ଯିରିମୀୟ 12:15 - ପବିତ୍ର ବାଇବଲ15 ପୁଣି ସେମାନଙ୍କୁ ଉତ୍ପାଟନ କଲାପରେ ଆମ୍ଭେ ଫେରି ସେମାନଙ୍କୁ ଦୟା କରିବା। ପୁଣି ପ୍ରତ୍ୟେକ ଲୋକକୁ ତାହାର ଅଧିକାରକୁ ଓ ପ୍ରତ୍ୟେକ ଲୋକକୁ ତାହାର ଜମିକୁ ଫେରାଇ ଆଣିବା। Gade chapit laପବିତ୍ର ବାଇବଲ (Re-edited) - (BSI)15 ପୁଣି, ସେମାନଙ୍କୁ ଉତ୍ପାଟନ କଲା ଉତ୍ତାରେ ଆମ୍ଭେ ଫେରି ସେମାନଙ୍କୁ ଦୟା କରିବା ଓ ଆମ୍ଭେ ସେମାନଙ୍କର ପ୍ରତ୍ୟେକ ଲୋକକୁ ତାହାର ଅଧିକାରକୁ ଓ ପ୍ରତ୍ୟେକ ଲୋକକୁ ତାହାର ଭୂମିକି ପୁନର୍ବାର ଆଣିବା। Gade chapit laଓଡିଆ ବାଇବେଲ15 ପୁଣି, ସେମାନଙ୍କୁ ଉତ୍ପାଟନ କଲା ଉତ୍ତାରେ ଆମ୍ଭେ ଫେରି ସେମାନଙ୍କୁ ଦୟା କରିବା ଓ ଆମ୍ଭେ ସେମାନଙ୍କର ପ୍ରତ୍ୟେକ ଲୋକକୁ ତାହାର ଅଧିକାରକୁ ଓ ପ୍ରତ୍ୟେକ ଲୋକକୁ ତାହାର ଭୂମିକି ପୁନର୍ବାର ଆଣିବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି, ସେମାନଙ୍କୁ ଉତ୍ପାଟନ କଲା ଉତ୍ତାରେ ଆମ୍ଭେ ଫେରି ସେମାନଙ୍କୁ ଦୟା କରିବା ଓ ଆମ୍ଭେ ସେମାନଙ୍କର ପ୍ରତ୍ୟେକ ଲୋକକୁ ତାହାର ଅଧିକାରକୁ ଓ ପ୍ରତ୍ୟେକ ଲୋକକୁ ତାହାର ଭୂମିକୁ ପୁନର୍ବାର ଆଣିବା। Gade chapit la |
ଆମ୍ଭେ ଇସ୍ରାଏଲକୁ ବନ୍ଦୀରୁ ମୁକ୍ତ କରିବା ଏବଂ ସେମାନଙ୍କୁ ସେମାନଙ୍କର ଭୂମିକୁ ଫେରାଇ ଆଣିବା। ସେମାନେ ଧ୍ୱଂସ ବିଧ୍ୱଂସ ନଗରଗୁଡ଼ିକୁ ପୁନଃନିର୍ମାଣ କରିବେ ଏବଂ ସେହି ନଗରୀରେ ବାସ କରିବେ। ସେମାନେ ଦ୍ରାକ୍ଷାବୃକ୍ଷ କ୍ଷେତରେ ରୋପଣ କରିବେ ଏବଂ ଦ୍ରାକ୍ଷାରସ ପିଇବେ, ଯାହା ସେଠାକାର ଦ୍ରାକ୍ଷାଫଳରୁ ପ୍ରସ୍ତୁତ ହୁଏ। ସେମାନେ ମଧ୍ୟ ଗ୍ଭଷ କରିବେ ଓ ଉତ୍ପାଦିତ ଶସ୍ୟକୁ ଭକ୍ଷ୍ୟଣ କରିବେ।