ଯିରିମୀୟ 1:18 - ପବିତ୍ର ବାଇବଲ18 କାରଣ ଦେଖ, ଆଜି ତୁମ୍ଭକୁ ଆମ୍ଭେ ସମଗ୍ର ଦେଶ, ଯିହୁଦାର ରାଜଗଣ, ତହିଁର ଅଧିପତିଗଣ, ତହିଁର ଯାଜକଗଣ ଓ ଦେଶସ୍ଥ ଲୋକମାନଙ୍କ ବିରୁଦ୍ଧରେ ଏକ ଦୃଢ଼ ନଗର, ଲୌହସ୍ତମ୍ଭ ଓ ପିତ୍ତଳର ପ୍ରାଚୀର ସ୍ୱରୂପ କଲୁ। Gade chapit laପବିତ୍ର ବାଇବଲ (Re-edited) - (BSI)18 କାରଣ ଦେଖ, ଆମ୍ଭେ ଆଜି ସମଗ୍ର ଦେଶ ବିରୁଦ୍ଧରେ, ଯିହୁଦାର ରାଜଗଣ ବିରୁଦ୍ଧରେ, ତହିଁର ଅଧିପତିଗଣର ବିରୁଦ୍ଧରେ, ତହିଁର ଯାଜକମାନଙ୍କ ବିରୁଦ୍ଧରେ ଓ ଦେଶସ୍ଥ ଲୋକମାନଙ୍କ ବିରୁଦ୍ଧରେ, ତୁମ୍ଭକୁ ଏକ ଦୃଢ଼ ନଗର ଓ ଲୌହସ୍ତମ୍ଭ ଓ ପିତ୍ତଳର ପ୍ରାଚୀର ସ୍ଵରୂପ କଲୁ। Gade chapit laଓଡିଆ ବାଇବେଲ18 କାରଣ ଦେଖ, ଆମ୍ଭେ ଆଜି ସମଗ୍ର ଦେଶ ବିରୁଦ୍ଧରେ, ଯିହୁଦାର ରାଜାଗଣ ବିରୁଦ୍ଧରେ, ତହିଁର ଅଧିପତିଗଣର ବିରୁଦ୍ଧରେ, ତହିଁର ଯାଜକମାନଙ୍କ ବିରୁଦ୍ଧରେ ଓ ଦେଶସ୍ଥ ଲୋକମାନଙ୍କ ବିରୁଦ୍ଧରେ, ତୁମ୍ଭକୁ ଏକ ଦୃଢ଼ ନଗର, ଲୌହସ୍ତମ୍ଭ ଓ ପିତ୍ତଳର ପ୍ରାଚୀର ସ୍ୱରୂପ କଲୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 କାରଣ ଦେଖ, ଆମ୍ଭେ ଆଜି ସମଗ୍ର ଦେଶ ବିରୁଦ୍ଧରେ, ଯିହୁଦାର ରାଜାଗଣ ବିରୁଦ୍ଧରେ, ତହିଁର ଅଧିପତିଗଣର ବିରୁଦ୍ଧରେ, ତହିଁର ଯାଜକମାନଙ୍କ ବିରୁଦ୍ଧରେ ଓ ଦେଶସ୍ଥ ଲୋକମାନଙ୍କ ବିରୁଦ୍ଧରେ, ତୁମ୍ଭକୁ ଏକ ଦୃଢ଼ ନଗର, ଲୌହସ୍ତମ୍ଭ ଓ ପିତ୍ତଳର ପ୍ରାଚୀର ସ୍ୱରୂପ କଲୁ। Gade chapit la |
ଯେ ବିଜୟୀ ହୁଏ, ତାହାକୁ ମୁଁ ମୋର ପରମେଶ୍ୱରଙ୍କ ମନ୍ଦିରରେ ଗୋଟିଏ ସ୍ତମ୍ଭ ସ୍ୱରୂପ ରଖିବି। ସେ କଦାପି ସେଠାରୁ ସ୍ଥାନଚ୍ୟୁତ ହେବ ନାହିଁ। ମୁଁ ସେହି ଲୋକ ଉପରେ ପରମେଶ୍ୱରଙ୍କ ନାମ ଲେଖିବି। ମୋ’ ପରମେଶ୍ୱରଙ୍କର ନଗରର ନାମ ମଧ୍ୟ ମୁଁ ତା’ ଉପରେ ଲେଖିବି। ଏହି ନଗରର ନାମ “ନୂତନ ଯିରୁଶାଲମ”। ସେହି ନଗର ମୋହର ପରମେଶ୍ୱରଙ୍କଠାରୁ ସ୍ୱର୍ଗରୁ ଆସୁଅଛି। ମୁଁ ମୋର ନୂତନ ନାମ ମଧ୍ୟ ସେହି ଲୋକ ଉପରେ ଲେଖିବି।
କିନ୍ତୁ ସଦାପ୍ରଭୁ ମୋ’ ପାଖେ ପାଖେ ଅଛନ୍ତି। ସେ ଜଣେ ବୀର ସୈନିକ ସଦୃଶ ମୋତେ ଆଶ୍ରୟ ଦେଇଅଛନ୍ତି। ତେଣୁ ମୋର ତାଡ଼ନାକାରୀମାନେ ବିଫଳ ହେବେ ଓ ମୋତେ ପରାସ୍ତ କରି ପାରିବେ ନାହିଁ। ସେମାନେ ଘୋର ଅପମାନିତ ହେବେ କାରଣ ସେମାନେ ଯାହା କରିବାକୁ ଆରମ୍ଭ କରିଛନ୍ତି ତାହା ସଫଳତାର ସହିତ ଶେଷ କରି ପାରିବେ ନାହିଁ। ତାଙ୍କର ଏହି ଅପମାନ ନିତ୍ୟସ୍ଥାୟୀ ହେବ ଓ ଲୋକେ ତାହା ଭୁଲିବେ ନାହିଁ।