ଯିରିମୀୟ 11:13 - ପବିତ୍ର ବାଇବଲ13 “ହେ ଯିହୁଦାର ଲୋକମାନେ, ତୁମ୍ଭମାନଙ୍କର ମୂର୍ତ୍ତିମାନଙ୍କର ସଂଖ୍ୟା ସେଠାରେ ଅଧିବାସୀମାନଙ୍କ ସହିତ ସମାନ। ଯିରୁଶାଲମର ରାଜପଥଗୁଡ଼ିକର ସଂଖ୍ୟା ପରି, ତୁମ୍ଭେମାନେ ବହୁତ ବେଦି ନିର୍ମାଣ କଲ, ବାଲ୍ ନିମନ୍ତେ ସୁଗନ୍ଧି ଧୂପ ଜଳାଇବା ପାଇଁ। Gade chapit laପବିତ୍ର ବାଇବଲ (Re-edited) - (BSI)13 କାରଣ ହେ ଯିହୁଦା, ତୁମ୍ଭର ନଗରସମୂହର ସଂଖ୍ୟାନୁସାରେ ତୁମ୍ଭର ଦେବଗଣ ଅଛନ୍ତି; ପୁଣି, ତୁମ୍ଭେମାନେ ଯିରୂଶାଲମର ସଡ଼କସମୂହର ସଂଖ୍ୟାନୁସାରେ, ଲଜ୍ଜାସ୍ପଦ ବସ୍ତୁ ଉଦ୍ଦେଶ୍ୟରେ ଯଜ୍ଞବେଦି, ଅର୍ଥାତ୍, ବାଲ୍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇବା ନିମନ୍ତେ ଯଜ୍ଞବେଦି ସ୍ଥାପନ କରିଅଛ। Gade chapit laଓଡିଆ ବାଇବେଲ13 କାରଣ ହେ ଯିହୁଦା, ତୁମ୍ଭର ନଗରସମୂହର ସଂଖ୍ୟାନୁସାରେ ତୁମ୍ଭର ଦେବଗଣ ଅଛନ୍ତି; ପୁଣି, ତୁମ୍ଭେମାନେ ଯିରୂଶାଲମର ସଡ଼କସମୂହର ସଂଖ୍ୟାନୁସାରେ, ଲଜ୍ଜାସ୍ପଦ ବସ୍ତୁ ଉଦ୍ଦେଶ୍ୟରେ ଯଜ୍ଞବେଦି, ଅର୍ଥାତ୍, ବାଲ୍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ନିମନ୍ତେ ଯଜ୍ଞବେଦି ସ୍ଥାପନ କରିଅଛ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 କାରଣ ହେ ଯିହୁଦା, ତୁମ୍ଭର ନଗରସମୂହର ସଂଖ୍ୟାନୁସାରେ ତୁମ୍ଭର ଦେବଗଣ ଅଛନ୍ତି; ପୁଣି, ତୁମ୍ଭେମାନେ ଯିରୂଶାଲମର ସଡ଼କସମୂହର ସଂଖ୍ୟାନୁସାରେ, ଲଜ୍ଜାସ୍ପଦ ବସ୍ତୁ ଉଦ୍ଦେଶ୍ୟରେ ଯଜ୍ଞବେଦି, ଅର୍ଥାତ୍, ବାଲ୍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ନିମନ୍ତେ ଯଜ୍ଞବେଦି ସ୍ଥାପନ କରିଅଛ। Gade chapit la |
“ସେମାନେ ହିନ୍ନୋମ ପୁତ୍ରର ଉପତ୍ୟକାରେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି। ସେମାନେ ମୋଲକର ଉଦ୍ଦେଶ୍ୟରେ ଆପଣା ପୁତ୍ରକନ୍ୟାଗଣଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ପାଇଁ ଏସବୁ ନିର୍ମାଣ କରିଛନ୍ତି। ମାତ୍ର ଏସବୁ ଘୃଣ୍ୟକର୍ମ କରିବା ପାଇଁ ଆମ୍ଭେ ଆଜ୍ଞା ଦେଇ ନାହୁଁ କିଅବା ଆମ୍ଭ ମନରେ ତାହା ଉଦୟ ହୋଇ ନାହିଁ। ଯିହୁଦାକୁ ପାପ କରାଇବା ପାଇଁ ସେମାନେ ଏହା କରିଛନ୍ତି।
କାରଣ ଯିହୁଦାବାସୀମାନେ ଆମ୍ଭକୁ ପରିତ୍ୟାଗ କରିଛନ୍ତି। ସେମାନେ ଏହି ସ୍ଥାନକୁ ପରଦେଶୀୟ ଦେବଗଣରେ ପରିପୂର୍ଣ୍ଣ କରିଛନ୍ତି। ସେମାନେ ପୂର୍ବରୁ ପୂଜା କରୁ ନ ଥିବା ଦେବଗଣଙ୍କ ନିକଟରେ ଧୂପ ଜଳାଇଛନ୍ତି। ସେମାନଙ୍କର ପୂର୍ବପୁରୁଷଗଣ ଓ ଯିହୁଦାର ରାଜାଗଣ ଯେଉଁ ଦେବଗଣଙ୍କୁ ଜାଣି ନ ଥିଲେ ସେହିମାନଙ୍କୁ ସେମାନେ ଅନୁସରଣ କରୁଛନ୍ତି। ଏହି ସ୍ଥାନକୁ ନିର୍ଦ୍ଦୋଷମାନଙ୍କ ରକ୍ତରେ ପରିପୂର୍ଣ୍ଣ କରିଅଛନ୍ତି।
ଆମ୍ଭେମାନେ ନିଜ ଲଜ୍ଜାରେ ଅବନତ ହେଉ। ଆମ୍ଭମାନଙ୍କର ଅପମାନ ଆମ୍ଭମାନଙ୍କୁ ଆଚ୍ଛାଦନ କରୁ। କାରଣ ଆମ୍ଭେମାନେ ଓ ଆମ୍ଭମାନଙ୍କର ପୂର୍ବପୁରୁଷଗଣ ବାଲ୍ୟକାଳରୁ ଅଦ୍ୟାବଧି ଆମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ। ଆଉ ଆମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ। ଆଉ ଆମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ବାକ୍ୟକୁ ଅବମାନନା କରିଅଛୁ।’”