ଯିରିମୀୟ 12:16 - ପବିତ୍ର ବାଇବଲ16 ଆମ୍ଭେ ଗ୍ଭହୁଁ ସେହି ଲୋକମାନେ ଉତ୍ତମ ଶିକ୍ଷା ଲାଭ କରନ୍ତୁ। ଅତୀତରେ ସେମାନେ ଯେପରି ବାଲ୍ଦେବ ନାମରେ ଶପଥ କରିବା ପାଇଁ ଆମ୍ଭ ଲୋକମାନଙ୍କୁ ଶିଖାଇଲେ, ସେହିପରି ‘ସଦାପ୍ରଭୁ ଜୀବିତ’ ବୋଲି ଆମ୍ଭ ନାମରେ ଶପଥ କରିବା ପାଇଁ ଯେବେ ଆମ୍ଭର ଲୋକମାନଙ୍କୁ ଯତ୍ନ ପୂର୍ବକ ଶିଖାଇବେ, ତେବେ ଆମ୍ଭ ଲୋକମାନଙ୍କ ସହିତ ବାସ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)16 ଆଉ, ସେମାନେ ଯେପରି ବାଲ୍ଦେବ ନାମରେ ଶପଥ କରିବା ପାଇଁ ଆମ୍ଭ ଲୋକମାନଙ୍କୁ ଶିଖାଇଲେ, ସେପରି ସଦାପ୍ରଭୁ ଜୀବିତ ବୋଲି, ଆମ୍ଭ ନାମରେ ଶପଥ କରିବା ପାଇଁ ଯେବେ ଆମ୍ଭ ଲୋକମାନଙ୍କର ଆଚରଣ ଯନିପୂର୍ବକ ଶିଖିବେ, ତେବେ ସେମାନେ ଆମ୍ଭ ଲୋକ-ମାନଙ୍କ ମଧ୍ୟରେ ସ୍ଥାପିତ ହେବେ। Gade chapit laଓଡିଆ ବାଇବେଲ16 ଆଉ, ସେମାନେ ଯେପରି ବାଲ୍ଦେବ ନାମରେ ଶପଥ କରିବା ପାଇଁ ଆମ୍ଭ ଲୋକମାନଙ୍କୁ ଶିଖାଇଲେ, ସେପରି ସଦାପ୍ରଭୁ ଜୀବିତ ବୋଲି, ଆମ୍ଭ ନାମରେ ଶପଥ କରିବା ପାଇଁ ଯଦି ଆମ୍ଭ ଲୋକମାନଙ୍କର ଆଚରଣ ଯତ୍ନପୂର୍ବକ ଶିଖିବେ, ତେବେ ସେମାନେ ଆମ୍ଭ ଲୋକମାନଙ୍କ ମଧ୍ୟରେ ସ୍ଥାପିତ ହେବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆଉ, ସେମାନେ ଯେପରି ବାଲ୍ଦେବ ନାମରେ ଶପଥ କରିବା ପାଇଁ ଆମ୍ଭ ଲୋକମାନଙ୍କୁ ଶିଖାଇଲେ, ସେପରି ସଦାପ୍ରଭୁ ଜୀବିତ ବୋଲି, ଆମ୍ଭ ନାମରେ ଶପଥ କରିବା ପାଇଁ ଯଦି ଆମ୍ଭ ଲୋକମାନଙ୍କର ଆଚରଣ ଯତ୍ନପୂର୍ବକ ଶିଖିବେ, ତେବେ ସେମାନେ ଆମ୍ଭ ଲୋକମାନଙ୍କ ମଧ୍ୟରେ ସ୍ଥାପିତ ହେବେ। Gade chapit la |
ପରମେଶ୍ୱର ପୁଣି କହିଲେ, “ହେ ଯିହୁଦା, ତୁମ୍ଭେ ଗୋଟିଏ କାରଣ ଦିଅ, ଆମ୍ଭେ ତୁମ୍ଭକୁ କାହିଁକି କ୍ଷମା କରିବା? ତୁମ୍ଭର ସନ୍ତାନମାନେ ଆମ୍ଭକୁ ପରିତ୍ୟାଗ କରିଛନ୍ତି। ଯେଉଁମାନେ ଈଶ୍ୱର ନୁହନ୍ତି ସେମାନେ ସେମାନଙ୍କ ନାମରେ ଶପଥ କରିଛନ୍ତି। ଆମ୍ଭେ ସେମାନଙ୍କୁ ସମସ୍ତ ଭୋଜନ ଦେଇ ପରିତୃପ୍ତ କରାଇଲେ ମଧ୍ୟ ସେମାନେ ବ୍ୟଭିଗ୍ଭରୀ ହେଲେ। ସେମାନେ ଦଳ ଦଳ ହୋଇ ବେଶ୍ୟାମାନଙ୍କ ଗୃହରେ ବହୁ ସମୟ ଅତିବାହିତ କଲେ।
ଆମ୍ଭେ ଆପଣା ଭବିଷ୍ୟଦ୍ବକ୍ତାଗଣଙ୍କୁ, ଆମ୍ଭର ଆଜ୍ଞା ଓ ଶିକ୍ଷା ସମୂହ ବିଷୟରେ ପ୍ରଗ୍ଭର କରିବାକୁ ଆଦେଶ ଦେଇଥିଲୁ। ଏବଂ ତୁମ୍ଭର ପୂର୍ବପୁରୁଷଗଣ ଏହି ଆଦେଶ ଭାଙ୍ଗିବାରୁ ଶେଷରେ ଦଣ୍ତ ଦିଆଯାଇଥିଲା, କ’ଣ ସେମାନଙ୍କୁ ଦିଆଯାଇ ନ ଥିଲା? ତେଣୁ ତୁମ୍ଭର ପୂର୍ବପୁରୁଷଗଣ କହିଲେ, ‘ସର୍ବଶକ୍ତିମାନ୍ ସଦାପ୍ରଭୁ ଆମ୍ଭଙ୍କୁ ଆମ୍ଭର କୁପଥ ଏବଂ କୁକର୍ମ ପାଇଁ ଦଣ୍ତ ଦେଇଥିଲେ।’ ତେଣୁ ସେମାନେ ପରମେଶ୍ୱରଙ୍କ ନିକଟକୁ ଫେରି ଆସିଲେ।”
ବହୁ ଲୋକ ସେଠାକୁ ଯିବେ। ସେମାନେ କହିବେ, “ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ପର୍ବତକୁ ଯିବା। ଯାକୁବଙ୍କ ପରମେଶ୍ୱରଙ୍କ ମନ୍ଦିରକୁ ଆମ୍ଭେମାନେ ଯିବା। ସେତେବେଳେ ପରମେଶ୍ୱର ଆମ୍ଭମାନଙ୍କୁ ତାଙ୍କ ପଥ ବିଷୟରେ ଶିକ୍ଷା ଦେବେ। ଆମ୍ଭେମାନେ ତାହା ଅନୁସରଣ କରିବା।” ପରମେଶ୍ୱରଙ୍କର ଶିକ୍ଷାସମୂହ-ସଦାପ୍ରଭୁଙ୍କ ବାର୍ତ୍ତା ଯିରୁଶାଲମରେ ସିୟୋନ ପର୍ବତରୁ ଆରମ୍ଭ ହୋଇ ସମଗ୍ର ବିଶ୍ୱରେ ପ୍ରସାରିତ ହେବ।