Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 12:2 - ପବିତ୍ର ବାଇବଲ

2 ଯିପ୍ତହ ସେମାନଙ୍କୁ ଉତ୍ତର ଦେଲେ, “ଅମ୍ମୋନୀୟମାନଙ୍କ ସହିତ ମୋର ଓ ମୋର ଲୋକମାନଙ୍କର ବଡ଼ ବିବାଦ ଥିଲା। ତେଣୁ ମୁଁ ମୋର ଲୋକମାନଙ୍କ ସହିତ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲି। ମୁଁ ତୁମ୍ଭକୁ ଡାକିଥିଲି କିନ୍ତୁ ତୁମ୍ଭେମାନେ ଆସିଲ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତହିଁରେ ଯିପ୍ତହ ସେମାନଙ୍କୁ କହିଲେ, ଅମ୍ମୋନ୍-ସନ୍ତାନଗଣ ସହିତ ମୋହର ଓ ମୋʼ ଲୋକମାନଙ୍କର ବଡ଼ ବିବାଦ ହୋଇଥିଲା; ପୁଣି ମୁଁ ତୁମ୍ଭମାନଙ୍କୁ ଡାକନ୍ତେ, ତୁମ୍ଭେ ସେମାନଙ୍କ ହସ୍ତରୁ ଆମ୍ଭକୁ ଉଦ୍ଧାର କଲ ନାହିଁ।

Gade chapit la Kopi

ଓଡିଆ ବାଇବେଲ

2 ତହିଁରେ ଯିପ୍ତହ ସେମାନଙ୍କୁ କହିଲେ, ଅମ୍ମୋନ ସନ୍ତାନଗଣ ସହିତ ମୋହର ଓ ମୋ’ ଲୋକମାନଙ୍କର ବଡ଼ ବିବାଦ ହୋଇଥିଲା; ପୁଣି ମୁଁ ତୁମ୍ଭମାନଙ୍କୁ ଡାକନ୍ତେ, ତୁମ୍ଭେ ସେମାନଙ୍କ ହସ୍ତରୁ ଆମ୍ଭକୁ ଉଦ୍ଧାର କଲ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତହିଁରେ ଯିପ୍ତହ ସେମାନଙ୍କୁ କହିଲେ, “ଅମ୍ମୋନ-ସନ୍ତାନଗଣ ସହିତ ମୋହର ଓ ମୋʼ ଲୋକମାନଙ୍କର ବଡ଼ ବିବାଦ ହୋଇଥିଲା; ପୁଣି ମୁଁ ତୁମ୍ଭମାନଙ୍କୁ ଡାକନ୍ତେ, ତୁମ୍ଭେ ସେମାନଙ୍କ ହସ୍ତରୁ ଆମ୍ଭକୁ ଉଦ୍ଧାର କଲ ନାହିଁ।

Gade chapit la Kopi




ବିଚାରକର୍ତ୍ତା 12:2
3 Referans Kwoze  

ଇଫ୍ରୟିମ ପରିବାରବର୍ଗ ସେମାନଙ୍କର ସୈନ୍ୟମାନଙ୍କୁ ଡାକି ଏକତ୍ରିତ କଲେ। ଏହା ପରେ ସେମାନେ ସିଫନ୍ ସହରକୁ ନଦୀ ପାରହୋଇ ଗଲେ। ସେମାନେ ଯିପ୍ତହକୁ କହିଲେ, “ଅମ୍ମୋନ ସନ୍ତାନଗଣଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ, ତୁମ୍ଭେ ଆମ୍ଭକୁ କାହିଁକି ଡାକିଲ ନାହିଁ? ଆମ୍ଭେ ତୁମ୍ଭ ସହିତ ତୁମ୍ଭ ଘରକୁ ପୋଡ଼ିଦେବୁ।”


ତୁମ୍ଭେମାନେ ମୋତେ ସାହାଯ୍ୟ କଲ ନାହିଁ। ଏଥିଯୋଗୁଁ ମୁଁ ମୋର ଜୀବନକୁ ବାଜି ଲଗାଇଲି। ମୁଁ ନଦୀ ପାର ହୋଇ ଅମ୍ମୋନୀୟମାନଙ୍କ ସହିତ ଯୁଦ୍ଧ କରିବା ପାଇଁ ଗଲି। ସଦାପ୍ରଭୁ ତାଙ୍କୁ ପରାସ୍ତ କରିବା ପାଇଁ ମୋତେ ସହାୟ ହେଲେ। ବର୍ତ୍ତମାନ ତୁମ୍ଭେମାନେ ଆଜି କାହିଁକି ମୋ’ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଲ?”


Swiv nou:

Piblisite


Piblisite