Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 13:4 - ପବିତ୍ର ବାଇବଲ

4 ତୁମ୍ଭେ କଦାପି ଦ୍ରାକ୍ଷାରସ କି ଅନ୍ୟାନ୍ୟ ମାଦକ ଦ୍ରବ୍ୟ ସ୍ପର୍ଶ କରିବ ନାହିଁ। କୌଣସି ଅଶୁଚି ସାମଗ୍ରୀ ଖାଇବ ନାହିଁ। ସାବଧାନ ହୁଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଏହେତୁ ଏବେ ଏହା କର ଓ ତୁମ୍ଭେ ସାବଧାନ ହୁଅ, ଦ୍ରାକ୍ଷାରସ କି ମଦ୍ୟ ପାନ କର ନାହିଁ ଓ କୌଣସି ଅଶୁଚି ଦ୍ରବ୍ୟ ଭୋଜନ କର ନାହିଁ ;

Gade chapit la Kopi

ଓଡିଆ ବାଇବେଲ

4 ଏହେତୁ ଏବେ ଏହା କର ଓ ତୁମ୍ଭେ ସାବଧାନ ହୁଅ, ଦ୍ରାକ୍ଷାରସ କି ମଦ୍ୟ ପାନ କର ନାହିଁ ଓ କୌଣସି ଅଶୁଚି ଦ୍ରବ୍ୟ ଭୋଜନ କର ନାହିଁ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏହେତୁ ଏବେ ଏହା କର ଓ ତୁମ୍ଭେ ସାବଧାନ ହୁଅ, ଦ୍ରାକ୍ଷାରସ କି ମଦ୍ୟ ପାନ କର ନାହିଁ ଓ କୌଣସି ଅଶୁଚି ଦ୍ରବ୍ୟ ଭୋଜନ କର ନାହିଁ;

Gade chapit la Kopi




ବିଚାରକର୍ତ୍ତା 13:4
8 Referans Kwoze  

ପ୍ରଭୁଙ୍କ ପାଇଁ ଯୋହନ ମହାନ୍ ହେବେ। ସେ କେବେ ହେଁ ଦ୍ରାକ୍ଷାରସ କିମ୍ବା ମଦ୍ୟପାନ କରିବେ ନାହିଁ। ଏପରିକି ଜନ୍ମ ସମୟରୁ ସେ ପବିତ୍ରଆତ୍ମାରେ ପରିପୂର୍ଣ୍ଣ ହେବେ।


ସେ ଦ୍ରାକ୍ଷାରସ କିମ୍ବା କୌଣସି ମାଦକ ଦ୍ରବ୍ୟ ପାନ କରିବା ଉଚିତ୍ ନୁହଁ। ସେ କୌଣସି ଅଶୁଚି ଖାଦ୍ୟ ଭୋଜନ କରିବା ଉଚିତ୍ ନୁହଁ। ମୁଁ ତାଙ୍କୁ ଯେଉଁ ଆଜ୍ଞା ଦେଇଅଛି ସେଗୁଡ଼ିକୁ ସେ ପାଳନ କରନ୍ତୁ।”


କିନ୍ତୁ ସେ ମୋତେ କହିଲେ, ‘ତୁମ୍ଭେ ଗର୍ଭବତୀ ହେବ ଏବଂ ଏକ ପୁତ୍ର ସନ୍ତାନ ଜନ୍ମ ଦେବ। ତେଣୁ ତୁମ୍ଭେ ଦ୍ରାକ୍ଷାରସ କିମ୍ବା ମାଦକ ଦ୍ରବ୍ୟ ସେବନ କରିବା ଉଚିତ୍ ନୁହଁ କିମ୍ବା ଅଶୁଚି ଖାଦ୍ୟ ଖାଇବା ଉଚିତ୍ ନୁହଁ। କାରଣ ଶିଶୁଟିକୁ ପରମେଶ୍ୱରଙ୍କୁ ସମର୍ପଣ କରାଯିବ। ସେ ଜନ୍ମରୁ ମରଣ ପର୍ଯ୍ୟନ୍ତ ପରମେଶ୍ୱରଙ୍କର ନାସରୀୟ ହେବ।’”


ପିତର କହିଲେ, “ନା ପ୍ରଭୁ। ମୁଁ କେବେ କୌଣସି ଅପବିତ୍ର ବା ଅପରିଷ୍କାର ଖାଦ୍ୟ ଖାଇ ନାହିଁ।”


ଅଶୁଚି ଓ ଶୁଚି ପ୍ରାଣୀମାନଙ୍କ ବିଷୟରେ ଲୋକମାନଙ୍କ ପାଇଁ ଏହିସବୁ ଶିକ୍ଷା ବ୍ୟବସ୍ଥା ଅଟେ। ତେଣୁ ସେମାନେ କେଉଁ ପ୍ରାଣୀ ଭକ୍ଷ୍ୟ ଓ କେଉଁ ପ୍ରାଣୀ ଅଭକ୍ଷ୍ୟ ଜାଣି ପାରିବେ।


ସଦାପ୍ରଭୁଙ୍କର ଦୂତ ମାନୋହକୁ କହିଲେ, “ମୁଁ ଯାହା କହିଲି, ତୁମ୍ଭର ସ୍ତ୍ରୀ ସମସ୍ତ ପାଳନ କରିବା ଉଚିତ୍।


Swiv nou:

Piblisite


Piblisite