ଯିରିମୀୟ 13:12 - ପବିତ୍ର ବାଇବଲ12 “ସଦାପ୍ରଭୁ, ‘ଇସ୍ରାଏଲର ପରମେଶ୍ୱର ଯିରିମିୟକୁ ଏହା କହିଲେ, ହେ ଯିରିମିୟ, ଯିହୁଦାର ଲୋକମାନଙ୍କୁ କୁହ, ପ୍ରତ୍ୟେକ କଳସ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ,’ ତା'ପରେ ସେମାନେ ତୁମ୍ଭକୁ କହିବେ, ‘ଆମ୍ଭେ କ’ଣ ଜାଣୁ ନାହୁଁ ଯେ, ପ୍ରତ୍ୟେକ କଳସ ଯେ ଦ୍ରାକ୍ଷାରସରେ ପୂର୍ଣ୍ଣ ହେବ?’ Gade chapit laପବିତ୍ର ବାଇବଲ (Re-edited) - (BSI)12 ଏହେତୁ ତୁମ୍ଭେ ସେମାନଙ୍କୁ ଏହି କଥା କହିବ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ପ୍ରତ୍ୟେକ କଳଶ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ; ତହିଁରେ ସେମାନେ ତୁମ୍ଭକୁ କହିବେ, ପ୍ରତ୍ୟେକ କଳଶ ଯେ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ, ଏହା କʼଣ ଆମ୍ଭେମାନେ ଜାଣୁ ନାହୁଁ? Gade chapit laଓଡିଆ ବାଇବେଲ12 ଏହେତୁ ତୁମ୍ଭେ ସେମାନଙ୍କୁ ଏହି କଥା କହିବ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ପ୍ରତ୍ୟେକ କଳଶ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ;’ ତହିଁରେ ସେମାନେ ତୁମ୍ଭକୁ କହିବେ, ‘ପ୍ରତ୍ୟେକ କଳଶ ଯେ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ, ଏହା କ’ଣ ଆମ୍ଭେମାନେ ଜାଣୁ ନାହୁଁ ?’ Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏହେତୁ ତୁମ୍ଭେ ସେମାନଙ୍କୁ ଏହି କଥା କହିବ, ‘ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ପ୍ରତ୍ୟେକ କଳସ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ;’ ତହିଁରେ ସେମାନେ ତୁମ୍ଭକୁ କହିବେ, ‘ପ୍ରତ୍ୟେକ କଳସ ଯେ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ, ଏହା କʼଣ ଆମ୍ଭେମାନେ ଜାଣୁ ନାହୁଁ?’ Gade chapit la |