Biblia Todo Logo
Bib sou entènèt

- Piblisite -




ଯିରିମୀୟ 11:1 - ପବିତ୍ର ବାଇବଲ

1 ଯିରିମିୟଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା। ତାହା ହେଉଛି ଏହି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; ଯଥା,

Gade chapit la Kopi

ଓଡିଆ ବାଇବେଲ

1 ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; ଯଥା,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; ଯଥା,

Gade chapit la Kopi




ଯିରିମୀୟ 11:1
3 Referans Kwoze  

ଯଦି ତୁମ୍ଭେ ଆପଣା କୋପ ଢାଳୁଅଛ, ତେବେ ଅନ୍ୟ ଦେଶୀୟମାନଙ୍କ ଉପରେ ଢାଳିଦିଅ। କାରଣ ସେମାନେ ତୁମ୍ଭକୁ ଜାଣନ୍ତି ନାହିଁ କି ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ। ସେମାନେ ଯାକୁବକୁ ଗ୍ରାସ କରିଅଛନ୍ତି ଓ ସେମାନେ ଇସ୍ରାଏଲ ବଂଶକୁ ବିନାଶ କରିଅଛନ୍ତି ଓ ତାହାର ବାସସ୍ଥାନ ଉଚ୍ଛିନ୍ନ କରିଛନ୍ତି।


“ହେ ଯିରିମିୟ, ତୁମ୍ଭେ ଏହି ନିୟମର ବାକ୍ୟ ଶୁଣ। ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ ଏହା ଜଣାଅ।


ତତ୍ପରେ ସଦାପ୍ରଭୁ ଏଲିୟଙ୍କୁ କହିଲେ,


Swiv nou:

Piblisite


Piblisite