ବିଚାରକର୍ତ୍ତା 13:2 - ପବିତ୍ର ବାଇବଲ2 ଏହା ପରେ ସରିୟନିବାସୀ ଜଣେ ଲୋକ ଯାହାର ନାମ ଥିଲା ମାନୋହ। ତାଙ୍କର ଏକ ସ୍ତ୍ରୀ ଥିଲା କିନ୍ତୁ ସେ ଥିଲା ବନ୍ଧ୍ୟା। କାରଣ ସେ କୌଣସି ପିଲାକୁ ଜନ୍ମ ଦେବାକୁ ଅକ୍ଷମ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)2 ସେହି ସମୟରେ ଦାନୀୟ ଗୋଷ୍ଠୀ ମଧ୍ୟରେ ସରୀୟ ନିବାସୀ ଏକ ମନୁଷ୍ୟ ଥିଲା, ତାହାର ନାମ ମାନୋହ; ତାହାର ଭାର୍ଯ୍ୟା ବନ୍ଧ୍ୟା ଓ ପ୍ରସବ କରି ନ ଥିଲା। Gade chapit laଓଡିଆ ବାଇବେଲ2 ସେହି ସମୟରେ ଦାନୀୟ ଗୋଷ୍ଠୀ ମଧ୍ୟରେ ସରାୟ ନିବାସୀ ଏକ ମନୁଷ୍ୟ ଥିଲା, ତାହାର ନାମ ମାନୋହ; ତାହାର ଭାର୍ଯ୍ୟା ବନ୍ଧ୍ୟା ଓ ପ୍ରସବ କରି ନ ଥିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେହି ସମୟରେ ଦାନୀୟ ଗୋଷ୍ଠୀ ମଧ୍ୟରେ ସରାୟ ନିବାସୀ ଏକ ମନୁଷ୍ୟ ଥିଲା, ତାହାର ନାମ ମାନୋହ; ତାହାର ଭାର୍ଯ୍ୟା ବନ୍ଧ୍ୟା ଓ ପ୍ରସବ କରି ନ ଥିଲା। Gade chapit la |
ସଦାପ୍ରଭୁଙ୍କର ଦୂତ ଗିଲ୍ଗଲ୍ର ନଗରରୁ ବୋଖୀମକୁ ଆସିଲେ। ଏହି ସଦାପ୍ରଭୁଙ୍କର ଦୂତ ଇସ୍ରାଏଲବାସୀଙ୍କୁ ନିମ୍ନଲିଖିତ ବାର୍ତ୍ତା ଦେଲେ, “ମୁଁ ତୁମ୍ଭମାନଙ୍କୁ ମିଶରରୁ ଆଣିଲି। ମୁଁ ଯେଉଁ ଭୂମି ତୁମ୍ଭଙ୍କୁ ଦେଲି, ତାହା ମୁଁ ତୁମ୍ଭର ପୂର୍ବପୁରୁଷଙ୍କ ନିକଟରେ ଶପଥ କରିଥିଲି। ମୁଁ କହିଲି ଯେ, ମୁଁ ତୁମ୍ଭମାନଙ୍କ ସହିତ ଚୁକ୍ତି କଦାପି କୌଣସି ସମୟରେ ଲଙ୍ଘନ କରିବି ନାହିଁ।