Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 9:2 - ପବିତ୍ର ବାଇବଲ

2 “ଶିଖିମ୍ ପ୍ରାଚୀନମାନଙ୍କୁ ପଗ୍ଭର: ‘ଯିରୁବ୍ବା‌ଲ୍‌ର ସତୁରି ପୁତ୍ରଯାକ ତୁମ୍ଭ ଉପରେ ଶାସନ କରନ୍ତୁ ନା ଜଣେ ମାତ୍ର ପୁତ୍ର ଶାସନ କରନ୍ତୁ, କେଉଁଟା ତୁମ୍ଭ ପାଇଁ ଭଲ ହେବ? ମନେରଖ ମୁଁ ତୁମ୍ଭମାନଙ୍କର ରକ୍ତ ସମ୍ପର୍କୀୟ।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ବିନୟ କରୁଅଛି, ତୁମ୍ଭେମାନେ ଶିଖିମ ନିବାସୀ ଲୋକମାନଙ୍କ କର୍ଣ୍ଣଗୋଚରରେ କୁହ, ଯିରୁବ୍ବାଲ୍ର ସତୁରି ପୁତ୍ରଯାକ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ଵ କରିବେ, ନା ଜଣେ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ଵ କରିବ, ତୁମ୍ଭମାନଙ୍କ ପକ୍ଷରେ କି ଭଲ? ଏହା ମଧ୍ୟ ମନେ କର ଯେ, ମୁଁ ତୁମ୍ଭମାନଙ୍କର ଅସ୍ଥି ଓ ମାଂସ ଅଟେ।

Gade chapit la Kopi

ଓଡିଆ ବାଇବେଲ

2 ବିନୟ କରୁଅଛି, ତୁମ୍ଭେମାନେ ଶିଖିମ ନିବାସୀ ଲୋକମାନଙ୍କ କର୍ଣ୍ଣଗୋଚରରେ କୁହ, ଯିରୁବ୍ବାଲ୍‍ର ସତୁରି ପୁତ୍ରଯାକ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ, ନା ଜଣେ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ, ତୁମ୍ଭମାନଙ୍କ ପକ୍ଷରେ କି ଭଲ ? ଏହା ମଧ୍ୟ ମନେ କର ଯେ, ମୁଁ ତୁମ୍ଭମାନଙ୍କର ଅସ୍ଥି ଓ ମାଂସ ଅଟେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ବିନୟ କରୁଅଛି, ତୁମ୍ଭେମାନେ ଶିଖିମ ନିବାସୀ ଲୋକମାନଙ୍କ କର୍ଣ୍ଣଗୋଚରରେ କୁହ, ଯିରୁବ୍ବାଲ୍‍ର ସତୁରି ପୁତ୍ରଯାକ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ, ନା ଜଣେ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ, ‘ତୁମ୍ଭମାନଙ୍କ ପକ୍ଷରେ କି ଭଲ?’ ଏହା ମଧ୍ୟ ମନେ କର ଯେ, ମୁଁ ତୁମ୍ଭମାନଙ୍କର ଅସ୍ଥି ଓ ମାଂସ ଅଟେ।”

Gade chapit la Kopi




ବିଚାରକର୍ତ୍ତା 9:2
8 Referans Kwoze  

ଗିଦିୟୋନଙ୍କର ନିଜର ସତୁରିଜଣ ସନ୍ତାନ ଥିଲେ। ତାଙ୍କର ବହୁତ ସନ୍ତାନ ଥିଲେ କାରଣ ତାଙ୍କର ବହୁତ ପତ୍ନୀ ଥିଲେ।


ଏହା ପରେ ଲାବନ କହିଲେ, “ଏହା ଆଶ୍ଚର୍ଯ୍ୟ! ତୁମ୍ଭେ ମୋ’ ବଂଶଧର।” ତେଣୁ ଯାକୁବ ଲାବନଙ୍କ ଘରେ ଏକ ମାସ ରହିଲେ।


ସେହି ସନ୍ତାନମାନେ ରକ୍ତମାଂସ ବିଶିଷ୍ଟ ଶରୀର ଧାରଣ କରିଛନ୍ତି। ଅତଏବ ଯୀଶୁ ସେମାନଙ୍କ ଭଳି ରକ୍ତ ମାଂସର ଶରୀର ଧାରଣ କଲେ। ସେହିପରି କରିବା ଦ୍ୱାରା, ଯୀଶୁ ମୃତ୍ୟୁ ଶକ୍ତିର ନିଦାନ ଶୟତାନକୁ ବିନଷ୍ଟ କଲେ।


ଇସ୍ରାଏଲର ସମସ୍ତ ଲୋକ ହିବ୍ରୋଣ ସହରରେ ଦାଉଦଙ୍କ ନିକଟକୁ ଆସିଲେ। ସେମାନେ ଦାଉଦଙ୍କୁ କହିଲେ, “ଆମ୍ଭେମାନେ ତୁମ୍ଭର ନିଜ ମାଂସ ଓ ରକ୍ତ।


କାରଣ ଆମ୍ଭେ ହେଉଛୁ ତାହାଙ୍କ ଶରୀରର ଅଂଶ।


ପୁଣି ତୁମ୍ଭେ ଯାଅ ଅମାସାକୁ କୁହ, ‘ତୁମ୍ଭେ ହେଉଛ ମୋର ପରିବାର ଅଂଶ ସଦସ୍ୟ, ଯଦି ମୁଁ ଯୋୟାବଙ୍କ ସ୍ଥାନରେ ତୁମ୍ଭକୁ ସେନାପତି ନ କରେ ପରମେଶ୍ୱର ମୋତେ ଦଣ୍ତ ଦେବେ।’”


ଅବୀମେଲକ୍ ନିଜର ପିତୃଗୃହ ଅଫ୍ରାକୁ ଗଲା। ସେ ତା'ର ସତୁରି ଜଣ ଭାଇମାନଙ୍କୁ ସେଠାରେ ଗୋଟିଏ ପଥରରେ ହତ୍ୟା କଲା। କିନ୍ତୁ ଯିରୁବ୍ବା‌ଲ୍‌ର କନିଷ୍ଠ ପୁତ୍ର ନିଜକୁ ଲୁଗ୍ଭଇ ରଖିଲା। ତା'ର ନାମ ଯୋଥମ୍ ଥିଲା।


କିନ୍ତୁ ବର୍ତ୍ତମାନ ତୁମ୍ଭେମାନେ ମୋର ପିତାଙ୍କର ପରିବାର ବିରୁଦ୍ଧରେ ବିଦ୍ରୋହ କଲ। ତୁମ୍ଭେ ତାଙ୍କର ସତୁରି ପୁତ୍ରଙ୍କୁ ଗୋଟିଏ ପଥରରେ ହତ୍ୟା କଲ। ତୁମ୍ଭେମାନେ ଅବୀମେଲକକୁ ଶିଖିମ ଉପରେ ତୁମ୍ଭମାନଙ୍କର ରାଜା କରିଅଛ, ସେ ତୁମ୍ଭମାନଙ୍କର ସମ୍ପର୍କୀୟ। ସେ ହେଉଛି ମୋର ପିତାଙ୍କର ଦାସୀ ପୁତ୍ର।


Swiv nou:

Piblisite


Piblisite