Biblia Todo Logo
Bib sou entènèt

- Piblisite -




ଯିରିମୀୟ 13:1 - ପବିତ୍ର ବାଇବଲ

1 ସଦାପ୍ରଭୁ ମୋତେ ଏହା କହିଲେ: “ତୁମ୍ଭେ ଏକ ମୋଟା ନାଇଲନ୍ ବସ୍ତ୍ର କିଣ ଓ ତାହା ଆପଣା କଟି ଦେଶରେ ବାନ୍ଧ ଓ ତାକୁ ଓଦା କର ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ସଦାପ୍ରଭୁ ମୋତେ ଏହି କଥା କହିଲେ, ତୁମ୍ଭେ ଯାଇ ମସିନା ନିର୍ମିତ ଏକ ପଟୁକା କିଣି ତାହା ଆପଣା କଟିଦେଶରେ ବାନ୍ଧ ଓ ଜଳରେ ତାହା ରଖ ନାହିଁ।

Gade chapit la Kopi

ଓଡିଆ ବାଇବେଲ

1 ସଦାପ୍ରଭୁ ମୋତେ ଏହି କଥା କହିଲେ, “ତୁମ୍ଭେ ଯାଇ ମସିନା ନିର୍ମିତ ଏକ ପଟୁକା କିଣି ତାହା ଆପଣା କଟିଦେଶରେ ବାନ୍ଧ ଓ ଜଳରେ ତାହା ରଖ ନାହିଁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସଦାପ୍ରଭୁ ମୋତେ ଏହି କଥା କହିଲେ, “ତୁମ୍ଭେ ଯାଇ ମସିନା ନିର୍ମିତ ଏକ ପଟୁକା କିଣି ତାହା ଆପଣା କଟିଦେଶରେ ବାନ୍ଧ ଓ ଜଳରେ ତାହା ରଖ ନାହିଁ।”

Gade chapit la Kopi




ଯିରିମୀୟ 13:1
9 Referans Kwoze  

ଅତୀତରେ ପରମେଶ୍ୱର ଆମ୍ଭ ଲୋକମାନଙ୍କୁ ବିଭିନ୍ନ ସମୟରେ ବିଭିନ୍ନ ଭାବରେ ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନଙ୍କ ମାଧ୍ୟମରେ କଥା କହିଥିଲେ।


କାରଣ ସଦାପ୍ରଭୁ କହନ୍ତି, “ମନୁଷ୍ୟର କଟି ଦେଶରେ ପଟୁକା ଯେପରି ସଂଲଗ୍ନ ଥାଏ, ସେହିପରି ଆମ୍ଭେ ସମୁଦାୟ ଇସ୍ରାଏଲ ଓ ସମୁଦାୟ ଯିହୁଦା ବଂଶକୁ ଆମ୍ଭର ଲୋକ ହୋଇ ଆମ୍ଭ ପାଇଁ କୀର୍ତ୍ତି, ପ୍ରଶଂସା ଓ ଗୌରବ ଆଣିବା ପାଇଁ ଆମ୍ଭଠାରେ ସଂଲଗ୍ନ କରାଇଲୁ। ମାତ୍ର ସେମାନେ ଆମ୍ଭ କଥା ଶୁଣିବାକୁ ଅସମ୍ମତ ହେଲେ।”


ସଦାପ୍ରଭୁ ମୋତେ ଏହି କଥା କହିଲେ, “ହେ ଯିରିମିୟ, ତୁମ୍ଭେ ସ୍ତମ୍ଭରୁ କେତେକ ଯୁଆଳି ପ୍ରସ୍ତୁତ କରି ଆପଣା ସ୍କନ୍ଧରେ ରଖ।


ସଦାପ୍ରଭୁ ମୋତେ କହିଲେ, “ଯାଅ ଏବଂ କୁମ୍ଭକାର ପାଖରୁ ଏକ ମୃତ୍ତିକା ପାତ୍ର କିଣ।”


ସେ ଆମ୍ଭପାଖକୁ ଆସି ପାଉଲଙ୍କ କଟୀବନ୍ଧନ ମାଗି ନେଇ ନିଜ ହାତ ଗୋଡ଼ ବାନ୍ଧି ପକେଇଲେ ଓ କହିଲେ, “ପବିତ୍ରଆତ୍ମା ଏପରି କହନ୍ତି ଏହି କଟୀବନ୍ଧନ ଯାହାର ଅଟେ, ‘ତାହାଙ୍କୁ ଯିରୁଶାଲମରେ ଯିହୂଦୀମାନେ ଏହିପରି ବାନ୍ଧି। ସେମାନେ ତାହାଙ୍କୁ ଅଣଯିହୂଦୀମାନଙ୍କ ହାତରେ ସମର୍ପଣ କରିବେ।’”


ତା'ପରେ ସଦାପ୍ରଭୁ କହିଲେ, “ଆମ୍ଭର ଦାସ ଯିଶାଇୟ ତିନି ବର୍ଷ ଧରି ବିବସ୍ତ୍ର ଓ ଶୂନ୍ୟପାଦ ହୋଇ ଭ୍ରମଣ କଲେ। ଏହା ମିଶର ଓ କୂଶ ପାଇଁ ଚିହ୍ନ ଓ ଅ‌‌ଦ୍‌‌ଭୂତ ଲକ୍ଷଣ ସ୍ୱରୂପ ଅଟେ।


“ହେ ଯିରିମିୟ, ତୁମ୍ଭେ କୁମ୍ଭକାର ଗୃହକୁ ଯାଅ। ସେଠାରେ ଆମ୍ଭେ ତୁମ୍ଭକୁ ଆପଣା ବାକ୍ୟ ଶୁଣାଇବା।”


“ହେ ଯିରିମିୟ, ତୁମ୍ଭେ କେତେଗୁଡ଼ିଏ ବୃହତ୍ ପ୍ରସ୍ତର ନେଇ ତଫ‌‌‌ନ୍‌‌‌ହେଷରେ ଫାରୋ ଗୃହର ପ୍ରବେଶ ସ୍ଥାନ ନିକଟରେ କାଦୁଅ ଚଟାଣ ଭିତରେ ଯିହୁଦାର ଲୋକମାନଙ୍କ ସାକ୍ଷାତରେ ଲୁଗ୍ଭଇ ରଖ।


Swiv nou:

Piblisite


Piblisite