Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 11:3 - ପବିତ୍ର ବାଇବଲ

3 ସେଥିରେ ଯିପ୍ତହ ନିଜର ଭାଇମାନଙ୍କ ସମ୍ମୁଖରୁ ପଳାଇ ଟୋବ୍ ଦେଶରେ ବାସ କଲା। ସେଥିରେ କେତେ ଗୁଡ଼ିଏ ଅଗାଡ଼ି ଲୋକ ଯିପ୍ତହ ସଙ୍ଗେ ମିଳି ତାହାଙ୍କ ସହଚର ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତହିଁରେ ଯିପ୍ତହ ଆପଣା ଭାଇମାନଙ୍କ ସମ୍ମୁଖରୁ ପଳାଇ ଟୋବ୍ ଦେଶରେ ବାସ କଲେ; ତହିଁରେ କେତେଗୁଡ଼ିଏ ଅଗାଡ଼ି ଲୋକ ଯିପ୍ତହ ସଙ୍ଗେ ମିଳି ତାଙ୍କର ସହଚର ହେଲେ।

Gade chapit la Kopi

ଓଡିଆ ବାଇବେଲ

3 ତହିଁରେ ଯିପ୍ତହ ଆପଣା ଭାଇମାନଙ୍କ ସମ୍ମୁଖରୁ ପଳାଇ ଟୋବ ଦେଶରେ ବାସ କଲେ; ତହିଁରେ କେତେଗୁଡ଼ିଏ ଅଦରକାରୀ ଲୋକ ଯିପ୍ତହ ସଙ୍ଗେ ମିଳି ତାଙ୍କର ସହଚର ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତହିଁରେ ଯିପ୍ତହ ଆପଣା ଭାଇମାନଙ୍କ ସମ୍ମୁଖରୁ ପଳାଇ ଟୋବ ଦେଶରେ ବାସ କଲେ; ତହିଁରେ କେତେଗୁଡ଼ିଏ ଅଦରକାରୀ ଲୋକ ଯିପ୍ତହ ସଙ୍ଗେ ମିଳି ତାଙ୍କର ସହଚର ହେଲେ।

Gade chapit la Kopi




ବିଚାରକର୍ତ୍ତା 11:3
9 Referans Kwoze  

ତେଣୁ ପ୍ରାଚୀନମାନେ ତାକୁ ବା‌‌ଲ୍‌‌ବରୀତର ମନ୍ଦିରରୁ ସତୁରି ଖଣ୍ତ ରୂପା ଦେଲେ। ସେହି ରୂପାଖଣ୍ଡରେ ଅବୀମେଲକ୍ କେତେକ ଅଦରକାରୀ ଓ ଲୋକମାନଙ୍କୁ ରଖିଲା। ଯେଉଁଆଡ଼େ ସେ ଗଲା ସେମାନେ ତାକୁ ଅନୁସରଣ କଲେ।


ସେହି ଦିନ ଅମ୍ମୋନୀୟମାନେ ବାହାରି ଆସିଲେ ଏବଂ ନଗରର ଫାଟକ ନିକଟରେ ଯୁଦ୍ଧ ପାଇଁ ପ୍ରସ୍ତୁତ ହୋଇ ରହିଲେ। ସୋବା ଓ ରହୋବର ଅରାମୀୟ ଲୋକମାନେ, ଟୋବର ସୈନ୍ୟମାନେ ଏବଂ ମାଖା ନଗର ବାହାର କ୍ଷେତ୍ରରେ ଏକତ୍ରିତ ହେଲେ।


ଅମ୍ମୋନୀୟମାନେ ହୃଦୟଙ୍ଗମ କଲେ ଯେ, ରାଜା ଦାଉଦ ସେମାନଙ୍କୁ ବର୍ତ୍ତମାନ ତାଙ୍କର ଶତ୍ରୁ ବୋଲି ବିବେଚନା କଲେ। ତେଣୁ ସେମାନେ 20,000 ଅରାମୀୟ ସୈନ୍ୟମାନଙ୍କୁ ବୈଥ-ରହୋବ ଓ ସୋବାରୁ 1,000 ଜଣ ମାଖାର ରାଜାଙ୍କଠାରୁ ଏବଂ ଟୋବରୁ 12,000 ସୈନ୍ୟ ଭଡ଼ାରେ ଆଣିଲେ।


ଦାଉଦଙ୍କ ସହିତ ବହୁତ ଲୋକ ଥିଲେ ଯେଉଁମାନେ ବିପଦରେ ଥିଲେ, ଯେଉଁମାନେ ଋଣଗ୍ରସ୍ତ ଥିଲେ, ଆଉ ଯେଉଁମାନେ ଜୀବନରେ ଶାନ୍ତି ପାଇ ନାହାନ୍ତି, ଏହିପରି ଲୋକମାନେ ଦାଉଦଙ୍କ ସାଥୀ ହେଲେ। ଏହିପରି ଭାବରେ ଦାଉଦ 400 ଲୋକଙ୍କର ନେତା ହେଲେ।


କିନ୍ତୁ ଅବିଶ୍ୱାସୀ ଯିହୂଦୀୟମାନେ ଈର୍ଷାପରାୟଣ ହୋଇ ବଜାରରୁ ଦୁଷ୍ଟ ଲୋକଙ୍କ ମଧ୍ୟରୁ ଗୋଟିଏ ଦଳ ଏକାଠି କଲେ ଓ ନଗରରେ ଗଣ୍ଡଗୋଳ ସୃଷ୍ଟିକଲେ। ସେମାନେ ନଗରରେ ଉପଦ୍ରବ କରି ଯାସୋନଙ୍କ ଘର ଉପରେ ଆକ୍ରମଣ କଲେ। ସେମାନେ ପାଉଲ ଓ ଶୀଲାଙ୍କୁ ଲୋକମାନଙ୍କ ଆଗକୁ ଧରି ଆଣିବା ପାଇଁ ଚେଷ୍ଟା କଲେ।


ତେଣୁ ଦାଉଦ ଓ ତାଙ୍କର 600 ଲୋକ ଇସ୍ରାଏଲ ପରିତ୍ୟାଗ କଲେ। ମାୟୋକର ପୁତ୍ର ଆଖୀଶ୍ ନାମକ ଗା‌ଥ୍‌ର ରାଜା ନିକଟକୁ ଗଲେ।


ଗିଲିୟଦର ସ୍ତ୍ରୀ ତାହାର କେତେକ ପୁତ୍ର ଜନ୍ମ କଲା ଏବଂ ଯେତେବେଳେ ପୁତ୍ରମାନେ ବଡ଼ ହେଲେ ସେମାନେ ଯିପ୍ତହକୁ ଏହା କହି ତଡ଼ି ଦେଲେ, “ଆମ୍ଭର ପିତୃ ସମ୍ପତ୍ତିରେ ତୁମ୍ଭର କୌଣସି ଅଧିକାର ନାହିଁ, କାରଣ ତୁମ୍ଭେ ଅନ୍ୟ ସ୍ତ୍ରୀର ପୁତ୍ର।”


Swiv nou:

Piblisite


Piblisite