Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 4:8 - ପବିତ୍ର ବାଇବଲ

8 ଏହା ପରେ ବାରକ୍ ଦବୋରାଙ୍କୁ କହିଲେ, “ମୁଁ ଯାଇ ଏପରି କରିବି ଯଦି ତୁମ୍ଭେ ମୋ’ ସହିତ ଯିବ। ଯଦି ତୁମ୍ଭେ ମୋ’ ସହିତ ନ ଯିବ ତେବେ ମୁଁ ଯିବି ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତହୁଁ ବାରକ୍ ତାଙ୍କୁ କହିଲା, ତୁମ୍ଭେ ଯେବେ ମୋʼ ସଙ୍ଗେ ଯିବ, ତେବେ ମୁଁ ଯିବି; ମାତ୍ର ତୁମ୍ଭେ ମୋʼ ସଙ୍ଗେ ନ ଗଲେ, ମୁଁ ଯିବି ନାହିଁ।

Gade chapit la Kopi

ଓଡିଆ ବାଇବେଲ

8 ତହୁଁ ବାରକ୍‍ ଦବୋରାଙ୍କୁ କହିଲା, ତୁମ୍ଭେ ଯେବେ ମୋ’ ସଙ୍ଗେ ଯିବ, ତେବେ ମୁଁ ଯିବି; ମାତ୍ର ତୁମ୍ଭେ ମୋ’ ସଙ୍ଗେ ନ ଗଲେ, ମୁଁ ଯିବି ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତହୁଁ ବାରକ୍‍ ଦବୋରାଙ୍କୁ କହିଲା, “ତୁମ୍ଭେ ଯେବେ ମୋʼ ସଙ୍ଗେ ଯିବ, ତେବେ ମୁଁ ଯିବି; ମାତ୍ର ତୁମ୍ଭେ ମୋʼ ସଙ୍ଗେ ନ ଗଲେ, ମୁଁ ଯିବି ନାହିଁ।”

Gade chapit la Kopi




ବିଚାରକର୍ତ୍ତା 4:8
4 Referans Kwoze  

ମୁଁ ଯାବୀ‌ନ୍‌ର ସେନାପତି ସୀଷରାକୁ ଆଗେଇ ନେବି, ତା'ର ରଥକୁ ଓ ତାଙ୍କ ଲୋକମାନଙ୍କୁ କୀଶୋନ୍ ନଦୀ ପାଖରେ ତୁମ୍ଭକୁ ଓ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବି।’”


ତେଣୁ ସେ କହିଲେ, “ମୁଁ ତୁମ୍ଭ ସହିତ ଯିବି। କିନ୍ତୁ ତୁମ୍ଭେ ଜାଣିବା ଉଚିତ୍ ଯେ, ତୁମ୍ଭର ପଥ ଗୌରବ ଆଡ଼କୁ ଯିବ ନାହିଁ। ସଦାପ୍ରଭୁ ଗୋଟିଏ ସ୍ତ୍ରୀଲୋକ ଦ୍ୱାରା ସୀଷରାକୁ ପରାସ୍ତ କରିବେ।” ତେଣୁ ଦବୋରା ବାରକ୍ ସହିତ କେଦଶକୁ ଗଲେ।


Swiv nou:

Piblisite


Piblisite