ବିଚାରକର୍ତ୍ତା 10:5 - ପବିତ୍ର ବାଇବଲ5 ଯାୟୀରଙ୍କର ମୃତ୍ୟୁପରେ ତାଙ୍କୁ କାମୋନରେ କବର ଦିଆଗଲା। Gade chapit laପବିତ୍ର ବାଇବଲ (Re-edited) - (BSI)5 ଏ ଉତ୍ତାରେ ଯାୟୀର ମଲେ ଓ କାମୋନରେ କବର ପାଇଲେ। Gade chapit laଓଡିଆ ବାଇବେଲ5 ଏ ଉତ୍ତାରେ ଯାୟୀର ମଲେ ଓ କାମୋନରେ କବର ପାଇଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଉତ୍ତାରେ ଯାୟୀର ମଲେ ଓ କାମୋନରେ କବର ପାଇଲେ। Gade chapit la |
ପୁନର୍ବାର ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ ସେହିପରି କାର୍ଯ୍ୟମାନ କଲେ। ସେମାନେ ବାଲ୍ଦେବତାଗଣ, ଅଷ୍ଟାରୋତ୍ ଦେବୀଗଣ, ଅରାମୀୟମାନଙ୍କର ଦେବଗଣ, ସୀଦୋନୀୟମାନଙ୍କର ଦେବଗଣ, ମୋୟାବୀୟମାନଙ୍କର ଦେବଗଣ, ଅମ୍ମୋନୀୟମାନଙ୍କର ଦେବଗଣ ଓ ପଲେଷ୍ଟୀୟମାନଙ୍କର ଦେବଗଣଙ୍କର ପୂଜା କଲେ। ସେମାନେ ମଧ୍ୟ ସଦାପ୍ରଭୁଙ୍କୁ ପାସୋରି ପକାଇଲେ ଓ ତାଙ୍କର ସେବା କଲେ ନାହିଁ।