ଯିରିମୀୟ 10:10 - ପବିତ୍ର ବାଇବଲ10 ମାତ୍ର ସଦାପ୍ରଭୁ ସତ୍ୟ ପରମେଶ୍ୱର ଅଟନ୍ତି। ସେ ଜୀବନ୍ତ ପରମେଶ୍ୱର ଓ ଅନନ୍ତକାଳସ୍ଥାୟୀ ରାଜା। ଯେତେବେଳେ ସେ କୋପ କରନ୍ତି ପୃଥିବୀ କମ୍ପିତ ହୁଏ। ବିଦେଶୀ ରାଷ୍ଟ୍ର ତାଙ୍କ କ୍ରୋଧ ସହ୍ୟ କରି ପାରିବେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)10 ମାତ୍ର ସଦାପ୍ରଭୁ ସତ୍ୟ ପରମେଶ୍ଵର ଅଟନ୍ତି; ସେ ଜୀବତ ପରମେଶ୍ଵର ଓ ଅନ; କାଳସ୍ଥାୟୀ ରାଜା; ତାହାଙ୍କ କୋପରେ ପୃଥିବୀ କମ୍ପିତ ହୁଏ, ପୁଣି ସର୍ବଦେଶୀୟମାନେ ତାହାଙ୍କର କ୍ରୋଧ ସହି ପାରନ୍ତି ନାହିଁ। Gade chapit laଓଡିଆ ବାଇବେଲ10 ମାତ୍ର ସଦାପ୍ରଭୁ ସତ୍ୟ ପରମେଶ୍ୱର ଅଟନ୍ତି; ସେ ଜୀବିତ ପରମେଶ୍ୱର ଓ ଅନନ୍ତ କାଳସ୍ଥାୟୀ ରାଜା; ତାହାଙ୍କ କୋପରେ ପୃଥିବୀ କମ୍ପିତ ହୁଏ, ପୁଣି ସର୍ବଦେଶୀୟମାନେ ତାହାଙ୍କର କ୍ରୋଧ ସହି ପାରନ୍ତି ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ମାତ୍ର ସଦାପ୍ରଭୁ ସତ୍ୟ ପରମେଶ୍ୱର ଅଟନ୍ତି; ସେ ଜୀବିତ ପରମେଶ୍ୱର ଓ ଅନନ୍ତକାଳସ୍ଥାୟୀ ରାଜା; ତାହାଙ୍କ କୋପରେ ପୃଥିବୀ କମ୍ପିତ ହୁଏ, ପୁଣି ସର୍ବଦେଶୀୟମାନେ ତାହାଙ୍କର କ୍ରୋଧ ସହି ପାରନ୍ତି ନାହିଁ। Gade chapit la |
“ହେ ଲୋକମାନେ ତୁମ୍ଭେମାନେ ଏପରି କାହିଁକି କରୁଛ? ଆମ୍ଭେ ତୁମ୍ଭମାନଙ୍କ ପରି କେବଳ ମଣିଷ। ଆମ୍ଭେ ତୁମ୍ଭମାନଙ୍କୁ ସୁସମାଗ୍ଭର କହିବା ପାଇଁ ଆସିଛୁ। ତୁମ୍ଭମାନଙ୍କୁ ଏହି ମୂଲ୍ୟହୀନ ବିଷୟ ଗୁଡ଼ିକଠାରୁ ଦୂରେଇ ରହି ଜୀବନ୍ତ ପରମେଶ୍ୱରଙ୍କ ଆଡ଼କୁ ଫେରାଇବା ପାଇଁ ଆମ୍ଭେ ଆସିଛୁ। ସେହି ପରମେଶ୍ୱର ଆକାଶ, ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସମସ୍ତ ବିଷୟ ସୃଷ୍ଟି କରିଛନ୍ତି।
ଏହି ଆଦେଶ ସେହିମାନଙ୍କୁ ଦିଅ, ଯେଉଁମାନେ ଏ ପୃଥିବୀରେ ଧନୀ ଅଟନ୍ତି। ସେମାନଙ୍କୁ ଗର୍ବ ନ କରିବା ପାଇଁ କୁହ। ସେମାନଙ୍କୁ କୁହ ଯେ ସେମାନେ ନିଜ ଧନର ନୁହେଁ, ମାତ୍ର ପରମେଶ୍ୱରଙ୍କର ଆଶ୍ରୟ ନେବା ଉଚିତ୍। ଧନ ଉପରେ ଆସ୍ଥା ରଖ ନାହିଁ। କିନ୍ତୁ ପରମେଶ୍ୱର ପ୍ରତ୍ୟେକ ବସ୍ତୁ ଯଥେଷ୍ଟ ପରିମାଣରେ ଆମ୍ଭକୁ ପ୍ରଦାନ କରନ୍ତି। ସେ ଭୋଗ କରିବା ପାଇଁ ଆମ୍ଭକୁ ପ୍ରତ୍ୟେକ ଜିନିଷ ଦିଅନ୍ତି।