Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 7:10 - ପବିତ୍ର ବାଇବଲ

10 ଯଦି ତୁମ୍ଭେ ଏକା ଯିବାକୁ ଭୟ କରୁଛ ତେବେ ତୁମ୍ଭ ସହିତ ତୁମ୍ଭର ସେବକ ଫୁରାକୁ ନେଇଯାଅ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ମାତ୍ର ତୁମ୍ଭେ ଯିବାକୁ ଭୟ କଲେ, ତୁମ୍ଭ ଦାସ ଫୁରାକୁ ସଙ୍ଗେ ନେଇ ଛାଉଣିକି ଓହ୍ଲାଇ ଯାଅ।

Gade chapit la Kopi

ଓଡିଆ ବାଇବେଲ

10 ମାତ୍ର ତୁମ୍ଭେ ଯିବାକୁ ଭୟ କଲେ, ତୁମ୍ଭ ଦାସ ଫୁରାକୁ ସଙ୍ଗେ ନେଇ ଛାଉଣିକୁ ଓହ୍ଲାଇ ଯାଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ମାତ୍ର ତୁମ୍ଭେ ଯିବାକୁ ଭୟ କଲେ, ତୁମ୍ଭ ଦାସ ଫୁରାକୁ ସଙ୍ଗେ ନେଇ ଛାଉଣିକୁ ଓହ୍ଲାଇ ଯାଅ।

Gade chapit la Kopi




ବିଚାରକର୍ତ୍ତା 7:10
5 Referans Kwoze  

ରାତ୍ରି ସମୟରେ ସଦାପ୍ରଭୁ ଗିଦିୟୋନଙ୍କୁ କହିଲେ, “ଉଠ, ସେହି ଛାଉଣିକୁ ଓହ୍ଲାଇ ଯାଅ। ସେମାନଙ୍କୁ ପରାସ୍ତ କରିବାରେ ମୁଁ ତୁମ୍ଭମାନଙ୍କୁ ଅନୁମତି ଦେବି।


ମିଦିୟନୀୟମାନଙ୍କର ଛାଉଣିକୁ ଯାଅ। ସେମାନଙ୍କର କଥାସବୁ ଶୁଣ। ତେବେ ସେମାନଙ୍କୁ ଆକ୍ରମଣ କରିବାକୁ ତୁମ୍ଭେମାନେ ଭୟ କରିବ ନାହିଁ।” ତେଣୁ ଗିଦିୟୋନ ଓ ତାଙ୍କର ସେବକ ଫୁରା ମିଦିୟନୀୟର ଶିବିର ପାଖକୁ ଗଲେ।


ଦାଉଦ ହିତ୍ତୀୟ ଅହୀମେଲକକୁ ଓ ସରୁୟାରର ପୁତ୍ର ଯୋୟାବର ଭ୍ରାତା, ଅବୀଶୟକୁ ପଗ୍ଭରିଲେ, “ମୋ’ ସଙ୍ଗରେ ଶାଉଲଙ୍କ ଛାଉଣି ନିକଟକୁ କିଏ ଯିବ।” ତହିଁରେ ଅବୀଶୟ ଉତ୍ତର ଦେଲା, “ମୁଁ ତୁମ୍ଭ ସଙ୍ଗେ ଯିବି।”


Swiv nou:

Piblisite


Piblisite