ବିଚାରକର୍ତ୍ତା 18:3 - ପବିତ୍ର ବାଇବଲ3 ସେମାନେ ମୀଖାର ଗୃହ ନିକଟରେ ଥିବା ବେଳେ ସେହି ଲେବୀୟ ଯୁବକର କଥା ଶୁଣିଲେ। ସେମାନେ ଏହା ଚିହ୍ନି ପାରିଲେ, ତେଣୁ ସେମାନେ ଘର ଭିତରକୁ ଯାଇ ତାକୁ ପଗ୍ଭରିଲେ, “ତୁମ୍ଭକୁ ଏଠାକୁ କିଏ ଆଣିଲା? ତୁମ୍ଭେ ଏଠାରେ କ’ଣ କରୁଛ? ତୁମ୍ଭର ଏଠାରେ କ’ଣ ଅଛି?” Gade chapit laପବିତ୍ର ବାଇବଲ (Re-edited) - (BSI)3 ସେମାନେ ମୀଖାର ଗୃହ ନିକଟରେ ଥିବାବେଳେ ସେହି ଲେବୀୟ ଯୁବା ଲୋକର ରବ ଚିହ୍ନିଲେ; ତହୁଁ ସେମାନେ ସେଠାକୁ ଯାଇ ତାହାକୁ ପଚାରିଲେ, ତୁମ୍ଭକୁ ଏଠାକୁ କିଏ ଆଣିଲା? ତୁମ୍ଭେ ଏଠାରେ କଅଣ କରୁଅଛ? ଓ ତୁମ୍ଭର ଏଠାରେ କଅଣ ଅଛି? Gade chapit laଓଡିଆ ବାଇବେଲ3 ସେମାନେ ମୀଖାର ଗୃହ ନିକଟରେ ଥିବାବେଳେ ସେହି ଲେବୀୟ ଯୁବା ଲୋକର ରବ ଚିହ୍ନିଲେ; ତହୁଁ ସେମାନେ ସେଠାକୁ ଯାଇ ତାହାକୁ ପଚାରିଲେ, ତୁମ୍ଭକୁ ଏଠାକୁ କିଏ ଆଣିଲା ? ତୁମ୍ଭେ ଏଠାରେ କଅଣ କରୁଅଛ ? ଓ ତୁମ୍ଭର ଏଠାରେ କଅଣ ଅଛି ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେମାନେ ମୀଖାର ଗୃହ ନିକଟରେ ଥିବା ବେଳେ ସେହି ଲେବୀୟ ଯୁବା ଲୋକର ରବ ଚିହ୍ନିଲେ; ତହୁଁ ସେମାନେ ସେଠାକୁ ଯାଇ ତାହାକୁ ପଚାରିଲେ, “ତୁମ୍ଭକୁ ଏଠାକୁ କିଏ ଆଣିଲା? ତୁମ୍ଭେ ଏଠାରେ କଅଣ କରୁଅଛ? ଓ ତୁମ୍ଭର ଏଠାରେ କଅଣ ଅଛି?” Gade chapit la |
ସେମାନେ ତାଙ୍କୁ “‘ଶିବ୍ବୋଲେତ୍’ ଶବ୍ଦ ଉଚ୍ଚାରଣ କରିବା ପାଇଁ କହନ୍ତି।” ଇଫ୍ରୟିମର ଲୋକମାନେ ସେହି ଶବ୍ଦକୁ ଠିକ୍ ଭାବେ ଉଚ୍ଚାରଣ କରି ପାରନ୍ତି ନାହିଁ। ସେମାନେ ଏହାର ଭୁଲ୍ ଉଚ୍ଚାରଣ କଲେ, “ଶିବ୍ବୋଲେତ୍”, କାରଣ ସେ ଶବ୍ଦଟିକୁ ଠିକ୍ ଭାବରେ ଉଚ୍ଚାରଣ କରି ପାରିଲା ନାହିଁ। ସେମାନେ ଏହିପରି ତାଙ୍କୁ କରାୟତ୍ତ କଲେ ଓ ଯର୍ଦ୍ଦନ ନଦୀ କୂଳରେ ତାକୁ ହତ୍ୟା କଲେ। ଏହିପରି ଭାବରେ ସେମାନେ ମୋଟ 42,000 ଇଫ୍ରୟିମର ଲୋକଙ୍କୁ ହତ୍ୟା କରିଥିଲେ।