Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 11:1 - ପବିତ୍ର ବାଇବଲ

1 ଯିପ୍ତହ ନାମକ ଜଣେ ଲୋକ ଗିଲିୟଦର ପରିବାରବର୍ଗର ଜଣେ ସାହସୀ ଯୋଦ୍ଧା ଥିଲେ। କିନ୍ତୁ ସେ ଜଣେ ବେଶ୍ୟାର ପୁତ୍ର ଥିଲେ। ଗିଲିୟଦ ତାଙ୍କର ପିତା ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଗିଲୀୟଦୀୟ ଯିପ୍ତହ ନାମରେ ଏକ ମହା-ବିକ୍ରମଶାଳୀ ପୁରୁଷ ଥିଲେ, ସେ ଏକ ବେଶ୍ୟାର ପୁତ୍ର; ଗିଲୀୟଦ ଯିପ୍ତହଙ୍କୁ ଜାତ କରିଥିଲା।

Gade chapit la Kopi

ଓଡିଆ ବାଇବେଲ

1 ଗିଲୀୟଦୀୟ ଯିପ୍ତହ ନାମରେ ଏକ ମହା ବିକ୍ରମଶାଳୀ ପୁରୁଷ ଥିଲେ, ସେ ଏକ ବେଶ୍ୟାର ପୁତ୍ର; ଗିଲୀୟଦ ଯିପ୍ତହଙ୍କୁ ଜାତ କରିଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଗିଲୀୟଦୀୟ ଯିପ୍ତହ ନାମରେ ଏକ ମହାବିକ୍ରମଶାଳୀ ପୁରୁଷ ଥିଲେ, ସେ ଏକ ବେଶ୍ୟାର ପୁତ୍ର; ଗିଲୀୟଦ ଯିପ୍ତହଙ୍କୁ ଜାତ କରିଥିଲା।

Gade chapit la Kopi




ବିଚାରକର୍ତ୍ତା 11:1
6 Referans Kwoze  

ମୁଁ ଅଧିକ ଆଉ କ’ଣ କହିବି, ଓ କି ଉଦାହରଣମାନ ପ୍ରସ୍ତୁତ କରିବି? ଗିଦିୟୋନ, ବାରାକ, ଶା‌ମ୍‌ଶୋନ୍, ଯିପ୍ତହ ଦାଉଦ, ଶାମୁୟେଲ, ଓ ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନଙ୍କ ବିଷୟରେ କହିବା ପାଇଁ ମୋ’ ପାଖରେ ଅଧିକ ସମୟ ନାହିଁ,


ଅରାମୀୟ ରାଜାଙ୍କର ନାମାନ୍ ନାମରେ ଜଣେ ସେନାପତି ଥିଲେ। ସେ ତା'ର ମୁନିବ ପ୍ରତି ମହତ୍ତ୍ୱପୂର୍ଣ୍ଣ ଥିଲେ। କାରଣ ସଦାପ୍ରଭୁ ତାଙ୍କରି ସାହାଯ୍ୟରେ ଅରାମୀୟମାନଙ୍କୁ ବିଜୟ ପ୍ରଦାନ କରିଥିଲେ। ଯଦିଓ ନାମାନ୍ ଅତି ମହାନ ଓ ପରାକ୍ରମଶାଳୀ ଥିଲେ, ସେ ଗୋଟିଏ ବଡ଼ ଚର୍ମ ରୋଗରେ ଆକ୍ରାନ୍ତ ଥିଲେ।


ସଦାପ୍ରଭୁଙ୍କର ଦୂତ ତାଙ୍କ ଆଗରେ ଦର୍ଶନ ଦେଲେ ଓ କହିଲେ, “ହେ ମହାବିକ୍ରମଶାଳୀ ଲୋକ ସଦାପ୍ରଭୁ ତୁମ୍ଭ ସଙ୍ଗେ ଅଛନ୍ତି।”


ତା'ପରେ ଗିଲିୟଦୀୟର ଲୋକମାନଙ୍କର ଅଧିପତିମାନେ କହିଲେ, “ଅମ୍ମୋନ ସନ୍ତାନଗଣଙ୍କ ଉପରେ ଯିଏ ଆକ୍ରମଣ କରିବାକୁ ନେତୃତ୍ୱ ନେବ। ସେ ଗିଲିୟଦରେ ବାସ କରୁଥିବା ଲୋକମାନଙ୍କ ଉପରେ ରାଜତ୍ୱ କରିବ।”


ଗିଲିୟଦର ସ୍ତ୍ରୀ ତାହାର କେତେକ ପୁତ୍ର ଜନ୍ମ କଲା ଏବଂ ଯେତେବେଳେ ପୁତ୍ରମାନେ ବଡ଼ ହେଲେ ସେମାନେ ଯିପ୍ତହକୁ ଏହା କହି ତଡ଼ି ଦେଲେ, “ଆମ୍ଭର ପିତୃ ସମ୍ପତ୍ତିରେ ତୁମ୍ଭର କୌଣସି ଅଧିକାର ନାହିଁ, କାରଣ ତୁମ୍ଭେ ଅନ୍ୟ ସ୍ତ୍ରୀର ପୁତ୍ର।”


“ସଦାପ୍ରଭୁ ତୁମ୍ଭମାନଙ୍କୁ ଯିରୁବ୍ବା‌‌‌ଲ୍‌‌‌କୁ, ବଦା‌‌ନ୍‌‌‌‌‌କୁ, ଯିପ୍ତହକୁ ଓ ଶାମୁୟେଲଙ୍କୁ ପଠାଇ ଚତୁର୍ଦ୍ଦିଗରେ ଥିବା ତୁମ୍ଭ ଶତ୍ରୁମାନଙ୍କ କବଳରୁ ତୁମ୍ଭମାନଙ୍କୁ ରକ୍ଷା କଲେ। ତହିଁରେ ତୁମ୍ଭେମାନେ ନିର୍ଭୟରେ ବାସ କଲ।


Swiv nou:

Piblisite


Piblisite