ଯିରିମୀୟ 13:16 - ପବିତ୍ର ବାଇବଲ16 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ସମ୍ମାନ ଦିଅ ଓ ତାଙ୍କର ଗୌରବ ଗାନ କର। ସେ ଅନ୍ଧକାର ଆଣିବା ପୂର୍ବରୁ, ଅନ୍ଧକାରମୟ ପର୍ବତରେ ତୁମ୍ଭମାନଙ୍କର ପାଦ ଝୁଣ୍ଟିବା ପୂର୍ବରୁ, ସେ ମୃତ୍ୟୁଚ୍ଛାୟା ଓ ଘୋର ଅନ୍ଧକାର ଆଣିବା ପୂର୍ବରୁ, ଆଲୁଅର ଅପେକ୍ଷାରେ ତୁମ୍ଭେମାନେ ତାଙ୍କର ପ୍ରଶଂସା କର। Gade chapit laପବିତ୍ର ବାଇବଲ (Re-edited) - (BSI)16 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଅନ୍ଧକାର ଉପସ୍ଥିତ କରିବା ପୂର୍ବେ ଓ ଅନ୍ଧକାରମୟ ପର୍ବତରେ ତୁମ୍ଭମାନଙ୍କ ଚରଣ ଝୁଣ୍ଟିବା ପୂର୍ବେ; ପୁଣି, ତୁମ୍ଭେମାନେ ଆଲୁଅର ଅପେକ୍ଷା କରୁ କରୁ ସେ ତାହା ମୃତ୍ୟୁଛାୟାରେ ଓ ଘୋର ଅନ୍ଧକାରରେ ପରିଣତ କରିବା ପୂର୍ବେ, ତୁମ୍ଭେମାନେ ତାହାଙ୍କୁ ଗୌରବ ଦିଅ। Gade chapit laଓଡିଆ ବାଇବେଲ16 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅନ୍ଧକାର ଉପସ୍ଥିତ କରିବା ପୂର୍ବେ ଓ ଅନ୍ଧକାରମୟ ପର୍ବତରେ ତୁମ୍ଭମାନଙ୍କ ଚରଣ ଝୁଣ୍ଟିବା ପୂର୍ବେ; ପୁଣି, ତୁମ୍ଭେମାନେ ଆଲୁଅର ଅପେକ୍ଷା କରୁ କରୁ ସେ ତାହା ମୃତ୍ୟୁୁଛାୟାରେ ଓ ଘୋର ଅନ୍ଧକାରରେ ପରିଣତ କରିବା ପୂର୍ବେ, ତୁମ୍ଭେମାନେ ତାହାଙ୍କୁ ଗୌରବ ଦିଅ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅନ୍ଧକାର ଉପସ୍ଥିତ କରିବା ପୂର୍ବେ ଓ ଅନ୍ଧକାରମୟ ପର୍ବତରେ ତୁମ୍ଭମାନଙ୍କ ଚରଣ ଝୁଣ୍ଟିବା ପୂର୍ବେ; ପୁଣି, ତୁମ୍ଭେମାନେ ଆଲୁଅର ଅପେକ୍ଷା କରୁ କରୁ ସେ ତାହା ମୃତ୍ୟୁୁଚ୍ଛାୟାରେ ଓ ଘୋର ଅନ୍ଧକାରରେ ପରିଣତ କରିବା ପୂର୍ବେ, ତୁମ୍ଭେମାନେ ତାହାଙ୍କୁ ଗୌରବ ଦିଅ। Gade chapit la |
ଲୋକମାନେ କହନ୍ତି, ହେ ପରମେଶ୍ୱର, ତୁମ୍ଭେ କ’ଣ ଯିହୁଦାକୁ ସମ୍ପୂର୍ଣ୍ଣ ଭାବରେ ଅଗ୍ରାହ୍ୟ କରିଅଛ? ତୁମ୍ଭେ କ’ଣ ସିୟୋନକୁ ଘୃଣା କରିଅଛ? ତୁମ୍ଭେ ଆମ୍ଭମାନଙ୍କୁ ଏପରି ପ୍ରହାର କଲ ଯେ ଆମ୍ଭେମାନେ ଆଉ ସୁସ୍ଥ ହୋଇ ପାରିବୁ ନାହିଁ। ତୁମ୍ଭେ କାହିଁକି ଏପରି କଲ? ଆମ୍ଭେମାନେ ଶାନ୍ତି ଗ୍ଭହିଁଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ। ଆମ୍ଭେମାନେ ଆରୋଗ୍ୟ ଇଚ୍ଛା କଲୁ। ମାତ୍ର କେବଳ ଆଶଙ୍କା ଉପସ୍ଥିତ ହେଲା।