Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 8:6 - ପବିତ୍ର ବାଇବଲ

6 ସୁକ୍‌କୋତର ନେତୃବର୍ଗମାନେ ଗିଦିୟୋନଙ୍କୁ କହିଲେ, “ସେବହ ଓ ସଲମୁନ୍ନଙ୍କୁ ଏପର୍ଯ୍ୟନ୍ତ ଅକ୍ତିଆର କରି ନାହଁ? ଆମ୍ଭେ ତୁମ୍ଭର ସୈନ୍ୟଙ୍କୁ କାହିଁକି ଖାଦ୍ୟ ଦେବୁ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତହିଁରେ ସୁକ୍କୋତର ଅଧିପତିମାନେ କହିଲେ, ସେବହ ଓ ସଲମୁନ୍ନର ହାତ ତୁମ୍ଭର ହସ୍ତଗତ ହେଲାଣି ଯେ, ଆମ୍ଭେମାନେ ତୁମ୍ଭ ସୈନ୍ୟଗଣକୁ ରୋଟୀ ଦେବୁ?

Gade chapit la Kopi

ଓଡିଆ ବାଇବେଲ

6 ତହିଁରେ ସୁକ୍‍କୋତର ଅଧିପତିମାନେ କହିଲେ, ସେବହ ଓ ସଲମୁନ୍ନର ହାତ ତୁମ୍ଭର ହସ୍ତଗତ ହେଲାଣି ଯେ, ଆମ୍ଭେମାନେ ତୁମ୍ଭ ସୈନ୍ୟଗଣକୁ ରୁଟି ଦେବୁ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତହିଁରେ ସୁକ୍କୋତର ଅଧିପତିମାନେ କହିଲେ, “ସେବହ ଓ ସଲମୁନ୍ନର ହାତ ତୁମ୍ଭର ହସ୍ତଗତ ହେଲାଣି ଯେ, ଆମ୍ଭେମାନେ ତୁମ୍ଭ ସୈନ୍ୟଗଣକୁ ରୁଟି ଦେବୁ?”

Gade chapit la Kopi




ବିଚାରକର୍ତ୍ତା 8:6
11 Referans Kwoze  

ରାଜା ଆହାବ ଉତ୍ତର ଦେଲେ, “ବି‌ନ୍‌ହଦ‌ଦଙ୍କୁ କୁହ ସାଞ୍ଜୁ ପରିଧାନ କରିଥିବା ଲୋକ ସାଞ୍ଜୁ କାଢ଼ିବା ପାଇଁ ଜୀବିତ ଥିବା ଲୋକପରି ଦର୍ପ ନ କରୁ।”


ସେ ପ୍ରକୃତରେ ତୁମ୍ଭ ପାଇଁ ମନୋଯୋଗୀ। ଅନ୍ୟ ଲୋକମାନେ କେବଳ ତାଙ୍କ ନିଜ ଜୀବନ ବିଷୟରେ ଆଗ୍ରହୀ ଅଟନ୍ତି। ଖ୍ରୀଷ୍ଟ ଯୀଶୁଙ୍କ କାର୍ଯ୍ୟରେ ସେମାନେ ଆଗ୍ରହୀ ନୁହନ୍ତି।


ଦରିଦ୍ର ଲୋକ ବିନୟ କରେ। ମାତ୍ର ଧନବାନ କଠିନ ଉତ୍ତର ଦିଏ।


ଇସ୍ରାଏଲର ରାଜା ଯୋୟାଶ ଯିହୁଦାର ରାଜା ଅମ‌ତ୍‌ସିୟ ନିକଟକୁ ଲୋକ ପଠାଇ କହିଲେ, “ଲିବାନୋ‌ନ୍‌ର କଣ୍ଟକଲତା ଏର‌ସ୍‌ବୃକ୍ଷ ନିକଟକୁ କହି ପଠାଇଲେ, ‘ତୁମ୍ଭ କନ୍ୟାକୁ ଆମ୍ଭ ପୁତ୍ର ସଙ୍ଗେ ବିବାହ କରିଦିଅ।’ ମାତ୍ର ଲିବାନୋ‌ନ୍‌ର ଏକ ବନ୍ୟ ପଶୁ ସେହି ବାଟ ଦେଇ ଯାଉଥିଲା ଓ ସେ କଣ୍ଟକଲତାକୁ ପାଦରେ ଦଳି ଦେଲା।


