Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 8:8 - ପବିତ୍ର ବାଇବଲ

8 ଗିଦିୟୋନ ସେହି ସ୍ଥାନରୁ ପନୂୟେଲକୁ ଗଲେ ଓ ସେଠାରେ ଲୋକମାନଙ୍କୁ କିଛି ଖାଦ୍ୟ ଦେବାକୁ କହିଲେ, ଯେପରି ସେ ସୁକ୍‌କୋତର ଲୋକମାନଙ୍କୁ କହିଥିଲେ। କିନ୍ତୁ ଠିକ୍ ସୁକ୍‌କୋତର ଲୋକମାନଙ୍କ ପରି ପନୂୟେଲର ଲୋକମାନେ ଉତ୍ତର ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତହୁଁ ସେ ସେଠାରୁ ପନୂୟେଲକୁ ଉଠି ଯାଇ ସେଠାର ଲୋକମାନଙ୍କୁ ସେହିପରି କହିଲେ, ତହିଁରେ ସୁକ୍କୋତର ଲୋକମାନେ ଯେପରି ଉତ୍ତର କରିଥିଲେ, ପନୂୟେଲର ଲୋକମାନେ ମଧ୍ୟ ସେହିପରି ଉତ୍ତର ଦେଲେ।

Gade chapit la Kopi

ଓଡିଆ ବାଇବେଲ

8 ତହୁଁ ସେ ସେଠାରୁ ପନୂୟେଲକୁ ଉଠି ଯାଇ ସେଠାର ଲୋକମାନଙ୍କୁ ସେହିପରି କହିଲେ, ତହିଁରେ ସୁକ୍‍କୋତର ଲୋକମାନେ ଯେପରି ଉତ୍ତର କରିଥିଲେ, ପନୂୟେଲର ଲୋକମାନେ ମଧ୍ୟ ସେହିପରି ଉତ୍ତର ଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତହୁଁ ସେ ସେଠାରୁ ପନୂୟେଲକୁ ଉଠିଯାଇ ସେଠାର ଲୋକମାନଙ୍କୁ ସେହିପରି କହିଲେ, ତହିଁରେ ସୁକ୍କୋତର ଲୋକମାନେ ଯେପରି ଉତ୍ତର କରିଥିଲେ, ପନୂୟେଲର ଲୋକମାନେ ମଧ୍ୟ ସେହିପରି ଉତ୍ତର ଦେଲେ।

Gade chapit la Kopi




ବିଚାରକର୍ତ୍ତା 8:8
5 Referans Kwoze  

ଏହି ସମୟରେ ଯାରବିୟାମ ଇଫ୍ରୟିମର ପର୍ବତମୟ ଦେଶ ଶିଖିମକୁ ଦୃଢ଼ କରି ସେଠାରେ ବାସ କଲେ। ପରେ ସେ ପିନୂୟେଲ ନଗରକୁ ଯାଇ ଏହାକୁ ସୁଦୃଢ଼ କଲେ।


ତେଣୁ ଆଜି ପର୍ଯ୍ୟନ୍ତ ଇସ୍ରାଏଲର ସନ୍ତାନମାନେ ଉପରିସ୍ଥ ସନ୍ଧିଶିରା ବା ଏ ସନ୍ଧିଶିରାର ମାଂସ ଭୋଜନ କରନ୍ତି ନାହିଁ। କାରଣ ସନ୍ଧିଶିରାରେ ଯାକୁବଙ୍କୁ ଆଘାତ ଲାଗିଥିଲା।


“ସଦାପ୍ରଭୁଙ୍କର ଦୂତ କହିଗଲେ, ‘ମେରୋସ ଲୋକକୁ ଶାପଦିଅ ଏବଂ ପାପ ଦିଅ! ସେମାନଙ୍କ ସୈନ୍ୟ ସଦାପ୍ରଭୁଙ୍କୁ ସାହାଯ୍ୟ କରିବାକୁ ଆସି ନ ଥିଲେ।’


ମୁଁ କ’ଣ ନିଜର ରୋଟୀ, ନିଜର ଜଳ ଓ ନିଜର ଲୋମଛେଦକମାନଙ୍କ ନିମନ୍ତେ ହତ ପଶୁମାନଙ୍କ ମାଂସ ନେଇ କେଉଁ ଅଜ୍ଞାନ ଲୋକମାନଙ୍କୁ ଦେବି?”


Swiv nou:

Piblisite


Piblisite