Biblia Todo Logo
Bib sou entènèt

- Piblisite -




ବିଚାରକର୍ତ୍ତା 9:3 - ପବିତ୍ର ବାଇବଲ

3 ତାଙ୍କ ମାତାର ଭାଇମାନେ ଶିଖିମର ଲୋକମାନଙ୍କୁ ଏ କଥା ଜଣାଇଲା ପରେ ତାଙ୍କ ପକ୍ଷରେ ଏସବୁ କଥା କହନ୍ତେ ଅବୀମେଲକର ପଶ୍ଚା‌‌ଦ୍‌ଗାମୀ ହେବାକୁ ସେମାନେ ସମ୍ମତି ପ୍ରଦାନ କଲେ। କାରଣ ସେମାନେ କହିଲେ, “ଯାହା ହେଲେ ବି ସେ ଆମ୍ଭର ଭାଇ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତହିଁରେ ତାହାର ମାତାର ଭାଇମାନେ ଶିଖିମ ନିବାସୀ ଲୋକମାନଙ୍କ କର୍ଣ୍ଣଗୋଚରରେ ତାହାର ପକ୍ଷରେ ଏସବୁ କଥା କହନ୍ତେ, ଅବୀମେଲକ୍ର ପଶ୍ଚାଦ୍ଗାମୀ ହେବାକୁ ସେମାନଙ୍କ ମନ ମଙ୍ଗିଲା; କାରଣ ସେମାନେ କହିଲେ, ସେ ଆମ୍ଭମାନଙ୍କର ଭାଇ।

Gade chapit la Kopi

ଓଡିଆ ବାଇବେଲ

3 ତହିଁରେ ତାହାର ମାତାର ଭାଇମାନେ ଶିଖିମ ନିବାସୀ ଲୋକମାନଙ୍କ କର୍ଣ୍ଣଗୋଚରରେ ତାହାର ପକ୍ଷରେ ଏସବୁ କଥା କହନ୍ତେ, ଅବୀମେଲକ୍‍ର ପଶ୍ଚାଦ୍‍ଗାମୀ ହେବାକୁ ସେମାନଙ୍କ ମନ ମଙ୍ଗିଲା; କାରଣ ସେମାନେ କହିଲେ, ସେ ଆମ୍ଭମାନଙ୍କର ଭାଇ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତହିଁରେ ତାହାର ମାତାର ଭାଇମାନେ ଶିଖିମ ନିବାସୀ ଲୋକମାନଙ୍କ କର୍ଣ୍ଣଗୋଚରରେ ତାହାର ପକ୍ଷରେ ଏସବୁ କଥା କହନ୍ତେ, ଅବୀମେଲକ୍‍ର ପଶ୍ଚାଦ୍‍ଗାମୀ ହେବାକୁ ସେମାନଙ୍କ ମନ ମଙ୍ଗିଲା; କାରଣ ସେମାନେ କହିଲେ, ସେ ଆମ୍ଭମାନଙ୍କର ଭାଇ।

Gade chapit la Kopi




ବିଚାରକର୍ତ୍ତା 9:3
4 Referans Kwoze  

ଦିନେ ଲାବନ ଯାକୁବଙ୍କୁ କହିଲେ, “ତୁମ୍ଭେ ମୋର କୁଟୁମ୍ବ ବୋଲି କ’ଣ ବିନା ବର୍ତ୍ତନରେ ମୋର ଦାସକର୍ମ କରିବ? ଏଣୁ କି ବର୍ତ୍ତନ ନେବ? ତାହା କୁହ।”


ଦୁଷ୍ଟ ଲୋକମାନେ ଆପଣା ମନସ୍କାମନା ବିଷୟରେ ଗର୍ବ ଅନୁଭବ କରନ୍ତି ଓ ସେହି ଲୋଭୀ ଲୋକମାନେ ପରମେଶ୍ୱରଙ୍କୁ ଅଭିଶାପ ଦିଅନ୍ତି। ଏହି ଉପାୟରେ ସେହି ମନ୍ଦ ଲୋକମାନେ ଦେଖାଇ ଦେବାକୁ ଗ୍ଭହାନ୍ତି ସେମାନେ ସଦାପ୍ରଭୁଙ୍କୁ ଘୃଣା କରନ୍ତି।


ଏହା ପରେ ଜଣେ ଦୂତ ଦାଉଦଙ୍କ ନିକଟକୁ ଆସି କହିଲା, “ଇସ୍ରାଏଲ ଲୋକମାନଙ୍କର ମନ ଅବଶାଲୋମଙ୍କ ଉପରେ ଅଛି।”


Swiv nou:

Piblisite


Piblisite