ଯିରିମୀୟ 12:3 - ପବିତ୍ର ବାଇବଲ3 ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋତେ ଜାଣୁଅଛ। ତୁମ୍ଭେ ମୋତେ ଦେଖୁଅଛ ଓ ମୋର ହୃଦୟ ପରୀକ୍ଷା କରି ମୋର ମନ କିପରି, ଜାଣୁଅଛ। ସେହି ମନ୍ଦ ଲୋକମାନଙ୍କୁ ହତ୍ୟା ନିମନ୍ତେ ମେଷଗଣ ତୁଲ୍ୟ ଟାଣି ନିଅ ଓ ହତ୍ୟା ଦିନରେ ସେମାନଙ୍କୁ ହତ୍ୟା ପାଇଁ ପ୍ରସ୍ତୁତ ରଖ। Gade chapit laପବିତ୍ର ବାଇବଲ (Re-edited) - (BSI)3 ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋତେ ଜାଣୁଅଛ; ତୁମ୍ଭେ ମୋତେ ଦେଖୁଅଛ ଓ ତୁମ୍ଭ ପ୍ରତି ମୋର ମନ କିପରି, ତାହା ପରୀକ୍ଷା କରୁଅଛ; ତୁମ୍ଭେ ସେମାନଙ୍କୁ ହତ୍ୟା ନିମନ୍ତେ ମେଷଗଣ ତୁଲ୍ୟ ଟାଣିଆଣ ଓ ହତ୍ୟା-ଦିନରଣ ନିମନ୍ତେ ସେମାନଙ୍କୁ ପ୍ରସ୍ତୁତ ରଖ। Gade chapit laଓଡିଆ ବାଇବେଲ3 ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋତେ ଜାଣୁଅଛ; ତୁମ୍ଭେ ମୋତେ ଦେଖୁଅଛ ଓ ତୁମ୍ଭ ପ୍ରତି ମୋର ମନ କିପରି, ତାହା ପରୀକ୍ଷା କରୁଅଛ; ତୁମ୍ଭେ ସେମାନଙ୍କୁ ହତ୍ୟା ନିମନ୍ତେ ମେଷଗଣ ତୁଲ୍ୟ ଟାଣି ଆଣ ଓ ହତ୍ୟା ଦିନର ନିମନ୍ତେ ସେମାନଙ୍କୁ ପ୍ରସ୍ତୁତ ରଖ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋତେ ଜାଣୁଅଛ; ତୁମ୍ଭେ ମୋତେ ଦେଖୁଅଛ ଓ ତୁମ୍ଭ ପ୍ରତି ମୋର ମନ କିପରି, ତାହା ପରୀକ୍ଷା କରୁଅଛ; ତୁମ୍ଭେ ସେମାନଙ୍କୁ ହତ୍ୟା ନିମନ୍ତେ ମେଷଗଣ ତୁଲ୍ୟ ଟାଣି ଆଣ ଓ ହତ୍ୟା ଦିନର ନିମନ୍ତେ ସେମାନଙ୍କୁ ପ୍ରସ୍ତୁତ ରଖ। Gade chapit la |
ହେ ମୋର ପରମେଶ୍ୱର, ମୁଁ ଜାଣେ ଯେ ତୁମ୍ଭେ ଲୋକମାନଙ୍କର ପରୀକ୍ଷା ନିଅ, ଆଉ, ଲୋକମାନେ ଉତ୍ତମ କର୍ମ କଲେ ତୁମ୍ଭେ ଆନନ୍ଦିତ ହୁଅ। ମୁଁ ଏକ ଶୁଦ୍ଧ, ବିଶ୍ୱସ୍ତ ହୃଦୟରେ, ଆନନ୍ଦିତ ମନରେ ତୁମ୍ଭକୁ ଏହି ସମସ୍ତ ବସ୍ତୁ ଦେଉଅଛି। ମୁଁ ତୁମ୍ଭର ଲୋକମାନଙ୍କୁ ଏଠାରେ ଏକତ୍ରିତ ହେବାର ଦେଖୁଅଛି। ଆଉ ସେମାନେ ତୁମ୍ଭ ଉଦ୍ଦେଶ୍ୟରେ ଆନନ୍ଦିତ ମନରେ ଏହି ବସ୍ତୁଗୁଡ଼ିକ ଦାନ କରୁଥିବାର ମୁଁ ଦେଖୁଅଛି।