Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 8:4 - ପବିତ୍ର ବାଇବଲ

4 ଏହା ପରେ ଗିଦିୟୋନ ଓ ତାଙ୍କର 300 ଲୋକ ଯର୍ଦ୍ଦନ ନଦୀ ପାର ହେଲେ। ସେମାନେ କ୍ଳାନ୍ତ ଓ କ୍ଷୁଧାର୍ତ୍ତ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଏଉତ୍ତାରେ ଗିଦିୟୋନ୍ ଯର୍ଦ୍ଦନକୁ ଆସି ତାହା ପାର ହେଲେ; ସେ ଓ ତାଙ୍କ ସଙ୍ଗୀ ସେହି ତିନି ଶହ ଲୋକ କ୍ଳା; ହେଲେ ହେଁ ପଛେ ପଛେ ଗୋଡ଼ାଉଥାʼନ୍ତି।

Gade chapit la Kopi

ଓଡିଆ ବାଇବେଲ

4 ଏଉତ୍ତାରେ ଗିଦିୟୋନ୍‍ ଯର୍ଦ୍ଦନକୁ ଆସି ତାହା ପାର ହେଲେ; ସେ ଓ ତାଙ୍କ ସଙ୍ଗୀ ସେହି ତିନି ଶହ ଲୋକ କ୍ଳାନ୍ତ ହେଲେ ହେଁ ପଛେ ପଛେ ଗୋଡ଼ାଉଥାଆନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏଉତ୍ତାରେ ଗିଦିୟୋନ୍‍ ଯର୍ଦ୍ଦନକୁ ଆସି ତାହା ପାର ହେଲେ; ସେ ଓ ତାଙ୍କ ସଙ୍ଗୀ ସେହି ତିନି ଶହ ଲୋକ କ୍ଳାନ୍ତ ହେଲେ ହେଁ ପଛେ ପଛେ ଗୋଡ଼ାଉଥାଆନ୍ତି।

Gade chapit la Kopi




ବିଚାରକର୍ତ୍ତା 8:4
10 Referans Kwoze  

ଆମ୍ଭେ ଉତ୍ତମ କାର୍ଯ୍ୟ କରିବାରେ ଥକିଯିବା ନାହିଁ। କାରଣ ଉପଯୁକ୍ତ ସମୟ ଆସିଲା ପରେ ଆମ୍ଭକୁ ତା'ର ଫଳ ମିଳିବ।


ସେଥିପାଇଁ ଆମ୍ଭେ କେବେ ହେଲେ ନିରାଶ ନ ହେଉ, ଯଦିଓ ଆମ୍ଭର ବାହ୍ୟିକ ଶରୀର କ୍ଷୀଣ ହୋଇ ଯାଉଛି, କିନ୍ତୁ ଆମ୍ଭର ଅନ୍ତରସ୍ଥ ଆତ୍ମା ଦିନକୁ ଦିନ ନୂତନରୁ ଅତି ନୂତନ ହୋଇ ଯାଉଅଛି।


ଇଫ୍ରୟିମର ଲୋକମାନେ ମିଦିୟନର ଦୁଇ ନେତୃବର୍ଗଙ୍କୁ ଅକ୍ତିଆର କଲେ। ସେମାନେ ସେବ୍ ଓ ଓରେବ୍ ଥିଲେ। ଇଫ୍ରୟିମ ଲୋକମାନେ ଓରେବଙ୍କୁ, ଓରେବ୍-ଶୈଳ ନିକଟରେ ହତ୍ୟା କଲେ। ସେମାନେ ସେବକୁ ସେବର ଦ୍ରାକ୍ଷାକୁଣ୍ଡ ନିକଟରେ ହତ୍ୟା କଲେ। ସେମାନେ ମିଦିୟନୀୟକୁ ନିରନ୍ତର ଘଉଡ଼ାଇବାକୁ ଲାଗିଲେ ଏବଂ ସେ ଓରେବ୍ ଓ ସେବର ମସ୍ତକକୁ ଗିଦିୟୋନ ନିକଟକୁ ଆଣିଲେ। ସେହି ସମୟରେ ଗିଦିୟୋନ ଯର୍ଦ୍ଦନ ନଦୀର ଆର ପାରିରେ ଥିଲେ।


ଠିକ୍ ସେହିପରି, ପରମେଶ୍ୱର ତୁମ୍ଭମାନଙ୍କ ହସ୍ତରେ ମିଦିୟନର ଓରେବ୍ ଓ ସେବ୍ ଦୁଇ ନେତୃବର୍ଗଙ୍କୁ ସମର୍ପଣ କଲେ, କିନ୍ତୁ ମୋର ଫଳକୁ ତୁମ୍ଭ ସହିତ କିପରି ତୁଳନା କରିବି?” ସେମାନେ ଗିଦିୟୋନଙ୍କ କଥାରେ ଶାନ୍ତ ହେଲେ।


ତା'ପରେ ଦାଉଦ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ମୁଁ ଏହି ସୈନ୍ୟଦଳ ପଛେ ପଛେ ଗୋଡ଼ାଇଲେ, ମୁଁ ସେମାନଙ୍କୁ ଧରି ପାରିବି କି?” ସଦାପ୍ରଭୁ ଉତ୍ତର ଦେଲେ, “ତାଙ୍କ ପଛେ ଗୋଡ଼ାଅ। ତୁମ୍ଭେ ତାଙ୍କୁ ଧରି ପାରିବ। ତୁମ୍ଭେ ତୁମ୍ଭର ପରିବାରକୁ ତାଙ୍କ ନିକଟରୁ ଉଦ୍ଧାର କରି ପାରିବ।”


Swiv nou:

Piblisite


Piblisite