ବିଚାରକର୍ତ୍ତା 3:3 - ପବିତ୍ର ବାଇବଲ3 ପଲେଷ୍ଟୀୟମାନଙ୍କ ପାଞ୍ଚ ଅଧିପତି, ବାଲ୍ହର୍ମୋନ ପର୍ବତଠାରୁ ହମାତରେ ପ୍ରବେଶିବା ପଥ ପର୍ଯ୍ୟନ୍ତ ଲିବାନୋନ ପର୍ବତ ନିବାସୀ ସମସ୍ତ କିଣାନୀୟ ସୀଦୋନୀୟ ଏବଂ ହିବ୍ବୀୟ ଲୋକମାନେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ପଲେଷ୍ଟୀୟମାନଙ୍କ ପାଞ୍ଚ ଅଧିପତି, ପୁଣି ବାଲ୍ହର୍ମୋନ୍ ପର୍ବତଠାରୁ ହମାତରେ ପ୍ରବେଶିବା ପଥ ପର୍ଯ୍ୟନ୍ତ ଲିବାନୋନ୍ ପର୍ବତ-ନିବାସୀ ସମସ୍ତ କିଣାନୀୟ ଓ ସୀଦୋନୀୟ ଓ ହିବ୍ବୀୟ ଲୋକ। Gade chapit laଓଡିଆ ବାଇବେଲ3 ପଲେଷ୍ଟୀୟମାନଙ୍କ ପାଞ୍ଚ ଅଧିପତି, ପୁଣି ବାଲ୍-ହର୍ମୋନ୍ ପର୍ବତଠାରୁ ହମାତରେ ପ୍ରବେଶ କରିବା ପଥ ପର୍ଯ୍ୟନ୍ତ ଲିବାନୋନ ପର୍ବତ-ନିବାସୀ ସମସ୍ତ କିଣାନୀୟ ଓ ସୀଦୋନୀୟ ଓ ହିବ୍ବୀୟ ଲୋକ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପଲେଷ୍ଟୀୟମାନଙ୍କ ପାଞ୍ଚ ଅଧିପତି, ପୁଣି ବାଲ୍-ହର୍ମୋନ୍ ପର୍ବତଠାରୁ ହମାତରେ ପ୍ରବେଶ କରିବା ପଥ ପର୍ଯ୍ୟନ୍ତ ଲିବାନୋନ ପର୍ବତ ନିବାସୀ ସମସ୍ତ କିଣାନୀୟ ଓ ସୀଦୋନୀୟ ଓ ହିବ୍ବୀୟ ଲୋକ। Gade chapit la |