ବିଚାରକର୍ତ୍ତା 4:3 - ପବିତ୍ର ବାଇବଲ3 ସୀଷରାର 900 ଲୌହ ନିର୍ମିତ ରଥ ଥିଲା ଏବଂ ସେ ଇସ୍ରାଏଲର ଲୋକମାନଙ୍କ ପ୍ରତି କୋଡ଼ିଏ ବର୍ଷ ଧରି ଶୋଷଣ କଲେ ଏବଂ ଅତ୍ୟାଗ୍ଭର କଲେ। ତେଣୁ ଇସ୍ରାଏଲର ଲୋକମାନେ ସାହାଯ୍ୟ ପାଇଁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ଏଥିରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ; କାରଣ ତାହାର ନଅ ଶହ ଲୌହ ରଥ ଥିଲା; ପୁଣି ସେ କୋଡ଼ିଏ ବର୍ଷ ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ପ୍ରତି କଠୋର ଦୌରାତ୍ମ୍ୟ କଲା। Gade chapit laଓଡିଆ ବାଇବେଲ3 ଏଥିରେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ; କାରଣ ତାହାର ନଅ ଶହ ଲୌହ ରଥ ଥିଲା; ପୁଣି ସେ କୋଡ଼ିଏ ବର୍ଷ ପର୍ଯ୍ୟନ୍ତ ଇସ୍ରାଏଲ ସନ୍ତାନଗଣ ପ୍ରତି ଶୋଷଣ ଓ କଠୋର ଅତ୍ୟାଚାର କଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଥିରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ; କାରଣ ତାହାର ନଅ ଶହ ଲୌହ ରଥ ଥିଲା; ପୁଣି ସେ କୋଡ଼ିଏ ବର୍ଷ ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ପ୍ରତି ଶୋଷଣ ଓ କଠୋର ଅତ୍ୟାଚାର କଲା। Gade chapit la |
ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ। ସଦାପ୍ରଭୁ ସେମାନଙ୍କୁ ରକ୍ଷା କରିବା ପାଇଁ ଉଦ୍ଧାର କର୍ତ୍ତାଙ୍କୁ ପଠାଇଲେ। ସେହି ଲୋକ ଜଣକ ଥିଲେ ଏହୂଦ। ଏହୂଦ ଥିଲେ ବିନ୍ୟାମିନୀୟ ପରିବାରବର୍ଗର ଗେରାର ପୁତ୍ର। ସେ ତାଙ୍କର ବାମହାତରେ ଯୁଦ୍ଧ କରିବା ପାଇଁ ପ୍ରଶିକ୍ଷିତ ହୋଇଥିଲେ। ଇସ୍ରାଏଲ ଲୋକମାନେ ତାଙ୍କଦ୍ୱାରା ମୋୟାବୀୟର ରାଜା ଇଗ୍ଲୋନଙ୍କ ନିକଟକୁ ଭେଟି ପଠାଇଲେ।