Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 15:1 - ପବିତ୍ର ବାଇବଲ

1 ଅମଳ ସମୟରେ ଶା‌ମ୍‌ଶୋନ୍ ଗୋଟିଏ ଯୁବା ଛେଳି ଉପହାର ଧରି ନିଜର ସ୍ତ୍ରୀକୁ ଦେଖିବାକୁ ଗଲେ ଏବଂ ସେ କହିଲେ, “ମୁଁ ମୋର ସ୍ତ୍ରୀକୁ ଦେଖିବାକୁ ଯାଇପାରେ କି?” କିନ୍ତୁ ସେଥିରେ ତା'ର ପିତା ଶା‌ମ୍‌ଶୋ‌ନ୍‌କୁ ଯିବାକୁ ଅନୁମତି ଦେଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ମାତ୍ର କିଛିଦିନ ଉତ୍ତାରେ ଗହମ କଟା ସମୟରେ ଶାମ୍ଶୋନ୍ ଗୋଟିଏ ଛେଳିଛୁଆ ନେଇ ଆପଣା ଭାର୍ଯ୍ୟାକୁ ଦେଖିବା ପାଇଁ ଗଲା; ଆଉ ସେ କହିଲା, ମୁଁ ଅନ୍ତଃପୁରରେ ଭାର୍ଯ୍ୟା ନିକଟକୁ ଯିବି। ମାତ୍ର ତାହାର ପିତା ତାହାକୁ ଭିତରକୁ ଯିବାକୁ ଦେଲା ନାହିଁ।

Gade chapit la Kopi

ଓଡିଆ ବାଇବେଲ

1 ମାତ୍ର କିଛି ଦିନ ଉତ୍ତାରେ ଗହମ କଟା ସମୟରେ ଶାମ୍‍ଶୋନ୍‍ ଗୋଟିଏ ଛେଳିଛୁଆ ନେଇ ଆପଣା ଭାର୍ଯ୍ୟାକୁ ଦେଖିବା ପାଇଁ ଗଲା; ଆଉ ସେ କହିଲା, ମୁଁ ଅନ୍ତଃପୁରରେ ଭାର୍ଯ୍ୟା ନିକଟକୁ ଯିବି। ମାତ୍ର ତାହାର ପିତା ତାହାକୁ ଭିତରକୁ ଯିବାକୁ ଦେଲା ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ମାତ୍ର କିଛି ଦିନ ଉତ୍ତାରେ ଗହମ କଟା ସମୟରେ ଶାମ୍‍ଶୋନ୍‍ ଗୋଟିଏ ଛେଳିଛୁଆ ନେଇ ଆପଣା ଭାର୍ଯ୍ୟାକୁ ଦେଖିବା ପାଇଁ ଗଲା; ଆଉ ସେ କହିଲା, “ମୁଁ ଅନ୍ତଃପୁରରେ ଭାର୍ଯ୍ୟା ନିକଟକୁ ଯିବି।” ମାତ୍ର ତାହାର ପିତା ତାହାକୁ ଭିତରକୁ ଯିବାକୁ ଦେଲା ନାହିଁ।

Gade chapit la Kopi




ବିଚାରକର୍ତ୍ତା 15:1
5 Referans Kwoze  

ଯିହୁଦା ଉତ୍ତର ଦେଲା, “ମୁଁ ମୋର ପଲ ମଧ୍ୟରୁ ଏକ ଯୁବା ଛେଳି ପଠାଇ ଦେବି।” ସେ ଉତ୍ତର ଦେଲା, “ମୁଁ ଏଥିରେ ରାଜି। କିନ୍ତୁ ପ୍ରଥମେ ଯୁବା ଛେଳି ଆସିବା ପର୍ଯ୍ୟନ୍ତ ବନ୍ଧକ ଦିଅ।”


ବଡ଼ ପୁଅ ବାପାଙ୍କୁ କହିଲା, ‘ବର୍ଷବର୍ଷ ଧରି ମୁଁ ଗୋଟିଏ କ୍ରୀତଦାସ ଭଳି ତୁମ୍ଭର ସେବା କରି ଆସିଛି। ତୁମ୍ଭର ଆଦେଶକୁ ସବୁବେଳେ ମାନି ଆସିଛି। କିନ୍ତୁ ତୁମ୍ଭେ ମୋ’ ପାଇଁ ଛେଳିଟିଏ ମଧ୍ୟ କେବେ ମାରି ନାହଁ। ତୁମ୍ଭେ ମୋ’ ପାଇଁ ଓ ମୋ’ ବନ୍ଧୁମାନଙ୍କ ପାଇଁ କେବେ ହେଲେ ଭୋଜିଟିଏ ଦେଇ ନାହଁ।


ସାତ ବର୍ଷ ପରେ ଯାକୁବ ଲାବନକୁ କହିଲେ, “ମୋତେ ରାହେଲକୁ ଦିଅ ମୁଁ ତାଙ୍କୁ ବିବାହ କରିବି। ତୁମ୍ଭ ପାଇଁ ମୋର କାମ କରିବା ସମୟ ସରି ଯାଇଛି।”


“ଜଣେ ପୁରୁଷ ଜଣେ ସ୍ତ୍ରୀକୁ ବିବାହ କରି ତା'ସହିତ ଶାରୀରୀକ ସମ୍ପର୍କ ରଖି ଯେବେ ତାକୁ ପରେ ଘୃଣା କରେ।


Swiv nou:

Piblisite


Piblisite