ଯିରିମୀୟ 10:15 - ପବିତ୍ର ବାଇବଲ15 ସେହି ମୂର୍ତ୍ତିଗୁଡ଼ିକ ଅସାର ଓ ପରିହାସଯୋଗୀ। ଯେତେବେଳେ ସେମାନଙ୍କର ବିନାଶ ସମୟ ଆସିବ, ସେମାନେ ଧ୍ୱଂସ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)15 ସେସବୁ ଅସାର ଓ ଭ୍ରାନ୍ତିର କର୍ମ; ସେମାନେ ଆପଣା ପ୍ରତିଫଳ ପାଇବା ସମୟରେ ବିନଷ୍ଟ ହେବେ। Gade chapit laଓଡିଆ ବାଇବେଲ15 ସେସବୁ ଅସାର ଓ ଭ୍ରାନ୍ତିର କର୍ମ; ସେମାନେ ଆପଣା ପ୍ରତିଫଳ ପାଇବା ସମୟରେ ବିନଷ୍ଟ ହେବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେସବୁ ଅସାର ଓ ଭ୍ରାନ୍ତିର କର୍ମ; ସେମାନେ ଆପଣା ପ୍ରତିଫଳ ପାଇବା ସମୟରେ ବିନଷ୍ଟ ହେବେ। Gade chapit la |
“ହେ ଲୋକମାନେ ତୁମ୍ଭେମାନେ ଏପରି କାହିଁକି କରୁଛ? ଆମ୍ଭେ ତୁମ୍ଭମାନଙ୍କ ପରି କେବଳ ମଣିଷ। ଆମ୍ଭେ ତୁମ୍ଭମାନଙ୍କୁ ସୁସମାଗ୍ଭର କହିବା ପାଇଁ ଆସିଛୁ। ତୁମ୍ଭମାନଙ୍କୁ ଏହି ମୂଲ୍ୟହୀନ ବିଷୟ ଗୁଡ଼ିକଠାରୁ ଦୂରେଇ ରହି ଜୀବନ୍ତ ପରମେଶ୍ୱରଙ୍କ ଆଡ଼କୁ ଫେରାଇବା ପାଇଁ ଆମ୍ଭେ ଆସିଛୁ। ସେହି ପରମେଶ୍ୱର ଆକାଶ, ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସମସ୍ତ ବିଷୟ ସୃଷ୍ଟି କରିଛନ୍ତି।
ଭବିଷ୍ୟଦ୍ବକ୍ତା କହନ୍ତି, “ଇସ୍ରାଏଲ, ଏହି ନୀତିଗୁଡ଼ିକ ଶିକ୍ଷାକର। ଦଣ୍ତ ପାଇବା ସମୟ ଆସିଯାଇଛି। ତୁମ୍ଭେ ଯେଉଁ ମନ୍ଦକାର୍ଯ୍ୟ କରିଥିଲ ତା'ର ଫଳ ପାଇବା ସମୟ ଆସି ଯାଇଛି।” କିନ୍ତୁ ଇସ୍ରାଏଲର ଲୋକେ କହନ୍ତି, “ଭବିଷ୍ୟଦ୍ବକ୍ତା ଜଣେ ନିର୍ବୋଧ। ପରମେଶ୍ୱରଙ୍କ ଆତ୍ମା ସହିତ ଏହି ବ୍ୟକ୍ତି ପାଗଳ।” ଭବିଷ୍ୟଦ୍ବକ୍ତା କହନ୍ତି, “ତୁମ୍ଭେମାନେ ତୁମ୍ଭମାନଙ୍କ ଜଘନ୍ୟ ପାପ ଲାଗି ଦଣ୍ତିତ ହେବ। ତୁମ୍ଭମାନଙ୍କ ଘୃଣା ଭାବ ଯୋଗୁଁ ଦଣ୍ତିତ ହେବ।”