ବିଚାରକର୍ତ୍ତା 2:2 - ପବିତ୍ର ବାଇବଲ2 କିନ୍ତୁ ଏହାର ପ୍ରତିବଦଳରେ ତୁମ୍ଭେମାନେ ସେହି ଦେଶରେ ଲୋକମାନଙ୍କ ସହିତ କୌଣସି ନିୟମ କରିବା ଉଚିତ୍ ନୁହଁ। ତୁମ୍ଭେମାନେ ସେମାନଙ୍କର ଯଜ୍ଞବେଦି ସବୁ ଭାଙ୍ଗି ପକାଇବ। ମୁଁ ତୁମ୍ଭକୁ କହିଲି, କିନ୍ତୁ ତୁମ୍ଭେମାନେ କର୍ଣ୍ଣପାତ କଲ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)2 ଆଉ ତୁମ୍ଭେମାନେ ଏହି ଦେଶ-ନିବାସୀମାନଙ୍କ ସହିତ କୌଣସି ନିୟମ ସ୍ଥିର କରିବ ନାହିଁ; ତୁମ୍ଭେମାନେ ସେମାନଙ୍କ ଯଜ୍ଞବେଦି ସକଳ ଭାଙ୍ଗି ପକାଇବ; ମାତ୍ର ତୁମ୍ଭେମାନେ ଆମ୍ଭ ରବ ଶୁଣି ନାହଁ, କିହେତୁ ତୁମ୍ଭେମାନେ ଏହି କର୍ମ କରିଅଛ? Gade chapit laଓଡିଆ ବାଇବେଲ2 ଆଉ ତୁମ୍ଭେମାନେ ଏହି ଦେଶ-ନିବାସୀମାନଙ୍କ ସହିତ କୌଣସି ନିୟମ ସ୍ଥିର କରିବ ନାହିଁ; ତୁମ୍ଭେମାନେ ସେମାନଙ୍କ ଯଜ୍ଞବେଦି ସକଳ ଭାଙ୍ଗି ପକାଇବ; ମାତ୍ର ତୁମ୍ଭେମାନେ ଆମ୍ଭ ରବ ଶୁଣି ନାହଁ, କାହିଁକି ତୁମ୍ଭେମାନେ ଏହି କର୍ମ କରିଅଛ ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ ତୁମ୍ଭେମାନେ ଏହି ଦେଶନିବାସୀମାନଙ୍କ ସହିତ କୌଣସି ନିୟମ ସ୍ଥିର କରିବ ନାହିଁ; ତୁମ୍ଭେମାନେ ସେମାନଙ୍କ ଯଜ୍ଞବେଦିସକଳ ଭାଙ୍ଗି ପକାଇବ;’ ମାତ୍ର ତୁମ୍ଭେମାନେ ଆମ୍ଭ ରବ ଶୁଣି ନାହଁ, କାହିଁକି ତୁମ୍ଭେମାନେ ଏହି କର୍ମ କରିଅଛ? Gade chapit la |
ଗିଦିୟୋନ ଏହିସବୁ ସୁବର୍ଣ୍ଣରେ ଏକ ଏଫୋଦ ତିଆରି କଲେ। ସେ ଏହାକୁ ସେମାନଙ୍କ ନଗର ଅଫ୍ରାରେ ରଖିଲେ। ଏବଂ ଇସ୍ରାଏଲର ସମସ୍ତ ଲୋକମାନେ ସେହି ଏଫୋଦକୁ ଉପାସନା କଲେ। ଏହିପରି ଭାବରେ, ଏଫୋଦକୁ ଉପାସନା କରି ଇସ୍ରାଏଲବାସୀ ସଦାପ୍ରଭୁଙ୍କ ପ୍ରତି ଅବିଶ୍ୱାସୀ ହେଲେ। ଏହି ଏଫୋଦ ଗିଦିୟୋନଙ୍କ ଓ ତାଙ୍କ ପରିବାର ପ୍ରତି ଏକ ଫାନ୍ଦ ସ୍ୱରୂପ ହେଲା, ଯାହାକି ସେମାନଙ୍କର ପାପର କାରଣ ହେଲା।