ବିଚାରକର୍ତ୍ତା 12:3 - ପବିତ୍ର ବାଇବଲ3 ତୁମ୍ଭେମାନେ ମୋତେ ସାହାଯ୍ୟ କଲ ନାହିଁ। ଏଥିଯୋଗୁଁ ମୁଁ ମୋର ଜୀବନକୁ ବାଜି ଲଗାଇଲି। ମୁଁ ନଦୀ ପାର ହୋଇ ଅମ୍ମୋନୀୟମାନଙ୍କ ସହିତ ଯୁଦ୍ଧ କରିବା ପାଇଁ ଗଲି। ସଦାପ୍ରଭୁ ତାଙ୍କୁ ପରାସ୍ତ କରିବା ପାଇଁ ମୋତେ ସହାୟ ହେଲେ। ବର୍ତ୍ତମାନ ତୁମ୍ଭେମାନେ ଆଜି କାହିଁକି ମୋ’ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଲ?” Gade chapit laପବିତ୍ର ବାଇବଲ (Re-edited) - (BSI)3 ଆଉ ତୁମ୍ଭେମାନେ ମୋତେ ଉଦ୍ଧାର କଲ ନାହିଁ, ଏହା ଦେଖି ମୁଁ ଆପଣା ପ୍ରାଣ ଆପଣା ହସ୍ତରେ ଘେନି ଅମ୍ମୋନ୍-ସନ୍ତାନଗଣ ବିରୁଦ୍ଧରେ ପାର ହୋଇଗଲି, ତହୁଁ ସଦାପ୍ରଭୁ ସେମାନଙ୍କୁ ମୋର ହସ୍ତରେ ସମର୍ପଣ କଲେ; ଏହେତୁ ତୁମ୍ଭେମାନେ ଆଜି କାହିଁକି ମୋʼ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଲ? Gade chapit laଓଡିଆ ବାଇବେଲ3 ଆଉ ତୁମ୍ଭେମାନେ ମୋତେ ଉଦ୍ଧାର କଲ ନାହିଁ, ଏହା ଦେଖି ମୁଁ ଆପଣା ପ୍ରାଣ ଆପଣା ହସ୍ତରେ ଘେନି ଅମ୍ମୋନ ସନ୍ତାନଗଣ ବିରୁଦ୍ଧରେ ପାର ହୋଇଗଲି, ତହୁଁ ସଦାପ୍ରଭୁ ସେମାନଙ୍କୁ ମୋର ହସ୍ତରେ ସମର୍ପଣ କଲେ; ଏହେତୁ ତୁମ୍ଭେମାନେ ଆଜି କାହିଁକି ମୋ’ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଲ ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ ତୁମ୍ଭେମାନେ ମୋତେ ଉଦ୍ଧାର କଲ ନାହିଁ, ଏହା ଦେଖି ମୁଁ ଆପଣା ପ୍ରାଣ ଆପଣା ହସ୍ତରେ ଘେନି ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ପାର ହୋଇଗଲି, ତହୁଁ ସଦାପ୍ରଭୁ ସେମାନଙ୍କୁ ମୋର ହସ୍ତରେ ସମର୍ପଣ କଲେ; ଏହେତୁ ତୁମ୍ଭେମାନେ ଆଜି କାହିଁକି ମୋʼ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଲ?” Gade chapit la |
ପରମେଶ୍ୱର ସ୍ୱୟଂ ଆମ୍ଭମାନଙ୍କ ସହିତ ରହିଛନ୍ତି। ସେ ଆମ୍ଭମାନଙ୍କର ଶାସକ ଅଟନ୍ତି, ଆଉ ତାଙ୍କର ଯାଜକମାନେ ଆମ୍ଭମାନଙ୍କ ସହିତ ଅଛନ୍ତି। ତୁମ୍ଭ ବିରୁଦ୍ଧରେ ଯୁଦ୍ଧର ଆହ୍ୱାନ ରୂପେ ପରମେଶ୍ୱରଙ୍କ ଯାଜକମାନେ ତାଙ୍କର ତୂରୀ ବଜାନ୍ତି। ହେ ଇସ୍ରାଏଲର ଲୋକମାନେ, ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କ ବିରୁଦ୍ଧରେ ଯୁଦ୍ଧ କର ନାହିଁ। ତୁମ୍ଭେମାନେ କେବେ ସଫଳ ହେବ ନାହିଁ।”
ଏହା ପରେ ଯିପ୍ତହ ଗିଲିୟଦର ସମସ୍ତ ଲୋକମାନଙ୍କୁ ଏକତ୍ରିତ କରାଇଲେ। ଏବଂ ଇଫ୍ରୟିମ ପରିବାରବର୍ଗ ବିରୁଦ୍ଧରେ ଯୁଦ୍ଧ କଲେ। ସେମାନେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ, କାରଣ ସେମାନେ ଗିଲିୟଦର ଲୋକମାନଙ୍କୁ ଅପମାନିତ କରିଥିଲେ। ସେମାନେ କହିଲେ, “ହେ ଗିଲିୟଦର ଲୋକମାନେ, ତୁମ୍ଭେମାନେ ଇଫ୍ରୟିମ ଓ ମନଃଶିର ମଧ୍ୟରେ ବାସ କରୁଥିବା ଇଫ୍ରୟିମର ଶରଣାସ୍ଥି।” ଗିଲିୟଦର ଲୋକମାନେ ଇଫ୍ରୟିମର ଲୋକମାନଙ୍କୁ ପରାସ୍ତ କଲେ।