ଏହା ପରେ ଗିଦିୟୋନ ସୁକ୍‌କୋତ ସହରକୁ ଫେରି ଆସିଲେ। ସେ ସେହି ସହରର ଲୋକମାନଙ୍କୁ କହିଲେ, “ଏହିଠାରେ ସେବହ ଓ ସଲମୁନ୍ନ ଅଛନ୍ତି। ତୁମ୍ଭେମାନେ ଏହାକହି ମୋତେ ବିଦ୍ରୂପ କଲ, ‘ଆମ୍ଭେ କାହିଁକି ତୁମ୍ଭ କ୍ଳାନ୍ତ ସୈନିକମାନଙ୍କୁ ଖାଦ୍ୟ ଦେବୁ? ତୁମ୍ଭେମାନେ ଏପର୍ଯ୍ୟନ୍ତ ସେବହ ଓ ସଲମୁନ୍ନକୁ ଧରି ନାହଁ।’”


“ସଦାପ୍ରଭୁଙ୍କର ଦୂତ କହିଗଲେ, ‘ମେରୋସ ଲୋକକୁ ଶାପଦିଅ ଏବଂ ପାପ ଦିଅ! ସେମାନଙ୍କ ସୈନ୍ୟ ସଦାପ୍ରଭୁଙ୍କୁ ସାହାଯ୍ୟ କରିବାକୁ ଆସି ନ ଥିଲେ।’


ଯେତେବେଳେ ମିଦିୟନୀୟ ବଣିକମାନେ ସେମାନଙ୍କ ନିକଟକୁ ଆସିଲେ, ଭାଇମାନେ ଯୋଷେଫଙ୍କୁ କୂଅ ଭିତରୁ ବାହାର କରି ଆଣିଲେ ଏବଂ କୋଡ଼ିଏ ରୌପ୍ୟ ମୁଦ୍ରାରେ ବିକ୍ରୀ କରିଦେଲେ। ସେହି ବଣିକମାନେ ତାଙ୍କୁ ମିଶରକୁ ନେଇଗଲେ।


ଯେତେବେଳେ ଯୋଷେଫ କୂପ ମଧ୍ୟରେ ଥିଲେ। ତା'ର ଭାଇମାନେ ଖାଇବାକୁ ବସିଲେ। ଏହା ପରେ ସେମାନେ ଦେଖିଲେ, ଏକ ବଣିକ ଦଳ ଗିଲିୟଦରୁ ଇଶ୍ମାଏଲୀୟ ପଥିକ ଓଟ ଉପରେ ସୁଗନ୍ଧି ଦ୍ରବ୍ୟ ଓ ଗୁ‌ଗ୍‌ଗୁଳ ଓ ଗନ୍ଧରସ ଘେନି ମିଶର ଦେଶକୁ ଯାଉଛନ୍ତି।


ପ୍ରତ୍ୟେକ ବିଧିପୂର୍ବକ ତାଲିକା ଅନୁସାରେ ନାମ: ଇଶ୍ମାଏଲର ଜ୍ୟେଷ୍ଠପୁତ୍ର ନବାୟୋତ୍ ତାହା ଉତ୍ତାରେ କେରଦ ଓ ଅ‌ଦ୍‌ବେଲ ଓ ମି‌ବ୍‌ସମ୍।


ଗିଦିୟୋନ ସୁକ୍‌କୋତର ନାଗରିକମାନଙ୍କୁ କହିଲେ, “ମୋର ସୈନ୍ୟମାନଙ୍କୁ କିଛି ଖାଦ୍ୟଦିଅ। ମୋର ସୈନ୍ୟମାନେ ଅତ୍ୟନ୍ତ କ୍ଳାନ୍ତ। ତଥାପି ମଧ୍ୟ ଆମ୍ଭେମାନେ ମିଦିୟନର ରାଜା ସେବହ ଓ ସଲମୁନ୍ନକୁ ଗୋଡ଼ାଉଛୁ।”


Swiv nou:

Piblisite


Piblisite