ବିଚାରକର୍ତ୍ତା 13:3 - ପବିତ୍ର ବାଇବଲ3 ସଦାପ୍ରଭୁ ମାନୋହର ସ୍ତ୍ରୀକୁ ପ୍ରସନ୍ନ ହେଲେ, ଏବଂ ତାଙ୍କୁ କହିଲେ, “ତୁମ୍ଭେ ଆଜି ଯାଏ ପିଲା ଜନ୍ମ କରି ନାହଁ। ତୁମ୍ଭେ ଗର୍ଭବତୀ ହେବ ଏବଂ ଏକ ପୁତ୍ର ସନ୍ତାନ ଜନ୍ମ ଦେବ। Gade chapit laପବିତ୍ର ବାଇବଲ (Re-edited) - (BSI)3 ପୁଣି ସଦାପ୍ରଭୁଙ୍କ ଦୂତ ସେହି ସ୍ତ୍ରୀକୁ ଦର୍ଶନ ଦେଇ ତାହାକୁ କହିଲେ, ଦେଖ, ତୁମ୍ଭେ ବନ୍ଧ୍ୟା ଓ ପ୍ରସବ କରି ନାହଁ; ମାତ୍ର ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ। Gade chapit laଓଡିଆ ବାଇବେଲ3 ପୁଣି ସଦାପ୍ରଭୁଙ୍କ ଦୂତ ସେହି ସ୍ତ୍ରୀକୁ ଦର୍ଶନ ଦେଇ ତାହାକୁ କହିଲେ, ଦେଖ, ତୁମ୍ଭେ ବନ୍ଧ୍ୟା ଓ ପ୍ରସବ କରି ନାହଁ; ମାତ୍ର ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି ସଦାପ୍ରଭୁଙ୍କ ଦୂତ ସେହି ସ୍ତ୍ରୀକୁ ଦର୍ଶନ ଦେଇ ତାହାକୁ କହିଲେ, “ଦେଖ, ତୁମ୍ଭେ ବନ୍ଧ୍ୟା ଓ ପ୍ରସବ କରି ନାହଁ; ମାତ୍ର ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ। Gade chapit la |
ସଦାପ୍ରଭୁଙ୍କର ଦୂତ ଗିଲ୍ଗଲ୍ର ନଗରରୁ ବୋଖୀମକୁ ଆସିଲେ। ଏହି ସଦାପ୍ରଭୁଙ୍କର ଦୂତ ଇସ୍ରାଏଲବାସୀଙ୍କୁ ନିମ୍ନଲିଖିତ ବାର୍ତ୍ତା ଦେଲେ, “ମୁଁ ତୁମ୍ଭମାନଙ୍କୁ ମିଶରରୁ ଆଣିଲି। ମୁଁ ଯେଉଁ ଭୂମି ତୁମ୍ଭଙ୍କୁ ଦେଲି, ତାହା ମୁଁ ତୁମ୍ଭର ପୂର୍ବପୁରୁଷଙ୍କ ନିକଟରେ ଶପଥ କରିଥିଲି। ମୁଁ କହିଲି ଯେ, ମୁଁ ତୁମ୍ଭମାନଙ୍କ ସହିତ ଚୁକ୍ତି କଦାପି କୌଣସି ସମୟରେ ଲଙ୍ଘନ କରିବି ନାହିଁ।