Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 10:1 - ପବିତ୍ର ବାଇବଲ

1 ଅବୀମେଲକର ମୃତ୍ୟୁପରେ ସଦାପ୍ରଭୁ ଆଉ ଜଣେ ବିଗ୍ଭରକଙ୍କୁ ଇସ୍ରାଏଲବାସୀଙ୍କୁ ରକ୍ଷା କରିବା ପାଇଁ ପଠାଇଲେ। ସେହି ବିଗ୍ଭରକଙ୍କ ନାମ ଥିଲା ତୋଲୟ। ସେ ଥିଲା ପୂୟାର ପୁତ୍ର। ଦୋଦୟର ପୁତ୍ର ପୂୟାର ଥିଲା। ତୋଲୟ ଥିଲା ଇଷାଖର ପରିବାରବର୍ଗ। ଯାହାକି ଇଫ୍ରୟିମ ପର୍ବତମୟ ଦେଶ ଶାମୀର ସହରରେ ତୋଲୟ ବାସ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅବୀମେଲକ୍ର ମରଣ ଉତ୍ତାରେ ଇଷାଖର-ବଂଶୀୟ ଦୋଦୟର ପୌତ୍ର, ପୂୟାର ପୁତ୍ର ତୋଲୟ ଇସ୍ରାଏଲର ଉଦ୍ଧାର ନିମନ୍ତେ ଉତ୍ପନ୍ନ ହେଲେ; ସେ ଇଫ୍ରୟିମ ପର୍ବତମୟ ଦେଶସ୍ଥ ଶାମୀରରେ ବାସ କଲେ।

Gade chapit la Kopi

ଓଡିଆ ବାଇବେଲ

1 ଅବୀମେଲକ୍‍ର ମରଣ ଉତ୍ତାରେ ଇଷାଖର ବଂଶୀୟ ଦୋଦୟର ପୌତ୍ର, ପୂୟାର ପୁତ୍ର ତୋଲୟ ଇସ୍ରାଏଲର ଉଦ୍ଧାର ନିମନ୍ତେ ଉତ୍ପନ୍ନ ହେଲେ; ସେ ଇଫ୍ରୟିମ ପର୍ବତମୟ ଦେଶସ୍ଥ ଶାମୀରରେ ବାସ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଅବୀମେଲକ୍‍ର ମରଣ ଉତ୍ତାରେ ଇଷାଖର ବଂଶୀୟ ଦୋଦୟର ପୌତ୍ର, ପୂୟାର ପୁତ୍ର ତୋଲୟ ଇସ୍ରାଏଲର ଉଦ୍ଧାର ନିମନ୍ତେ ଉତ୍ପନ୍ନ ହେଲେ; ସେ ଇଫ୍ରୟିମ-ପର୍ବତମୟ ଦେଶସ୍ଥ ଶାମୀରରେ ବାସ କଲେ।

Gade chapit la Kopi




ବିଚାରକର୍ତ୍ତା 10:1
8 Referans Kwoze  

ଏହା ପରେ ସଦାପ୍ରଭୁ ବିଗ୍ଭରକର୍ତ୍ତାଗଣଙ୍କୁ ସେମାନଙ୍କ ଉପରେ ନିଯୁକ୍ତି କଲେ। ଏବଂ ସେହି ବିଗ୍ଭରକର୍ତ୍ତାଗଣ, ସେମାନଙ୍କର ଧନସମ୍ପତ୍ତି ଯେଉଁମାନେ ନେଇଥିଲେ, ସେହି ଶତ୍ରୁମାନଙ୍କ ହାତରୁ ସେମାନଙ୍କୁ ଉଦ୍ଧାର କଲେ।


ଏହା ପରେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ। ସେମାନଙ୍କୁ ସାହାଯ୍ୟ ଓ ରକ୍ଷା କରିବା ପାଇଁ ସଦାପ୍ରଭୁ ଏକ ଲୋକ ପଠାଇଲେ। ସେହି ଲୋକର ନାମ ଥିଲା ଅତ୍ନୀୟେଲ। ସେ ଥିଲେ ‌‌‌କାଲେ‌ବଙ୍କର ସାନ ଭାଇ କ‌ନ୍‌ସରର ପୁତ୍ର।


ଯିହୁଦାର ଲୋକମାନଙ୍କୁ ପର୍ବତମୟ ଦେଶରେ ଶାମୀର, ଯତ୍ତୀର ଓ ସୋଖୋ,


ଇଷାଖରର ପୁତ୍ର: ତୋଲୟ, ପୂୟ, ଯୋବ ଓ ଶିମ୍ରୋନ୍।


ସଦାପ୍ରଭୁ ପରମେଶ୍ୱର ଶିଖିମ ନିବାସୀମାନଙ୍କର ସମସ୍ତ ପାପପୂର୍ଣ୍ଣ କାର୍ଯ୍ୟ ଯୋଗୁଁ ଯଥାର୍ଥ ଦଣ୍ତ ଦେଲେ ଏବଂ ଯିରୁବ୍ବା‌ଲ୍‌ର ପୁତ୍ର ଯୋଥମ୍ ଦେଇଥିବା ଅଭିଶାପ ସେମାନଙ୍କ ଉପରେ ପଡ଼ିଲା।


ତୋଲୟ ଇସ୍ରାଏଲ ପାଇଁ ତେଇଶ୍ ବର୍ଷ ପାଇଁ ବିଗ୍ଭରକ ରହିଲା। ଏହା ପରେ ତୋଲୟ ମୃତ୍ୟୁବରଣ କଲେ ଓ ଶାମୀରରେ ତାଙ୍କୁ କବର ଦିଆଗଲା।


ଏହୂଦ ଯେତେବେଳେ ସିୟୀରାରେ ପହଞ୍ଚିଲେ, ସେ ଇଫ୍ରୟିମ ପର୍ବତମୟ ଦେଶରେ ତୂରୀ ବଜାଇଲେ। ଇସ୍ରାଏଲ ସନ୍ତାନଗଣ ତୂରୀର ଶବ୍ଦ ଶୁଣି ପର୍ବତରୁ ଓହ୍ଲାଇ ଆସିଲେ। ଏହୂଦ ସେମାନଙ୍କର ନେତୃତ୍ୱ ନେଲେ।


ଯିପ୍ତହଙ୍କ ପରେ ଇସ୍ରାଏଲରେ ଅନ୍ୟ ଜଣେ ଲୋକ ବିଗ୍ଭରକ ହେଲେ ତାଙ୍କ ନାମ ଇ‌ବ୍‌ସନ୍। ସେ ଥିଲେ ବୈ‌ଥ୍‌ଲେହମ ସହରର ଲୋକ।


Swiv nou:

Piblisite


Piblisite