Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 8:7 - ପବିତ୍ର ବାଇବଲ

7 ତେଣୁ ଗିଦିୟୋନ କହିଲେ, “ଏହି କାରଣରୁ ଯେତେବେଳେ ସଦାପ୍ରଭୁ ମୋତେ ସେବହ ଓ ସଲମୁନ୍ନକୁ ଅକ୍ତିଆର କରିବା ପାଇଁ ସାହାଯ୍ୟ କରନ୍ତି। ମୁଁ ଏଠାକୁ ଫେରି ଆସିବି ଏବଂ ତା'ପରେ ମୁଁ ତୁମ୍ଭର ମାଂସକୁ ପ୍ରାନ୍ତରରେ କାନକୋଳି କଣ୍ଟା ଦ୍ୱାରା ଫୋଡ଼ିବି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତହିଁରେ ଗିଦିୟୋନ୍ କହିଲେ, ଏ ସକାଶୁ ସଦାପ୍ରଭୁ ସେବହ ଓ ସଲମୁନ୍ନକୁ ମୋʼ ହସ୍ତରେ ସମର୍ପଣ କଲେ, ମୁଁ ପ୍ରାନ୍ତରର କାନକୋଳି କଣ୍ଟକାଦି ଦ୍ଵାରା ତୁମ୍ଭମାନଙ୍କ ମାଂସ ଚିରିବି।

Gade chapit la Kopi

ଓଡିଆ ବାଇବେଲ

7 ତହିଁରେ ଗିଦିୟୋନ୍‍ କହିଲେ, ଏ ସକାଶୁ ସଦାପ୍ରଭୁ ସେବହ ଓ ସଲମୁନ୍ନକୁ ମୋ’ ହସ୍ତରେ ସମର୍ପଣ କଲେ, ମୁଁ ପ୍ରାନ୍ତରର କାନକୋଳି କଣ୍ଟକାଦି ଦ୍ୱାରା ତୁମ୍ଭମାନଙ୍କ ମାଂସ ଚିରିବି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତହିଁରେ ଗିଦିୟୋନ୍‍ କହିଲେ, “ଏସକାଶୁ ସଦାପ୍ରଭୁ ସେବହ ଓ ସଲମୁନ୍ନକୁ ମୋʼ ହସ୍ତରେ ସମର୍ପଣ କଲେ, ମୁଁ ପ୍ରାନ୍ତରର କାନକୋଳି କଣ୍ଟକାଦି ଦ୍ୱାରା ତୁମ୍ଭମାନଙ୍କ ମାଂସ ଚିରିବି।”

Gade chapit la Kopi




ବିଚାରକର୍ତ୍ତା 8:7
2 Referans Kwoze  

ସେହି ସ୍ୱପ୍ନ ଓ ଏହାର ଅର୍ଥ ଶୁଣିସାରିବା ପରେ ଗିଦିୟୋନ ନତମସ୍ତକ କରି ସଦାପ୍ରଭୁଙ୍କର ଉପାସନା କଲେ ଏବଂ ତାଙ୍କର ଛାଉଣିକୁ ଫେରିଗଲେ। ସେଠାରେ ସେ ଇସ୍ରାଏଲର ସୈନ୍ୟମାନଙ୍କୁ କହିଲେ, “ଉଠ! ସଦାପ୍ରଭୁ ତୁମ୍ଭମାନଙ୍କ ହସ୍ତରେ ମିଦିୟନୀୟ ସୈନ୍ୟଦଳକୁ ସମର୍ପଣ କରିଅଛନ୍ତି।”


ଗିଦିୟୋନ ସୁକ୍‌କୋତର ନାଗରିକମାନଙ୍କୁ କହିଲେ, “ମୋର ସୈନ୍ୟମାନଙ୍କୁ କିଛି ଖାଦ୍ୟଦିଅ। ମୋର ସୈନ୍ୟମାନେ ଅତ୍ୟନ୍ତ କ୍ଳାନ୍ତ। ତଥାପି ମଧ୍ୟ ଆମ୍ଭେମାନେ ମିଦିୟନର ରାଜା ସେବହ ଓ ସଲମୁନ୍ନକୁ ଗୋଡ଼ାଉଛୁ।”


Swiv nou:

Piblisite


Piblisite