ବିଚାରକର୍ତ୍ତା 2:16 - ପବିତ୍ର ବାଇବଲ16 ଏହା ପରେ ସଦାପ୍ରଭୁ ବିଗ୍ଭରକର୍ତ୍ତାଗଣଙ୍କୁ ସେମାନଙ୍କ ଉପରେ ନିଯୁକ୍ତି କଲେ। ଏବଂ ସେହି ବିଗ୍ଭରକର୍ତ୍ତାଗଣ, ସେମାନଙ୍କର ଧନସମ୍ପତ୍ତି ଯେଉଁମାନେ ନେଇଥିଲେ, ସେହି ଶତ୍ରୁମାନଙ୍କ ହାତରୁ ସେମାନଙ୍କୁ ଉଦ୍ଧାର କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)16 ତହୁଁ ସଦାପ୍ରଭୁ ବିଚାରକର୍ତ୍ତୃଗଣଙ୍କୁ ଉତ୍ପନ୍ନ କରି ଲୁଟକାରୀମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କଲେ। Gade chapit laଓଡିଆ ବାଇବେଲ16 ତହୁଁ ସଦାପ୍ରଭୁ ବିଚାରକର୍ତ୍ତାଗଣଙ୍କୁ ଉତ୍ଥାପନ କରି ଲୁଟକାରୀମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତହୁଁ ସଦାପ୍ରଭୁ ବିଚାରକର୍ତ୍ତାଗଣଙ୍କୁ ଉତ୍ଥାପନ କରି ଲୁଟକାରୀମାନଙ୍କ ହସ୍ତରୁ ସେମାନଙ୍କୁ ଉଦ୍ଧାର କଲେ। Gade chapit la |
ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ। ସଦାପ୍ରଭୁ ସେମାନଙ୍କୁ ରକ୍ଷା କରିବା ପାଇଁ ଉଦ୍ଧାର କର୍ତ୍ତାଙ୍କୁ ପଠାଇଲେ। ସେହି ଲୋକ ଜଣକ ଥିଲେ ଏହୂଦ। ଏହୂଦ ଥିଲେ ବିନ୍ୟାମିନୀୟ ପରିବାରବର୍ଗର ଗେରାର ପୁତ୍ର। ସେ ତାଙ୍କର ବାମହାତରେ ଯୁଦ୍ଧ କରିବା ପାଇଁ ପ୍ରଶିକ୍ଷିତ ହୋଇଥିଲେ। ଇସ୍ରାଏଲ ଲୋକମାନେ ତାଙ୍କଦ୍ୱାରା ମୋୟାବୀୟର ରାଜା ଇଗ୍ଲୋନଙ୍କ ନିକଟକୁ ଭେଟି ପଠାଇଲେ।