ଯିରିମୀୟ 11:21 - ପବିତ୍ର ବାଇବଲ21 ଅନାଥୋତର ଲୋକମାନେ ଯିରିମିୟଙ୍କୁ ହତ୍ୟା କରିବାକୁ ଯୋଜନା କରୁଥିଲେ। ସେହି ଲୋକମାନେ ଯିରିମିୟଙ୍କୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କର ନାହିଁ, କଲେ ଆମ୍ଭେମାନେ ତୁମ୍ଭକୁ ହତ୍ୟା କରିବୁ।” ତେଣୁ ସଦାପ୍ରଭୁ ସେମାନଙ୍କ ବିଷୟରେ ଏକ ସିଦ୍ଧାନ୍ତ ନେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)21 ଏହେତୁ ଅନାଥୋତ୍ ଲୋକମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, ସେମାନେ ତୁମ୍ଭର ପ୍ରାଣ ଅନ୍ଵେଷଣ କରି କହନ୍ତି, ତୁମ୍ଭେ ଯେପରି ଆମ୍ଭମାନଙ୍କ ହସ୍ତରେ ହତ ନ ହୁଅ, ଏଥିପାଇଁ ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର ନାହିଁ Gade chapit laଓଡିଆ ବାଇବେଲ21 ଏହେତୁ ଅନାଥୋତ୍ ଲୋକମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, ସେମାନେ ତୁମ୍ଭର ପ୍ରାଣ ଅନ୍ୱେଷଣ କରି କହନ୍ତି, ତୁମ୍ଭେ ଯେପରି ଆମ୍ଭମାନଙ୍କ ହସ୍ତରେ ହତ ନ ହୁଅ, ଏଥିପାଇଁ ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର ନାହିଁ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏହେତୁ “ଅନାଥୋତ୍ ଲୋକମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, ସେମାନେ ତୁମ୍ଭର ପ୍ରାଣ ଅନ୍ୱେଷଣ କରି କହନ୍ତି, ତୁମ୍ଭେ ଯେପରି ଆମ୍ଭମାନଙ୍କ ହସ୍ତରେ ହତ ନ ହୁଅ, ଏଥିପାଇଁ ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର ନାହିଁ; Gade chapit la |
ମୁଁ ବହୁବାର ଅପବାଦ ଶୁଣିଅଛି। ମୋର ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ଏପରିକି ମୋର ମିତ୍ରମାନେ ମଧ୍ୟ ମୋର ଦୋଷ ଦେଖନ୍ତି ଓ ଲୋକମାନେ ମୋର ତ୍ରୁଟିକୁ ଅପେକ୍ଷା କରନ୍ତି। ସେମାନେ ଅଭିଯୋଗ କରି କହନ୍ତି, “ଆମ୍ଭେମାନେ ଯିରିମିୟଙ୍କ ବିରୁଦ୍ଧରେ ମିଥ୍ୟା ଓ ମନ୍ଦକଥା କହିବା, ତୁମ୍ଭେମାନେ ମଧ୍ୟ ତାହା କହିବ। ତାହାହେଲେ ଆମ୍ଭେମାନେ ତାକୁ ପରାସ୍ତ କରିବା ଓ ତା’ ଉପରେ ପ୍ରତିଶୋଧ ନେଇପାରିବା।”