ଯିରିମୀୟ 1:9 - ପବିତ୍ର ବାଇବଲ9 ସେତେବେଳେ ସଦାପ୍ରଭୁ ଆପଣା ହସ୍ତ ବଢ଼ାଇ ମୋର ପାଟି ସ୍ପର୍ଶ କଲେ ଓ ମୋତେ କହିଲେ, “ହେ ଯିରିମିୟ, ଆମ୍ଭେ ଆପଣା ବାକ୍ୟ ତୁମ୍ଭ ମୁଖରେ ଦେଲୁ। Gade chapit laପବିତ୍ର ବାଇବଲ (Re-edited) - (BSI)9 ସେତେବେଳେ ସଦାପ୍ରଭୁ ଆପଣା ହସ୍ତ ବଢ଼ାଇ ମୋର ମୁଖ ସ୍ପର୍ଶ କଲେ; ଆଉ, ସଦାପ୍ରଭୁ ମୋତେ କହିଲେ, ଦେଖ, ଆମ୍ଭେ ଆପଣା ବାକ୍ୟ ତୁମ୍ଭ ମୁଖରେ ଦେଲୁ; Gade chapit laଓଡିଆ ବାଇବେଲ9 ସେତେବେଳେ ସଦାପ୍ରଭୁ ଆପଣା ହସ୍ତ ବଢ଼ାଇ ମୋର ମୁଖ ସ୍ପର୍ଶ କଲେ; ଆଉ, ସଦାପ୍ରଭୁ ମୋତେ କହିଲେ, “ଦେଖ, ଆମ୍ଭେ ଆପଣା ବାକ୍ୟ ତୁମ୍ଭ ମୁଖରେ ଦେଲୁ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେତେବେଳେ ସଦାପ୍ରଭୁ ଆପଣା ହସ୍ତ ବଢ଼ାଇ ମୋର ମୁଖ ସ୍ପର୍ଶ କଲେ; ଆଉ, ସଦାପ୍ରଭୁ ମୋତେ କହିଲେ, “ଦେଖ, ଆମ୍ଭେ ଆପଣା ବାକ୍ୟ ତୁମ୍ଭ ମୁଖରେ ଦେଲୁ; Gade chapit la |
ପରମେଶ୍ୱର ତୁମ୍ଭମାନଙ୍କ ପାଇଁ ପବିତ୍ର ଭବିଷ୍ୟଦ୍ବକ୍ତାମାନଙ୍କୁ ପଠାଇବେ। କାରଣ ତୁମ୍ଭେମାନେ ଏପରି କରିବାକୁ କହିଥିଲ। ଯେତେବେଳେ ତୁମ୍ଭେମାନେ ହୋରେବ ପର୍ବତ ନିକଟରେ ଏକତ୍ରିତ ହୋଇଥିଲ, ତୁମ୍ଭେମାନେ ସଦାପ୍ରଭୁ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରିଥିଲ। ଆମ୍ଭେ ଯେମନ୍ତ ମରୁ, ‘ଏଥିପାଇଁ ସଦାପ୍ରଭୁ ଆମ୍ଭ ପରମେଶ୍ୱରଙ୍କ ବାକ୍ୟ ପୁନର୍ବାର ନ ଶୁଣୁ କିଅବା ଏହି ମହାଗ୍ନି ଆଉ ଯେପରି ନ ଦେଖୁ, ନଚେତ୍ ଆମ୍ଭେ ସବୁ ମରିଯିବୁ।’