ବିଚାରକର୍ତ୍ତା 2:10 - ପବିତ୍ର ବାଇବଲ10 ଏହା ପରେ ପୂରା ପିଢ଼ି ମୃତ ହେଲେ ଏବଂ ପର ପିଢ଼ି ସେମାନଙ୍କର ଉତ୍ତରାଧିକାରୀ ହେଲେ। ଏହି ନୂତନ ବଂଶଧର ସଦାପ୍ରଭୁଙ୍କୁ ଜାଣି ନ ଥିଲେ ଏମିତିକି ସେମାନେ ଜାଣିଲେ ନାହିଁ ଇସ୍ରାଏଲର ଲୋକମାନଙ୍କର କ’ଣ ସେ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)10 ପୁଣି ସେହି କାଳର ସମସ୍ତ ଲୋକେ ମଧ୍ୟ ଆପଣା ପିତୃଗଣ ନିକଟରେ ସଂଗୃହୀତ ହେଲେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ଜ୍ଞାତ ନୋହିଲେ, କି ଇସ୍ରାଏଲ ପକ୍ଷରେ ତାହାଙ୍କର କୃତକର୍ମ ଦେଖି ନ ଥିଲେ, ଏପରି ଲୋକେ ସେମାନଙ୍କ ଉତ୍ତାରେ ଉଠିଲେ। Gade chapit laଓଡିଆ ବାଇବେଲ10 ପୁଣି ସେହି ପିଢ଼ିର ସମସ୍ତ ଲୋକେ ମଧ୍ୟ ଆପଣା ପିତୃଗଣ ନିକଟରେ ସଂଗୃହୀତ ହେଲେ; ସେମାନଙ୍କ ପରେ ଯେଉଁ ପିଢ଼ିର ଲୋକମାନେ ସଦାପ୍ରଭୁଙ୍କୁ ଜାଣି ନ ଥିଲେ, କି ଇସ୍ରାଏଲ ପକ୍ଷରେ ସଦାପ୍ରଭୁଙ୍କର କୃତକର୍ମ ଦେଖି ନ ଥିଲେ, ଏପରି ଲୋକେ ସେମାନଙ୍କ ଉତ୍ତାରେ ଉଠିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି ସେହି ପିଢ଼ିର ସମସ୍ତ ଲୋକେ ମଧ୍ୟ ଆପଣା ପିତୃଗଣ ନିକଟରେ ସଂଗୃହୀତ ହେଲେ; ସେମାନଙ୍କ ପରେ ଯେଉଁ ପିଢ଼ିର ଲୋକମାନେ ସଦାପ୍ରଭୁଙ୍କୁ ଜାଣି ନ ଥିଲେ, କି ଇସ୍ରାଏଲ ପକ୍ଷରେ ସଦାପ୍ରଭୁଙ୍କର କୃତ କର୍ମ ଦେଖି ନ ଥିଲେ, ଏପରି ଲୋକେ ସେମାନଙ୍କ ଉତ୍ତାରେ ଉଠିଲେ। Gade chapit la |
“ଏବଂ ତୁମ୍ଭେ, ମୋର ପୁତ୍ର ଶଲୋମନ, ତୁମ୍ଭ ପିତାଙ୍କର ପରମେଶ୍ୱରଙ୍କୁ ଜାଣିଅଛ। ଶୁଦ୍ଧ ହୃଦୟରେ ପରମେଶ୍ୱରଙ୍କର ସେବା କର। ପରମେଶ୍ୱରଙ୍କ ସେବା କରିବା ନିମନ୍ତେ ହୃଦୟରେ ଆନନ୍ଦିତ ହୁଅ। କାରଣ ପ୍ରତିଟି ବ୍ୟକ୍ତିର ହୃଦୟରେ କ’ଣ ଅଛି, ତାହା ସଦାପ୍ରଭୁ ଜାଣନ୍ତି। ସଦାପ୍ରଭୁ ତୁମ୍ଭ ହୃଦୟର ସମସ୍ତ ଚିନ୍ତାକୁ ବୁଝିପାରନ୍ତି। ଯଦି ତୁମ୍ଭେ ସଦାପ୍ରଭୁଙ୍କ ନିକଟକୁ ସାହାଯ୍ୟ ମାଗବା ନିମନ୍ତେ ଯିବ, ତୁମ୍ଭେ ଉତ୍ତର ପାଇବ। କିନ୍ତୁ ତୁମ୍ଭେ ଯଦି ସଦାପ୍ରଭୁଙ୍କଠାରୁ ଫେରି ଦୂରକୁ ଗ୍ଭଲିଯିବ, ତେବେ ସେ ତୁମ୍ଭକୁ ଚିରକାଳ ନିମନ୍ତେ ତ୍ୟାଗ କରିବେ।