ବିଚାରକର୍ତ୍ତା 8:1 - ପବିତ୍ର ବାଇବଲ1 ଇଫ୍ରୟିମ ଲୋକମାନେ ଗିଦିୟୋନଙ୍କ ସହିତ କ୍ରୋଧ ହେଲେ। ସେମାନେ ଗିଦିୟୋନଙ୍କୁ ଦେଖିବା ମାତ୍ରେ ପଗ୍ଭରିଲେ, “ତୁମ୍ଭେ ଆମ୍ଭମାନଙ୍କ ସହିତ କାହିଁକି ଏପରି ବ୍ୟବହାର କଲ? ତୁମ୍ଭେ ମିଦିୟନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧକୁ ଯିବା ପୂର୍ବରୁ ଆମକୁ କହିଲ ନାହିଁ କାହିଁକି?” Gade chapit laପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଇଫ୍ରୟିମର ଲୋକମାନେ ତାଙ୍କୁ କହିଲେ, ତୁମ୍ଭେ ମିଦୀୟନ ସଙ୍ଗେ ଯୁଦ୍ଧ କରିବାକୁ ଗଲା ବେଳେ ଆମ୍ଭମାନଙ୍କୁ ଯେ ଡାକିଲ ନାହିଁ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି କଥା କଲ? ପୁଣି ସେମାନେ ତାଙ୍କ ସଙ୍ଗରେ ଅତ୍ୟ; ବିବାଦ କଲେ। Gade chapit laଓଡିଆ ବାଇବେଲ1 ଏଥିଉତ୍ତାରେ ଇଫ୍ରୟିମର ଲୋକମାନେ ଗିଦିୟୋନ୍ଙ୍କୁ କହିଲେ, ତୁମ୍ଭେ ମିଦୀୟନ ସଙ୍ଗେ ଯୁଦ୍ଧ କରିବାକୁ ଗଲା ବେଳେ ଆମ୍ଭମାନଙ୍କୁ ଯେ ଡାକିଲ ନାହିଁ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି କଥା କଲ ? ପୁଣି ସେମାନେ ତାଙ୍କ ସଙ୍ଗରେ ଅତ୍ୟନ୍ତ ବିବାଦ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଇଫ୍ରୟିମର ଲୋକମାନେ ଗିଦିୟୋନ୍ଙ୍କୁ କହିଲେ, “ତୁମ୍ଭେ ମିଦୀୟନ ସଙ୍ଗେ ଯୁଦ୍ଧ କରିବାକୁ ଗଲା ବେଳେ ଆମ୍ଭମାନଙ୍କୁ ଯେ ଡାକିଲ ନାହିଁ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି କଥା କଲ?” ପୁଣି ସେମାନେ ତାଙ୍କ ସଙ୍ଗରେ ଅତ୍ୟନ୍ତ ବିବାଦ କଲେ। Gade chapit la |
ଏହା ପରେ ମୁଁ ଭାବିଲି, “କାହିଁକି ଲୋକମାନେ କଠିନ ପରିଶ୍ରମ କରନ୍ତି?” ମୁଁ ଦେଖିଲି ଲୋକମାନେ ଜୀବନରେ ଉପରକୁ ଉଠିବା ପାଇଁ ଓ ଅନ୍ୟମାନଙ୍କଠାରୁ ଭଲ ରହିବା ପାଇଁ କଠିନ ପରିଶ୍ରମ କରନ୍ତି। କାରଣ, ଲୋକମାନେ ଈର୍ଷାଳୁ ଅଟନ୍ତି ଏବଂ ସେମାନେ କେବେ ଗ୍ଭହାନ୍ତି ନାହିଁ ଯେ, ଅନ୍ୟମାନେ ତା'ଠାରୁ ଅଧିକ ପାଆନ୍ତୁ। ଏହା ଅସାର ଅଟେ। ଏହା ପବନକୁ ଧରିବା ପାଇଁ ଚେଷ୍ଟା କରିବା ତୁଲ୍ୟ ଅଟେ।