Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 19:4 - ପବିତ୍ର ବାଇବଲ

4 ସେହି ସ୍ତ୍ରୀଲୋକଟିର ପିତା ଲେବୀୟ ଲୋକଜଣଙ୍କୁ ତାଙ୍କ ଘରକୁ ପାଛୋଟି ନେଲେ। ଏବଂ ସେ ଦିନ ସେଠାରେ ରହିବା ପାଇଁ ତାଙ୍କୁ ନିମନ୍ତ୍ରଣ କଲେ। ତେଣୁ ସେହି ଲେବୀୟ ଲୋକଜଣକ ସେଠାରେ ତିନି ଦିନ ଧରି ରହିଲେ। ସେ ତାଙ୍କ ଶ୍ୱଶୁର ଘରେ ଖାଇପିଇ ଶୋଇ ରହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଏହେତୁରୁ ତାହାର ଶ୍ଵଶୁର ସେହି ଯୁବତୀର ପିତା ତାହାକୁ ଅଟକାଇଲା, ତହୁଁ ସେ ତାହା ସଙ୍ଗେ ତିନି ଦିନ ରହିଲା, ପୁଣି ସେମାନେ ଭୋଜନପାନ କରି ସେଠାରେ ରାତ୍ରି କ୍ଷେପଣ କଲେ।

Gade chapit la Kopi

ଓଡିଆ ବାଇବେଲ

4 ଏହେତୁରୁ ଲେବୀୟ ଲୋକର ଶ୍ୱଶୁର ସେହି ଯୁବତୀର ପିତା ତାହାକୁ ଅଟକାଇଲା, ତହୁଁ ସେ ତାହା ସଙ୍ଗେ ତିନି ଦିନ ରହିଲା, ପୁଣି ସେମାନେ ଭୋଜନପାନ କରି ସେଠାରେ ରାତ୍ରି କ୍ଷେପଣ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏହେତୁରୁ ଲେବୀୟ ଲୋକର ଶ୍ୱଶୁର ସେହି ଯୁବତୀର ପିତା ତାହାକୁ ଅଟକାଇଲା, ତହୁଁ ସେ ତାହା ସଙ୍ଗେ ତିନି ଦିନ ରହିଲା, ପୁଣି ସେମାନେ ଭୋଜନପାନ କରି ସେଠାରେ ରାତ୍ରି କ୍ଷେପଣ କଲେ।

Gade chapit la Kopi




ବିଚାରକର୍ତ୍ତା 19:4
4 Referans Kwoze  

ରିବିକାର ମା ଓ ଭାଇ କହିଲେ, “ରିବିକାକୁ ଆମ ସହିତ କିଛି ଦିନ ରହିବାକୁ ଦିଅ। ତାକୁ ଆମ ସହିତ ଆଉ ଦଶ ଦିନ ରହିବାକୁ ଦିଅ। ଏହା ପରେ ସେ ଯାଇପାରିବ।”


ଏହା ପରେ ତା'ର ସ୍ୱାମୀ ତା’ ପାଖକୁ ଦେଖିବାକୁ ଗଲେ ଓ ତାକୁ ନମ୍ରତାରେ କହିଲେ କାଳେ ସେ ତାଙ୍କ ସହିତ ଫେରି ଆସିବ। ସେ ତାଙ୍କର ଗୋଟିଏ ଯୋଡ଼ା ଗଧ ଓ ତାଙ୍କର ଦାସ ସହିତ ସେଠି ପହଞ୍ଚିଲେ। ସେହି ଲେବୀୟ ଲୋକଟିକୁ ଦେଖି ସେହି ସ୍ତ୍ରୀଲୋକ ଜଣକର ପିତା ବହୁତ ଖୁସୀ ହୋଇଗଲେ ଓ ତାଙ୍କୁ ପାଛୋଟି ନେବା ପାଇଁ ବାହାରକୁ ବାହାରି ଆସିଲେ।


ଚତୁର୍ଥ ଦିନ ସେହି ସ୍ଥାନ ଛାଡ଼ିବା ପାଇଁ ପ୍ରଭାତରୁ ଉଠି ପ୍ରସ୍ତୁତ ହେଲେ। ସ୍ତ୍ରୀଲୋକଟିର ବାପା କହିଲା, “ପ୍ରଥମେ କିଛି ଖାଅ, ଖାଇ ସାରିବା ପରେ ତୁମେ ଯାଇପାର।”


ଅବ୍ରହାମ ମୃତ୍ୟୁ ପୂର୍ବରୁ ସେ ଦାସୀମାନଙ୍କ ପୁତ୍ରଗଣଙ୍କୁ କିଛି ଉପହାର ଦେଲେ ଓ ସେହି ପୁତ୍ରଗଣଙ୍କୁ ପୂର୍ବ ଦିଗସ୍ଥ ଦେଶରେ ରହିବାକୁ ବିଦାୟ କଲେ। ସେ ସେମାନଙ୍କୁ ଇ‌ସ୍‌ହାକଠାରୁ ଦୂରକୁ ପଠାଇଲେ। ତା'ପରେ ଅବ୍ରହାମ ତାଙ୍କର ସମସ୍ତ ସମ୍ପତ୍ତି ଇ‌ସ୍‌ହାକଙ୍କୁ ଦେଲେ।


Swiv nou:

Piblisite


Piblisite