ଯିରିମୀୟ 1:14 - ପବିତ୍ର ବାଇବଲ14 ତା'ପରେ ସଦାପ୍ରଭୁ ମୋତେ କହିଲେ, “ଉତ୍ତର ଦିଗରୁ ଏହି ଦେଶବାସୀଙ୍କ ପ୍ରତି ଏକ ଭୟଙ୍କର ବିପତ୍ତି ମାଡ଼ି ଆସିବ।” Gade chapit laପବିତ୍ର ବାଇବଲ (Re-edited) - (BSI)14 ତହିଁରେ ସଦାପ୍ରଭୁ ମୋତେ କହିଲେ, ଉତ୍ତର ଦିଗରୁ ଏହି ଦେଶନିବାସୀ ସମସ୍ତଙ୍କ ଉପରେ ଅମଙ୍ଗଳ ମାଡ଼ି ଆସିବ। Gade chapit laଓଡିଆ ବାଇବେଲ14 ତହିଁରେ ସଦାପ୍ରଭୁ ମୋତେ କହିଲେ, “ଉତ୍ତର ଦିଗରୁ ଏହି ଦେଶନିବାସୀ ସମସ୍ତଙ୍କ ଉପରେ ଅମଙ୍ଗଳ ମାଡ଼ି ଆସିବ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତହିଁରେ ସଦାପ୍ରଭୁ ମୋତେ କହିଲେ, “ଉତ୍ତର ଦିଗରୁ ଏହି ଦେଶ ନିବାସୀ ସମସ୍ତଙ୍କ ଉପରେ ଅମଙ୍ଗଳ ମାଡ଼ି ଆସିବ। Gade chapit la |
ପୁଣି ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥ ସମସ୍ତ ପରିବାରବର୍ଗକୁ ଆଣିବା। ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ଆଣିବା। ପୁଣି ସେମାନଙ୍କୁ ନେଇ ଯିହୁଦା ଓ ଯିହୁଦା ନିବାସୀଙ୍କ ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଗୋଷ୍ଠୀ ବିରୁଦ୍ଧରେ ଛିଡ଼ା କରାଇବା। ଆଉ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ବିନାଶ କରିବା। ସେହି ଦେଶକୁ ଚିରକାଳ ଏକ ଶୂନ୍ୟ ପ୍ରାନ୍ତରରେ ପରିଣତ କରିବା। ତାହାକୁ ଦେଖି ଲୋକମାନେ ବିସ୍ମୟରେ ଓ ଶୀସ୍ ଶବ୍ଦ କରିବେ।