। ଯିହୁଦାର ଲୋକମାନେ ସେମାନଙ୍କୁ ଖଣ୍ତା ଦ୍ୱାରା ହତ୍ୟା କଲେ ଓ ସହରକୁ ପୋଡ଼ି ଦେଲେ।


ଏହା ପରେ ଯିହୁଦାର ଲୋକମାନେ କିଣାନୀୟମାନଙ୍କ ସହିତ ଯୁଦ୍ଧ କଲେ, ଯେଉଁମାନେ ହିବ୍ରୋଣ ସହରରେ ବାସ କରୁଥିଲେ। ହିବ୍ରୋଣର ପୂରାତନ ନାମ ଥିଲା କିରିୟଥ ଅର୍ବ ଯିହୁଦାର ଲୋକମାନେ ଶେଶୟ, ଅହୀମାନ ଓ ତନ୍ମୟକୁ ପରାସ୍ତ କଲେ।


ପର୍ବତମୟ ଦେଶ, ତଳଭୂମି, ଯର୍ଦ୍ଦନର ଉପତ୍ୟକା, ପୂର୍ବର ପର୍ବତଗୁଡ଼ିକ, ନେଗେଭ ଓ ମରୁଭୂମି ହୀତ୍ତୀୟ ଇମୋରୀୟ, କିଣାନୀୟ, ପିରିଷୀୟ, ଓ ହିବ୍ବୀୟମାନେ ସେଠାରେ ବାସ କଲେ। ସେହିସବୁ ରାଜାମାନଙ୍କର ତାଲିକା ନିମ୍ନରେ ଦିଆଗଲା:


Swiv nou:

Piblisite


Piblisite