Biblia Todo Logo
Bib sou entènèt

- Piblisite -




ଯିରିମୀୟ 13:2 - ପବିତ୍ର ବାଇବଲ

2 ତେଣୁ ସଦାପ୍ରଭୁଙ୍କ କହିବା ଅନୁସାରେ ମୁଁ ଏକ ପଟୁକା କିଣି ଆପଣା କଟି ଦେଶରେ ବାନ୍ଧିଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତହିଁରେ ମୁଁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଏକ ପଟୁକା କିଣି ଆପଣା କଟିଦେଶରେ ବାନ୍ଧିଲି।

Gade chapit la Kopi

ଓଡିଆ ବାଇବେଲ

2 ତହିଁରେ ମୁଁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଏକ ପଟୁକା କିଣି ଆପଣା କଟି ଦେଶରେ ବାନ୍ଧିଲି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତହିଁରେ ମୁଁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଏକ ପଟୁକା କିଣି ଆପଣା କଟିଦେଶରେ ବାନ୍ଧିଲି।

Gade chapit la Kopi




ଯିରିମୀୟ 13:2
8 Referans Kwoze  

“ହେ ମନୁଷ୍ୟ ପୁତ୍ର, ଆମ୍ଭେ ତୁମ୍ଭକୁ ଯାହା କହୁଅଛୁ ତାହା ଶୁଣ; ତୁମ୍ଭେ ଏହିସବୁ ବିଦ୍ରୋହୀମାନଙ୍କ ତୁଲ୍ୟ ବିଦ୍ରୋହୀ ହୁଅ ନାହିଁ; ନିଜର ମୁଖ ଖୋଲ, ଆମ୍ଭେ ତୁମ୍ଭକୁ ଯାହା ଦେଉଅଛୁ ତାହା ଭୋଜନ କର।”


ତୁମ୍ଭେ ଯଦି ମୋ’ କହିବା ଅନୁଯାୟୀ କାମ କର, ତେବେ ତୁମ୍ଭେମାନେ ମୋର ବନ୍ଧୁ।


ସେହି ସମୟରେ ସଦାପ୍ରଭୁ ଆମୋସଙ୍କ ପୁତ୍ର ଯିଶାଇୟଙ୍କ ଦ୍ୱାରା ଏହି କଥା କହିଲେ, “ଯାଅ, ତୁମ୍ଭ କଟିରୁ ଚଟବସ୍ତ୍ର କାଢ଼ ଓ ପାଦରୁ ପାଦୁକା କାଢ଼।” ଯିଶାଇୟ ସଦାପ୍ରଭୁଙ୍କ ଆଜ୍ଞା ପାଳନ କରି ବିବସ୍ତ୍ର ଏବଂ ଶୂନ୍ୟପାଦ ହୋଇ ଭ୍ରମଣ କଲେ।


ତୁମ୍ଭେ ସର୍ବାନ୍ତଃ ହୃଦୟରେ ସଦାପ୍ରଭୁଙ୍କୁ ବିଶ୍ୱାସ କର ଏବଂ ନିଜର ଚତୁରତା ଉପରେ ନିର୍ଭର କର ନାହିଁ।


ଯୋହନଙ୍କ ବସ୍ତ୍ର ଓଟ ଲୋମରେ ତିଆରି ହୋଇଥିଲା, ସେ ଅଣ୍ଟାରେ ଚମଡ଼ା ପଟି ବାନ୍ଧୁଥିଲେ। ପଙ୍ଗପାଳ ଓ ବନମଧୁ ତାହାଙ୍କର ଖାଦ୍ୟ ଥିଲା।


ଅନ୍ତର ଦ୍ୱିତୀୟ ଥର ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା।


Swiv nou:

Piblisite


Piblisite